Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ଡ଼ଃ ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମାଣ ହେବ ବାୟୋପିକ

ଡ଼ଃ ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମାଣ ହେବ ବାୟୋପିକ

2024-11-24 10:39:01
15707
Share:
Facebook
Twitter
E-Mail
WhatsApp
Telegram
ଡ଼ଃ ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମାଣ ହେବ ବାୟୋପିକ

ଭୁବନେଶ୍ବର: ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମାଣ ହେବ ବାୟୋପିକ । ମହତାବଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆଜି ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଏହି ଘୋଷଣା କରିଛନ୍ତି ମୋହନ ସରକାର । ସେହିପରି ମହତାବଙ୍କ ସ୍ମୃତିକୁ ସାଇତି ରଖିବା ପାଇଁ ଭଦ୍ରକର ଅଗରପଡ଼ାରେ ଏକ ସ୍ମୃତି ସଂଗ୍ରହାଳୟ ନିର୍ମାଣ ହେବ ।
ଭୁବନେଶ୍ବର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ତରଫରୁ ଆୟୋଜିତ ମହାନ ଜନନାୟକ 'ଉତ୍କଳ କେଶରୀ' ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ୟ୍ୟକ୍ରମରେ ଉଦଘାଟନ କରିଛନ୍ତି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ହରେକୃଷ୍ଣ ମହତାବଙ୍କ ଫଟୋ ପ୍ରଦର୍ଶନୀ ଗ୍ୟାଲେରୀ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣରେ କହିଛନ୍ତି ଯେ, ଡ଼ଃ ହରେକୃଷ୍ଣ ମହତାବ ଥିଲେ ଓଡ଼ିଶାର ସର୍ଦ୍ଦାର ବଲ୍ଲଭଭାଇ ପଟେଲ । ଆଧୁନକି ଓଡ଼ିଶା ନିର୍ମାଣର ନିର୍ମାତା ଥିଲେ ମହତାବ । ତାଙ୍କ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ । ଆଗକୁ ଏକ ବର୍ଷ ପ୍ରତି ଜିଲ୍ଲାରେ ମହତାବଙ୍କ ଜନ୍ମ ଜୟନ୍ତୀ କାର୍ୟ୍ୟକ୍ରମ ଆୟୋଜିତ ହେବ । ମହତାବ ହେଉଛନ୍ତି ଦେଶର ବରପୁତ୍ର । ତାଙ୍କର ଦେଶ ସେବାରେ ପ୍ରଥମ ସୁଯୋଗ ଥିଲା ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେବା । ବୃହତ ଓଡ଼ିଶା ଗଠନରେ ତାଙ୍କର ପ୍ରମୁଖ ଭୂମିକା ଥିଲା । ସେ ଥିଲେ ଓଡ଼ିଶାର ସର୍ଦ୍ଦାର ପଟେଲ । ଆଧୁନିକ ଓଡ଼ିଶାର ନିର୍ମାତାଙ୍କୁ ଲୁଚେଇକି ରଖି ତାଙ୍କୁ ଅବହେଳା କରାଯାଇଥିଲା । ଏପରିକି ରାଜ୍ୟସ୍ତରୀୟ ତାଙ୍କ ଜନ୍ମ ଜୟନ୍ତୀ ପାଳନ ବନ୍ଦ କରି ଦେଇଥିଲେ ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ମହତାବ ନିଜେ ଏକ ଅନୁଷ୍ଠାନ ଥିଲେ । ଆଜି ଯେଉଁଠି ଆଙ୍ଗୁଳି ଦେଖାଇବା ତାହା ତାଙ୍କୁ ଅବଦାନ ଥିଲା । ରାଉରକେଲା ଷ୍ଟିଲ ପ୍ଲାଣ୍ଟ ହୀରାକୁଦ ନଦୀ ବନ୍ଧ, ଆକାଶବାଣୀ କଟକ, ନନ୍ଦନ କାନନଙ୍କ ଭଳି ଅନେକ ତାର ବଡ ଉଦାହରଣ । ମହତାବ ବାବଦରେ ଅନେକ କଥା ଲୁଚେଇ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ଜନ୍ମ ଜୟନ୍ତୀରେ ଯୋଗ ଦେବା ମୋ ପାଇଁ ସୌଭାଗ୍ୟ । ବରପୁତ୍ରମାନଙ୍କୁ ସମ୍ମାନ ଦେବା ପାଇଁ ବିଜେପି ସରକାର ତତ୍ପର । ବିଗତ ଅନେକ ବର୍ଷ ଧରି ଓଡ଼ିଶା କେବଳ ଗୋଟିଏ ପରିବାରର ଅବଦାନ ବୋଲି କୁହାଯାଉଥିଲା । ଓଡ଼ିଶାର ସାଢେ ଚାରି କୋଟି ଓଡ଼ିଆ ଜାଣିବା ଦରକାର ମହତାବ ଅବଦାନ ନିରପେକ୍ଷ ଭାବେ ସମସ୍ତଙ୍କ ଆଗକୁ ଆସିବ ।

Powered by Froala Editor

Tags Dr harekrusha mmohotav

Related articles Odisha News Lens 4.1

  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15507
    Aug 17, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15050
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15052
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15011
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14765
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14425
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15005
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14304
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13601
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14765
    Aug 16, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15507
    Aug 17, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13601
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15507
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13601
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14830
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14604
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14441
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14243
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15011
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14765
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15052
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In