Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ...

  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ...

  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ...

  • ଘରୋଇ କ୍ଷେତ୍ର କର୍ମଚାରୀଙ୍କ ଦରମା ...

  • FBIର କ୍ରାଇମ୍ ଡାଟାବେସ୍‌ରେ ସାଇବର ଆକ୍ରମଣ

  • ୫୩ ହଜାରରୁ ଅଧିକ କର୍ମଚାରୀଙ୍କ ମହଙ୍ଗା ...

  • ଯୁଦ୍ଧ ଯୋଗୁ କ୍ଷତି ସହିଛି ଏୟାର ଇଣ୍ଡିଆ

  • ଇନ୍‌ଫ୍ଲୁଏନ୍ସରଙ୍କୁ ବିବାହ ପାଇଁ ଜିଦ୍‌, ...

  • ମାସକରେ କମିଲାଣି ୨୧ ହଜାର ସୁନା

  • ଆଧାରକାର୍ଡକୁ ନେଇ ଆସିଲା ବଡ ଖବର, ଜାଣନ୍ତୁ ...

ରାଜ୍ୟ
Home ›› ରାଜ୍ୟ ››ଶୀତକାଳୀନ ଅଧିବେଶନ: ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ ୨୫ରେ

ଶୀତକାଳୀନ ଅଧିବେଶନ: ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ ୨୫ରେ

2024-11-24 09:31:07
15043
Share:
Facebook
Twitter
E-Mail
WhatsApp
Telegram
ଶୀତକାଳୀନ ଅଧିବେଶନ: ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ ୨୫ରେ

ଭୁବନେଶ୍ବର : ଆସନ୍ତା ୨୬ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ୨୫ରେ କଂଗ୍ରେସ ଏବଂ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିରୋଧୀ କଂଗ୍ରେସ ଏବଂ ବିଜେଡି ଅନାହାର ମୃତ୍ୟୁ, ଦରଦାମ ବୃଦ୍ଧି, ଆଇନଶୃଙ୍ଖଳା ପରିସ୍ଥିତି, ନିଯୁକ୍ତି ଏବଂ ଶିଶୁ ବିକ୍ରି ପ୍ରସଙ୍ଗ ଗୃହରେ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡ଼ିଛି। ଆଗାମୀ ଅଧିବେଶନରେ ଶାସକ ଦଳକୁ ଘେରିବା ପାଇଁ ବୈଠକରେ ରଣନୀତି ପ୍ରସ୍ତୁତ କରିବ କଂଗ୍ରେସ। ମୁଖ୍ୟତଃ କନ୍ଧମାଳ ଜିଲାରେ ଆମ୍ବ ଟାକୁଆ ଜାଉ ଖାଇ ୩ଜଣ ଆଦିବାସୀଙ୍କ ମୃତ୍ୟୁ ପ୍ରସଙ୍ଗ, ଦରଦାମ ବୃଦ୍ଧି, ଖଣିଜ ସମ୍ପଦକୁ ଘରୋଇ କମ୍ପାନୀ ହାତରେ ଟେକି ଦେବା ଭଳି ପ୍ରସଙ୍ଗ ଉତ୍ଥାପନ କରି ସରକାରଙ୍କୁ ଘେରିବାକୁ ରଣକୌଶଳ ତିଆରି କରୁଛି। 
ଅନ୍ୟପଟେ ଗୃହରେ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ବିଜେଡି ସଜବାଜ ହେଉଛି। ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ, ରାୟଗଡ଼ା ଓ ଖପ୍ରାଖୋଲରେ ଶିଶୁ ବିକ୍ରି, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରଦାମ ବୃଦ୍ଧି, ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ଆଦି ପ୍ରସଙ୍ଗ ଗୃହରେ ଉଠାଇବାକୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଆସନ୍ତା ୨୫ ତାରିଖ ଅପରାହ୍ଣରେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏହାପୂର୍ବରୁ ବିଧାନସଭାରେ ଦଳର ଭୂମିକା କ’ଣ ରହିବ, ସେ ସମ୍ପର୍କରେ ଏକ ପ୍ରାକ୍‌ ଆଲୋଚନା ହୋଇଛି। ଆଲୋଚନାର ନିର୍ୟାସ ସମ୍ପର୍କରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଅବଗତ କରାଯିବ। ଏହାପରେ କାର୍ୟ୍ୟପନ୍ଥା ନିର୍ଦ୍ଧାରଣ ହେବ ବୋଲି ବିଜେଡି ବିଧାୟକ ଡ. ଅରୁଣ ସାହୁ ସୂଚନା ଦେଇଛନ୍ତି। ପ୍ରଭାବୀ ଢଙ୍ଗରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଉଛି ଏବଂ ଆଗକୁ ଲଢ଼େଇ ଜାରି ରହିବ ବୋଲି ସେ କହିଛନ୍ତି।

Powered by Froala Editor

Tags Assembly

Related articles Odisha News Lens 4.1

  • ଇନ୍‌ଫ୍ଲୁଏନ୍ସରଙ୍କୁ ବିବାହ ପାଇଁ ଜିଦ୍‌, ପରିବାର ଓ ପଡ଼ୋଶୀଙ୍କ ମାଡ଼ରେ ଯୁବକଙ୍କ ...
    ଦେଶ-ଦେଶାନ୍ତର

    ଇନ୍‌ଫ୍ଲୁଏନ୍ସରଙ୍କୁ ବିବାହ ପାଇଁ ଜିଦ୍‌, ପରିବାର ଓ ପଡ଼ୋଶୀଙ୍କ ମାଡ଼ରେ ଯୁବକଙ୍କ ...

    14939
    Nov 21, 2026
  • ମାସକରେ କମିଲାଣି ୨୧ ହଜାର ସୁନା
    ବାଣିଜ୍ୟ

    ମାସକରେ କମିଲାଣି ୨୧ ହଜାର ସୁନା

    15597
    Nov 21, 2026
  • ଘରୋଇ କ୍ଷେତ୍ର କର୍ମଚାରୀଙ୍କ ଦରମା ବୃଦ୍ଧି ନେଇ ଶିଳ୍ପସଂସ୍ଥାଗୁଡ଼ିକୁ ପରାମର୍ଶ
    ଦେଶ-ଦେଶାନ୍ତର

    ଘରୋଇ କ୍ଷେତ୍ର କର୍ମଚାରୀଙ୍କ ଦରମା ବୃଦ୍ଧି ନେଇ ଶିଳ୍ପସଂସ୍ଥାଗୁଡ଼ିକୁ ପରାମର୍ଶ

    14896
    Nov 21, 2026
  • ଆଧାରକାର୍ଡକୁ ନେଇ ଆସିଲା ବଡ ଖବର, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଆଧାରକାର୍ଡକୁ ନେଇ ଆସିଲା ବଡ ଖବର, ଜାଣନ୍ତୁ କ’ଣ?

    15671
    Nov 21, 2026
  • FBIର କ୍ରାଇମ୍ ଡାଟାବେସ୍‌ରେ ସାଇବର ଆକ୍ରମଣ
    ଦେଶ-ଦେଶାନ୍ତର

    FBIର କ୍ରାଇମ୍ ଡାଟାବେସ୍‌ରେ ସାଇବର ଆକ୍ରମଣ

    14451
    Nov 21, 2026
  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ

    14901
    Nov 21, 2026
  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

    14058
    Nov 21, 2026
  • ଯୁଦ୍ଧ ଯୋଗୁ କ୍ଷତି ସହିଛି ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁ କ୍ଷତି ସହିଛି ଏୟାର ଇଣ୍ଡିଆ

    14916
    Nov 21, 2026
  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ
    ଦେଶ-ଦେଶାନ୍ତର

    ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ

    15486
    Nov 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁ କ୍ଷତି ସହିଛି ଏୟାର ଇଣ୍ଡିଆ

    14916
    Nov 21, 2026
  • ଦେଶ-ଦେଶାନ୍ତର

    ଇନ୍‌ଫ୍ଲୁଏନ୍ସରଙ୍କୁ ବିବାହ ପାଇଁ ଜିଦ୍‌, ପରିବାର ଓ ପଡ଼ୋଶୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ

    14939
    Nov 21, 2026
  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ

    14901
    Nov 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17300
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18003
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17958
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18372
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15434
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14837
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14461
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15806
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14585
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15686
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14052
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15734
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14357
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରୋଇ କ୍ଷେତ୍ର କର୍ମଚାରୀଙ୍କ ଦରମା ବୃଦ୍ଧି ନେଇ ଶିଳ୍ପସଂସ୍ଥାଗୁଡ଼ିକୁ ପରାମର୍ଶ

    14896
    Nov 21, 2026
  • ମାସକରେ କମିଲାଣି ୨୧ ହଜାର ସୁନା

    15597
    Nov 21, 2026
  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

    14058
    Nov 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In