Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ...

  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

  • ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

  • ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ...

  • ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ...

ରାଜ୍ୟ
Home ›› ରାଜ୍ୟ ››୧୨ ଆଇଏଏସ୍ ଅଫିସରଙ୍କୁ ଅଦଳବଦଳ

୧୨ ଆଇଏଏସ୍ ଅଫିସରଙ୍କୁ ଅଦଳବଦଳ

2024-11-24 06:29:39
15516
Share:
Facebook
Twitter
E-Mail
WhatsApp
Telegram
୧୨ ଆଇଏଏସ୍ ଅଫିସରଙ୍କୁ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର  ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି । ମୋଟ ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୯୯୫ ବ୍ୟାଚ୍ ଆଇଏଏସ୍ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ।

ସେହିପରି ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨୦୧୦ ବ୍ୟାଚ୍ ଆଇଏଏସ୍ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଆଇଏଏସ୍ ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ ଆଇଏଏସ୍ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।
୨୦୧୨ ବ୍ୟାଚ୍ ଆଇଏଏସ୍ ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଡଃ ଟୁଡ଼ୁ ଏବେ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ସହ ଫୁଡ୍ ସେଫଟି କମିଶନର ଓ ଟିଡିସିସିଓଏଲ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି । ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ୍ ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ତ୍ରିଲୋଚନ ମାଝୀ ଏବେ ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଅଛନ୍ତି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ୨୦୧୨ ବ୍ୟାଚ୍ ଆଇଏଏସ୍ ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି।

ଓରେରା ସଚିବ ତଥା ୨୦୧୩ ବ୍ୟାଚ୍ ଆଇଏଏସ୍ ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ଓ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ୟ୍ୟ କରିବେ। ସେହିପରି ୨୦୧୩ ବ୍ୟାଚ୍ ଆଇଏଏସ୍ ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଆନ୍ତଃ କ୍ୟାଡ଼ର ଡେପୁଟେସନରେ ଓଡ଼ିଶା ଆସିଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋସନ କାଉନସିଲ ସିଇଓ ୨୦୧୪ ବ୍ୟାଚ୍ ଆଇଏଏସ୍ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ୨୦୧୪ ବ୍ୟାଚ୍ ଆଇଏଏସ୍ ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସ୍ମିତା ରାଉତ ଏବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।

Powered by Froala Editor

Tags IAS

Related articles Odisha News Lens 4.1

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14329
    Sep 15, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14411
    Sep 15, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15545
    Sep 15, 2025
  • ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ
    ଦେଶ-ଦେଶାନ୍ତର

    ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

    13569
    Sep 14, 2025
  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’
    ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13799
    Sep 14, 2025
  • ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣକ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣକ ମୃତ୍ୟୁ

    14155
    Sep 14, 2025
  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...
    ଦେଶ-ଦେଶାନ୍ତର

    ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...

    13621
    Sep 15, 2025
  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15031
    Sep 14, 2025
  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’
    ମନୋରଞ୍ଜନ

    ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14592
    Sep 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14411
    Sep 15, 2025
  • ଦେଶ-ଦେଶାନ୍ତର

    ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

    13569
    Sep 14, 2025
  • ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15545
    Sep 15, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16727
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17187
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15644
    Apr 03, 2021

ବିଶେଷ

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14411
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13731
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14508
    Sep 11, 2025
  • ଅଦା ପାଣି ଦୂର କରେ ପେଟର ଏହି ସମସ୍ୟା

    15781
    Sep 11, 2025
  • କଞ୍ଚା ଅମୃତଭଣ୍ଡା ରସ ଅନେକ ରୋଗ କରେ ଦୂର

    15532
    Sep 10, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14915
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14334
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15570
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15231
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ପ୍ରଦାନ ଘୋଷଣା

    13621
    Sep 15, 2025
  • ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣକ ମୃତ୍ୟୁ

    14155
    Sep 14, 2025
  • ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ନାହିଁ

    14896
    Sep 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In