Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

ରାଜ୍ୟ
Home ›› ରାଜ୍ୟ ››ଇକୋରିଟ୍ରିଟ୍‌ ବୁକିଂ ଶୁଳ୍କ କମିଲା

ଇକୋରିଟ୍ରିଟ୍‌ ବୁକିଂ ଶୁଳ୍କ କମିଲା

2024-11-20 04:48:52
14416
Share:
Facebook
Twitter
E-Mail
WhatsApp
Telegram
ଇକୋରିଟ୍ରିଟ୍‌ ବୁକିଂ ଶୁଳ୍କ କମିଲା

ଭୁବନେଶ୍ୱର : ଡିସେମ୍ବର ପହିଲାରୁ ସାମୁଦ୍ରିକ ବେଳାଭୂମି ଏବଂ ଜଙ୍ଗଲ ପରିବେଶପୂର୍ଣ୍ଣ ପ୍ରାକୃତିକ ସୌନ୍ଦର୍ଯ୍ୟସ୍ଥଳରେ ଜମିବ ଇକୋରିଟ୍ରିଟ। ପର୍ଯ୍ୟଟନ ଋତୁରେ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ମନଭରି ଉପଭୋଗ କରିବେ ପର୍ଯ୍ୟଟକ। ଚଳିତ ବର୍ଷ ମଧ୍ୟବିତ୍ତ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଏବର୍ଷ ଇକୋରିଟ୍ରିଟ୍‌ରେ ବୁକିଂ ଶୁଳ୍କରେ ପରିବର୍ତ୍ତନ କରାଯାଇଛି। କୋଣାର୍କ ଇକୋରିଟ୍ରିଟ୍‌ରେ ୭୦ଟି ବିଳାସପୂର୍ଣ୍ଣ ଟେଣ୍ଟ ନିର୍ମାଣ କରାଯିବ। ଡିଲକ୍ସ ପାଇଁ ସର୍ବନିମ୍ନ ବୁକିଂ ଶୁଳ୍କ ୫,୦୦୦ଟଙ୍କା ରଖାଯାଇଥିବାବେଳେ ପ୍ରିମିୟମରେ ୬,୫୦୦ଟଙ୍କା, ରୟାଲ ପାଇଁ ୧୦,୦୦୦ ଓ ରେସିଡେନ୍ସ ପାଇଁ ୨୦,୦୦୦ଟଙ୍କାର ପ୍ୟାକେଜ୍‌ ବ୍ୟବସ୍ଥା କରାଯାଇଛି। ଇକୋରିଟ୍ରିଟ୍‌ରେ ଭ୍ରମଣ ସାଙ୍ଗକୁ ମଜା ନେବା ପାଇଁ ଅକ୍ଟୋବରରୁ ଅନଲାଇନ ବୁକିଂ ବ୍ୟବସ୍ଥା ଆରମ୍ଭ ହୋଇଛି। ଚଳିତବର୍ଷ କୋଣାର୍କ, ଦାରିଙ୍ଗବାଡି, ହୀରାକୁଦ, ସାତକୋଶିଆ, ଭିତରକନିକା, ପତିସୋନାପୁର ଏବଂ ପୁଟସିଲ୍‌ରେ ଇକୋରିଟ୍ରିଟ୍‌ କରାଯିବ। ଅନ୍ୟ ୫ଟି ପର୍ଯ୍ୟଟନସ୍ଥଳରେ ଡିଲକ୍ସ ପାଇଁ ୨୫ ଓ ପ୍ରିମିୟମ ପାଇଁ ୨୫ଟେଣ୍ଟ କରାଯିବ। ହୀରାକୁଦ ପର୍ଯ୍ୟଟନସ୍ଥଳରେ କେବଳ ପ୍ରିମିୟମ ଟେଣ୍ଟ ନିର୍ମାଣ କରାଯିବ। କୋଣାର୍କକୁ ଛାଡ଼ିଦେଲେ ଡିଲକ୍ସ ବୁକିଂ ପାଇଁ ୪,୦୦୦ଟଙ୍କା ଓ ପ୍ରିମିୟମ ବୁକିଂ ପାଇଁ ୫,୦୦୦ଟଙ୍କା ରଖାଯାଇଛି। ପର୍ଯ୍ୟଟକ ସେଠାରେ ରାତ୍ରିଯାପନ କରିବା ସହ ସୁସ୍ବାଦୁ ଦେଶୀୟ ଖାଦ୍ୟର ମଜା ନେବେ। ଗତବର୍ଷ ତୁଳନାରେ ଇକୋ ରିଟ୍ରିଟ୍‌କୁ ଏଥର ଅଧିକ ସଂଖ୍ୟକ ପର୍ଯ୍ୟଟକ ଭ୍ରମଣରେ ଆସିବା ନେଇ ବିଭାଗ ଆଶା ରଖିଛି। ବିଶେଷତଃ ଡିସେମ୍ବର ମାସ ତଥା ଛୁଟିଦିନଗୁଡ଼ିକରେ ଅଧିକ ସଂଖ୍ୟକ ପର୍ଯ୍ୟଟକ ଭ୍ରମଣରେ ଆସିଥାନ୍ତି। କୋରାପୁଟର ରାଣୀ ଡୁଡୁମା, ଗିରିଧାରୀ ଓ କୋରାପୁଟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ମନଭରି ଉପଭୋଗ କରିଥାନ୍ତି। ସେହିପରି ସାତକୋଶିଆ ଇକୋ ରିଟ୍ରିଟ୍‌ରେ ରାତ୍ରିଯାପନ କରି ପ୍ରାକୃତିକ ସୌନ୍ଦର୍ଯ୍ୟ ଦେଖିବା ସହ ବୋଟିଂ କରିବା, କଇଁଛ, କୁମ୍ଭୀର, ହରିଣ ସହିତ ବିଭିନ୍ନ ପ୍ରଜାତିର ବିଦେଶାଗତ ପକ୍ଷୀଙ୍କୁ ଦେଖିବାର ସୁଯୋଗ ପାଇବେ। ଦାରିଙ୍ଗବାଡି ଇକୋ ରିଟ୍ରିଟ୍‌ରେ ଜଙ୍ଗଲ ପରିବେଶ ଭିତରେ ଜଳପ୍ରପାତ, ମୁଦିବନ୍ଧ, କଫି ଗାର୍ଡେନ, ଲଭର୍ସ ପଏଣ୍ଟ ଓ ମଣ୍ଡାସୁରରେ ପର୍ଯ୍ୟଟକ ଭ୍ରମଣ କରିବାର ମଜା ନେଇପାରିବେ। ଭିତରକନିକା ଇକୋରିଟ୍ରିଟ ନିକଟରେ ଥିବା ବରୁଣେଇ ଜଙ୍ଗଲ ଭ୍ରମଣ, ଜଳକ୍ରୀଡା, ବୋଟିଂର ମଜା ପର୍ଯ୍ୟଟକ ନେଇଥାନ୍ତି। ସେହିପରି କୋଣାର୍କ, ପତି ସୋନାପୁରରେ ସାମୁଦ୍ରିକ ବେଳାଭୂମିର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ବିଳାସବ୍ୟସନ ରହଣି ସାଙ୍ଗକୁ ଖାଦ୍ୟ ପାନୀୟର ମଜା ନେଇଥାନ୍ତି। ଏଠାକୁ ବିଦେଶୀ ପର୍ଯ୍ୟଟକଙ୍କ ଅପେକ୍ଷା ପଡୋଶୀ ରାଜ୍ୟର ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷିତ କରିବା ଭଳି ଯୋଜନା କରାଯାଇଛି।

Powered by Froala Editor

Tags Eco retreat

Related articles Odisha News Lens 4.1

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14772
    Feb 13, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15059
    Feb 12, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13590
    Feb 13, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15049
    Feb 14, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15645
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15240
    Feb 12, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14052
    Feb 12, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13925
    Feb 13, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15509
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15645
    Feb 12, 2026
  • ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15240
    Feb 12, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13925
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15049
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15509
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15995
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13931
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14675
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15346
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15509
    Feb 13, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15049
    Feb 14, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14175
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In