Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

ରାଜ୍ୟ
Home ›› ରାଜ୍ୟ ››ହାତୀ ମୃତ୍ୟୁ ଘଟଣାରେ: ୩ ବନ କର୍ମଚାରୀ ନିଲମ୍ବିତ, ୩ ଗିରଫ

ହାତୀ ମୃତ୍ୟୁ ଘଟଣାରେ: ୩ ବନ କର୍ମଚାରୀ ନିଲମ୍ବିତ, ୩ ଗିରଫ

2024-11-19 05:25:19
13961
Share:
Facebook
Twitter
E-Mail
WhatsApp
Telegram
ହାତୀ ମୃତ୍ୟୁ ଘଟଣାରେ: ୩ ବନ କର୍ମଚାରୀ ନିଲମ୍ବିତ, ୩ ଗିରଫ

ଭୁବନେଶ୍ବର: ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ଘୋଷରାମାଳ ଫରେଷ୍ଟ ସେକ୍ସନର ବୁରୋମାଳ ଜଙ୍ଗଲରୁ ସୋମବାର ସକାଳୁ ଏକ ଛୁଆହାତୀ ସହ ୩ଟି ହାତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏମାନଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହି ଘଟଣାରେ ୩ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବାବେଳେ ବିଦ୍ୟୁତ୍‌ ତାର ବିଛାଇଥିବା ୩ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି। ସୋମବାର ସକାଳୁ ବୁରୋମାଳ ଜଙ୍ଗଲ ନିକଟସ୍ଥ ଚାଷଜମିରେ ୩ ହାତୀଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ବନ କର୍ମଚାରୀ ପହଞ୍ଚି ୩ ମୃତଦେହ ଜବତକରି ତଦନ୍ତ କରିଥିଲେ। ଘୋଷରାମାଳ ଅଞ୍ଚଳର କେତେକ ବ୍ୟକ୍ତି ବାର୍‌ହା ଶିକାର ପାଇଁ ବୁରୋମାଳ ଜଙ୍ଗଲ ଭିତରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରୁ ତାର ଟାଣି ତଳେ ବିଛାଇଥିଲେ। ଏହା ହାତୀ ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ହାତୀପଲ ଏହିରାସ୍ତା ଦେଇ ଯାଉଥିବା ବେଳେ ଏହି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ଏକ ଛୁଆହାତୀ ସମେତ ୩ ମାଈ ହାତୀର ମୃତ୍ୟୁ ଘଟିଥିଲା।
ଖବରପାଇ ଭୁବନେଶ୍ୱରରୁ ଉପ ବନ ସଂରକ୍ଷକ ଗଜାନନ ଲାଡ଼େଙ୍କ ନେତୃତ୍ୱରେ ଏସିଏଫ୍‌ ଅରବିନ୍ଦ ମିଶ୍ର, ଇନ୍ସପେକ୍ଟର ରେଣୁବାଳା ସାହୁ ଏବଂ ବନ୍ୟପ୍ରାଣୀ ବିଭାଗର ବିକ୍ରମ ଦେବଙ୍କ ସହ ଯୁଗ୍ମ ଟାକ୍ସଫୋର୍ସ ଓ ରେଢାଖୋଲ ଡ଼ିଏଫ୍‌ଓ ଅରବିନ୍ଦ ମହାନ୍ତି, ନାକଟିଦେଉଳ ବନାଞ୍ଚଳ ଅଧିକାରୀ ଅଶ୍ୱିନୀ ବେହେରା ପହଞ୍ଚି ପହଞ୍ଚି ପାରିପାର୍ଶ୍ବିକ ସ୍ଥିତି ଅନୁଧ୍ୟାନ କରିଥିଲେ। ବିଛା ଯାଇଥିବା କିଛି ବିଦ୍ୟୁତ୍‌ ତାର ଜବତ କରାଯାଇଛି। ଗୋଟିଏ ହାତୀ ଶରୀରରେ ବିଦ୍ୟୁତ୍‌ ସ୍ପର୍ଶ ଚିହ୍ନ ରହିଛି, ମଙ୍ଗଳବାର ସକାଳୁ ୩ ହାତୀର ବ୍ୟବଚ୍ଛେଦ କରାଯିବ ବୋଲି ଜେଟିଏଫ୍‌ ମୁଖ୍ୟ ଶ୍ରୀ ଲାଡ଼େ କହିଛନ୍ତି। ସନ୍ଦେହରେ ଘୋଷରାମାଳ ଗ୍ରାମର ୪ଜଣଙ୍କୁ ଅଟକ ରଖି ଜେରା କରାଯାଉଛି। ମା’ହାତୀର ଶବ ନିକଟରେ ଏକ ଛୁଆ ହାତୀ ବୁଲୁଥିବା ଦେଖାଯାଇଛି।

Powered by Froala Editor

Tags elephant dead

Related articles Odisha News Lens 4.1

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14083
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14626
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15233
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13582
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15296
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13774
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14299
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    15028
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15347
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13966
    Jul 11, 2026
  • ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14299
    Jul 11, 2026
  • ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14626
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14083
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14589
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15535
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15640
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15446
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14933
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    15028
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15233
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13966
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In