Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ରାଜ୍ୟ
Home ›› ରାଜ୍ୟ ››ବଡଦିଅଁ ହେବେ ପଢୁଆଁ, ଶ୍ରୀମନ୍ଦିର ଗଲା ପଢ଼ୁଆଁ ଭାର

ବଡଦିଅଁ ହେବେ ପଢୁଆଁ, ଶ୍ରୀମନ୍ଦିର ଗଲା ପଢ଼ୁଆଁ ଭାର

2024-11-22 10:01:45
14070
Share:
Facebook
Twitter
E-Mail
WhatsApp
Telegram
ବଡଦିଅଁ ହେବେ ପଢୁଆଁ, ଶ୍ରୀମନ୍ଦିର ଗଲା ପଢ଼ୁଆଁ ଭାର

ନିଆଳି: ପଢ଼ୁଆଁ ହେବେ ବଡ଼ଠାକୁର । ମାମୁ ଘରୁ ଗଲା ପଢ଼ୁଆଁ ଭାର । ନିଆଳିର ମାଧବାନନ୍ଦଜିଉଙ୍କ ପୀଠରୁ ଶ୍ରୀମନ୍ଦିର ଗଲା ପଢ଼ୁଆଁ ଭାର । ପାଟବସ୍ତ୍ର ଓ ବିଭିନ୍ନ ଫଳମୂଳ ସହ ଏକଲକ୍ଷ ପୀଠା ଭାର ଗଲା ଶ୍ରୀମନ୍ଦିର । ମାର୍ଗଶୀର ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବଡଦିଅଁ ହେବେ ପଢୁଆଁ । ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର, ସୁଭଦ୍ରା, ସୁଦର୍ଶନ, ମାଧବ, ଭୂଦେବୀ ଓ ଶ୍ରୀଦେବୀଙ୍କ ପାଇଁ ପାଟବସ୍ତ୍ର ନେଇ ଯାଉଛନ୍ତି ।‌ ଏହି ପଢୁଆଁ ଭାରରେ ଅରୁଆ ଚାଉଳ, ବିରି, ନଡ଼ିଆ, ଗୁଡ, ବିଭିନ୍ନ ପ୍ରକାରର ଫଳମୂଳ ସହ ତୁଳସୀ ଏବଂ ପଦ୍ମଫୁଲ ସାମିଲ ହୋଇଛି । ଏକ ଭବ୍ୟ ଶୋଭାଯାତ୍ରାରେ ପାରମ୍ପରିକ ବାଦ୍ୟ, ନୃତ୍ୟ କରାଯାଇ ଏହି ଭାର ଶ୍ରୀମନ୍ଦିରକୁ ଅଭିମୁଖେ ଯାଇଛି ଏହି ପଢ଼ୁଆଁ ଭାର ।ଏହି ଅବସରରେ ନିଆଳି ମାଧବ ପୀଠରୁ ଶ୍ରୀମନ୍ଦିରକୁ ଯାଉଛି ପଢୁଆଁ ଭାର । ପୂଣ୍ୟତ୍ରୟା ପ୍ରାଚୀ ନଦୀ ମାଧବାନନ୍ଦ ପିଠରୁ କାଳିଆ ଦିଅଁ ପାଇଁ ଯାଉଛି ପଢୁଆଁ ଭାର । ଶୁକ୍ରବାର ପ୍ରାତଃ ୪ଟା ୩୦ ମିନିଟରେ ଶ୍ରୀମାଧବଙ୍କ ସ୍ନାନ ଓ ମାର୍ଜନା ହୋଇଛି । ସକାଳ ୫ଟାରେ ମହାପ୍ରଭୁଙ୍କ ରାଜା-ରାଜେଶ୍ୱର ବେଶ, ୫ଟା ୩୦ ମିନିଟରେ ଗୋପାଳବଲ୍ଲବ ଭୋଗ ନିତିସାରି ସକାଳ ୭ଟା ୩୦ ମିନିଟରେ ମାଧବ ମନ୍ଦିରରୁ ପଢୁଆଁ ଭାର ନେଇ ଶ୍ରୀମନ୍ଦିର ଅଭିମୁଖେ ଶୋଭାଯାତ୍ରା ଆରମ୍ଭ ହୋଇଛି ।

Powered by Froala Editor

Tags Shree mandir

Related articles Odisha News Lens 4.1

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15374
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13364
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14344
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15159
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14707
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15610
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14040
    Oct 09, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15794
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14122
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13364
    Oct 10, 2026
  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15794
    Oct 09, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14040
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17168
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17859
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17815
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18232
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14471
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14577
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15584
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14257
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15994
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15663
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14948
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15546
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14022
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14040
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15610
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13364
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In