Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ...

  • ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

  • ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ...

  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ...

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ପିଲା ଦିନର ବନ୍ଧୁଙ୍କୁ ଜୀବନସାଥୀ କରିବେ କିର୍ତ୍ତୀ

ପିଲା ଦିନର ବନ୍ଧୁଙ୍କୁ ଜୀବନସାଥୀ କରିବେ କିର୍ତ୍ତୀ

2024-11-19 19:38:25
16984
Share:
Facebook
Twitter
E-Mail
WhatsApp
Telegram
ପିଲା ଦିନର ବନ୍ଧୁଙ୍କୁ ଜୀବନସାଥୀ କରିବେ କିର୍ତ୍ତୀ

ନିକଟରେ ନାଗା ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । କିନ୍ତୁ ବର୍ଷ ଶେଷରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ ଏକ ସୁନ୍ଦରୀ ବିବାହ କରିବାକୁ ଯାଉଛନ୍ତି । ହାତକୁ ଦି' ହାତ ହେବାକୁ ଯାଉଛନ୍ତି ଅଭିନେତ୍ରୀ କିର୍ତ୍ତୀ ସୁରେଶ। ଦୀର୍ଘ ଦିନର ପ୍ରେମିକ ଅଣ୍ଟୋନି ଥାଟିଲଙ୍କୁ ବିବାହ କରିବେ କିର୍ତ୍ତୀ। ଡିସେମ୍ବର ଦ୍ୱିତୀୟ ସପ୍ତାହରେ ଆଣ୍ଟୋନି ଓ କିର୍ତ୍ତୀଙ୍କ ହାତଗଣ୍ଠି ପଡ଼ିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।

୩୨ ବର୍ଷ ବୟସ୍କା କିର୍ତ୍ତୀ ସୁରେଶଙ୍କ କଥା, ଯିଏ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜଣାଶୁଣା । କିର୍ତ୍ତୀ ସୁରେଶ ପ୍ରଯୋଜକ ଜି ସୁରେଶ କୁମାର ଏବଂ ଅଭିନେତ୍ରୀ ମିନାକା ସୁରେଶଙ୍କ ଝିଅ।କିର୍ତ୍ତୀ ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ । ତାଙ୍କର ପ୍ରଥମ ଚଳଚ୍ଚିତ୍ର ୨୦୦୦ ମସିହାରେ ଆସିଥିଲା । ଏହା ପରେ ସେ ୨୦୧୩ରେ ଲିଡ୍ ଆକ୍ଟ୍ରିସ୍ ଭାବରେ ଇଣ୍ଡଷ୍ଟ୍ରିରେ ଏଣ୍ଟ୍ରି କରିଥିଲେ । ବର୍ତ୍ତମାନ ଫିଲ୍ମ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ତାଲିକାରେ ତାଙ୍କ ନାମ ସ୍ଥାନ ପାଇଛି ।

'ମହାନତୀ'ରେ ଉଚ୍ଚକୋଟୀର ଅଭିନୟ ପାଇଁ ସେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଥିଲେ। 'ମହାନତୀ' କିମ୍ବଦନ୍ତୀ ଅଭିନେତ୍ରୀ ସାବିତ୍ରୀଙ୍କ ଆତ୍ମଜୀବନୀ ଉପରେ ଆଧାରିତ ସିନେମା। ମହାନତୀ ବ୍ୟତୀତ ସେ 'ରିଙ୍ଗ୍ ମାଷ୍ଟର', 'ମିସ୍ ଇଣ୍ଡିଆ', 'ଦଶରା' ଆଦି ସିନେମା ପାଇଁ ବେଶ୍ ଜଣାଶୁଣା। ବରୁଣ ଧାୱନଙ୍କ ବେବି ଜନ୍ ଜରିଆରେ ମଧ୍ୟ ବଲିଉଡ୍ ଡେବ୍ୟୁ କରିଥିଲେ କିର୍ତ୍ତୀ ସୁରେଶ।

କୁହାଯାଉଛି ଯେ ସେ ତାଙ୍କ ପିଲାଦିନର ବନ୍ଧୁ ଆଣ୍ଟନି ଥାଟିଲଙ୍କୁ ବିବାହ କରୁଛନ୍ତି । ଆଣ୍ଟନି କୋଚିରେ ପଢ଼ୁଥିବାବେଳେ କିର୍ତ୍ତୀ ଏବଂ ଆଣ୍ଟନିଙ୍କ ପ୍ରଥମ ସାକ୍ଷାତ ହୋଇଥିଲା ।


Powered by Froala Editor

Tags kirti

Related articles Odisha News Lens 4.1

  • ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ
    ଦେଶ-ଦେଶାନ୍ତର

    ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

    15310
    May 13, 2025
  • ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?
    ଦେଶ-ଦେଶାନ୍ତର

    ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?

    14363
    May 13, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14392
    May 12, 2025
  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15605
    May 12, 2025
  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15586
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13962
    May 12, 2025
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

    13608
    May 13, 2025
  • ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ
    ଦେଶ-ଦେଶାନ୍ତର

    ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ

    13982
    May 13, 2025
  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି
    ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14786
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

    15310
    May 13, 2025
  • ଦେଶ-ଦେଶାନ୍ତର

    ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ

    13982
    May 13, 2025
  • ଦେଶ-ଦେଶାନ୍ତର

    ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

    13608
    May 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16883
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15436
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13697
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14751
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15843
    May 12, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15578
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15491
    May 10, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16260
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13976
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14769
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15297
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15605
    May 12, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13697
    May 13, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13962
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In