ଏନକାଉନଣ୍ଟର: ୧୦ ମାଓବାଦୀ ନିହତ
ଭୁବନେଶ୍ୱର : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି । ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି ।
Powered by Froala Editor