Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ...

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ...

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୃତ୍ରିମ ବର୍ଷା ଏକମାତ୍ର ସମାଧାନ, କେନ୍ଦ୍ରକୁ ଚିଠି ଲେଖିଲେ ପରିବେଶ ମନ୍ତ୍ରୀ

କୃତ୍ରିମ ବର୍ଷା ଏକମାତ୍ର ସମାଧାନ, କେନ୍ଦ୍ରକୁ ଚିଠି ଲେଖିଲେ ପରିବେଶ ମନ୍ତ୍ରୀ

2024-11-19 19:34:20
15227
Share:
Facebook
Twitter
E-Mail
WhatsApp
Telegram
କୃତ୍ରିମ ବର୍ଷା ଏକମାତ୍ର ସମାଧାନ, କେନ୍ଦ୍ରକୁ ଚିଠି ଲେଖିଲେ ପରିବେଶ ମନ୍ତ୍ରୀ

ଧୂଳି ଆଉ ଧୂଆଁର ମୋଟା ଚାଦର ତଳେ ଢ଼ାଙ୍କି ହୋଇ ରହିଛି ଦିଲ୍ଲୀ। ଦିନକୁ ଦିନ ବାୟୁର ଗୁଣବତ୍ତା ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପରିବେଶ ମନ୍ତ୍ରୀ ଗୋପାଳ ରାୟ ମଙ୍ଗଳବାର ଦିନ କେନ୍ଦ୍ରକୁ ଏକ ଚିଠି ଲେଖି ଜାତୀୟ ରାଜଧାନୀରେ କୃତ୍ରିମ ବର୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି।

ମଙ୍ଗଳବାର ଗଣମାଧ୍ୟମକୁ ସମ୍ବୋଧିତ କରିବା ସମୟରେ ପରିବେଶ ମନ୍ତ୍ରୀ କହିଛନ୍ତି, "ଧୁଆଁର ସ୍ତର ଉତ୍ତର ଭାରତକୁ ଆଚ୍ଛାଦିତ କରିଛି। ଧୁଆଁରୁ ମୁକ୍ତି ପାଇବା ପାଇଁ କୃତ୍ରିମ ବର୍ଷା ହେଉଛି ଏକମାତ୍ର ସମାଧାନ। ପ୍ରଧାନମନ୍ତ୍ରୀ ମୋଦୀ ଏଥିରେ ହସ୍ତକ୍ଷେପ କରିବା ଉଚିତ।

ରାୟ କହିଛନ୍ତି ଯେ ବର୍ତ୍ତମାନ କେବଳ କୃତ୍ରିମ ବର୍ଷା ଦ୍ୱାରା ରାଜଧାନୀରେ ପ୍ରଦୂଷଣ ସ୍ତର ଏବଂ ବାୟୁର ଗୁଣବତ୍ତାରେ ଉନ୍ନତ ଆସିପାରିବ। ଏନେଇ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି ମନ୍ତ୍ରୀ ଗୋପାଳ ରାୟ।

ଜାତୀୟ ରାଜଧାନୀରେ ଧୁଆଁର ଏକ ଘନ ସ୍ତର ଆଚ୍ଛାଦିତ ହୋଇ ରହିଥିବାରୁ ଦେଶର ସବୁଠାରୁ ପ୍ରଦୂଷିତ ସହର ପାଲଟିଛି ଦିଲ୍ଲୀ। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୪ ଛୁଇଁଥିବା ବେଳେ ‘ଅତ୍ୟନ୍ତ ଗମ୍ଭୀର ଅବସ୍ଥା’ରେ ରହିଛି ଦିଲ୍ଲୀର ବାୟୁ ଅବସ୍ଥା।

ଏକ ସାମ୍ବାଦିକ ସମ୍ମିଳନୀରେ ରାୟ କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କୁ ମଧ୍ୟ ନିନ୍ଦା କରିଛନ୍ତି। ସେ ନିନ୍ଦା କରି କହିଛନ୍ତି ଯେ ଅଗଷ୍ଟ, ସେପ୍ଟେମ୍ବର, ଅକ୍ଟୋବର ଏବଂ ଆଜିକୁ ମିଶାଇ ମୁଁ ୪ଟି ଚିଠି ପଠାଇ ସାରିଥିବା ସତ୍ତ୍ବେ କୃତ୍ରିମ ବର୍ଷା କରିବା ନେଇ ଏଯାବତ୍‌ କୌଣସି ବୈଠକ ଡକାଯାଇ ନାହିଁ।

Powered by Froala Editor

Tags delhi

Related articles Odisha News Lens 4.1

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14722
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14143
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15538
    Aug 26, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15309
    Aug 27, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13556
    Aug 26, 2026
  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ
    ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13905
    Aug 27, 2026
  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ
    ଦେଶ-ଦେଶାନ୍ତର

    ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15374
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14026
    Aug 27, 2026
  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ
    ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14954
    Aug 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13556
    Aug 26, 2026
  • ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14722
    Aug 26, 2026
  • ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14954
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17054
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17689
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18123
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14143
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13716
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15246
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15605
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16135
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14449
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14277
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14954
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14026
    Aug 27, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15309
    Aug 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In