Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

ରାଜ୍ୟ
Home ›› ରାଜ୍ୟ ››ସର୍ବଦଳୀୟ ବୈଠକ ଆରମ୍ଭ

ସର୍ବଦଳୀୟ ବୈଠକ ଆରମ୍ଭ

2024-11-25 06:52:22
15551
Share:
Facebook
Twitter
E-Mail
WhatsApp
Telegram
ସର୍ବଦଳୀୟ ବୈଠକ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୨୬ ଅର୍ଥାତ୍ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଉଛି। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୂଖ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ୟ୍ୟନ୍ତ ଚାଲିବ। ସରକାର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ୟ୍ୟ ଦିବସ ରହିଛି। ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଅଡୁଆରେ ପକାଇବା ସମ୍ଭାବନା ରହିଛି। ବିରୋଧୀଙ୍କୁ ଶାସକ ଦଳ କିପରି ମୁକାବିଲା କରୁଛି, ତାହା ଅଧିବେଶନ ଅବଧି ସମୟରେ ସ୍ପଷ୍ଟ ହେବ।

ସେହିପରି ଅପରାହ୍ଣ ୫ଟାରେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସରକାରଙ୍କୁ କିଭଳି ବିଭିନ୍ନ ପ୍ରସଙ୍ଗରେ ଘେରାଯିବ, ସେ ନେଇ ଦଳ ରଣନୀତି ପ୍ରସ୍ତୁତ କରିବ । ବିଶେଷ କରି ଆମ୍ୱଟାକୁଆ ଜାଉ ଖାଇ ମୃତ୍ୟୁ, ରାୟଗଡ଼ା ଓ ଖପ୍ରାଖୋଲରେ ଶିଶୁ ବିକ୍ରି, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରଦାମ ବୃଦ୍ଧି, ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା, ବାତ୍ୟା ସମୟରେ ପରିଚାଳନାରେ ତ୍ରୁଟି ପ୍ରମୁଖ ପ୍ରସଙ୍ଗ ଗୃହରେ ଉଠିବ ବୋଲି ସୂଚନା ମିଳିଛି। 

ସନ୍ଧ୍ୟାରେ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଉପନେତା ଅଶୋକ କୁମାର ଦାସ, ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମେତ ସମସ୍ତ ବିଧାୟକ ଯୋଗ ଦେବେ। 

Powered by Froala Editor

Tags Assembly

Related articles Odisha News Lens 4.1

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ
    ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14845
    Jun 14, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13836
    Jun 12, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13873
    Jun 14, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14258
    Jun 12, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14243
    Jun 13, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15437
    Jun 13, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14224
    Jun 12, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14970
    Jun 13, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14006
    Jun 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14845
    Jun 14, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14258
    Jun 12, 2026
  • ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14970
    Jun 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16925
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17543
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17591
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17983
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14970
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13577
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15451
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14244
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14135
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15466
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15212
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15695
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14038
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ହୋଇଛି: ଶୁଭେନ୍ଦୁ ଅଧିକାରୀ

    15437
    Jun 13, 2026
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14845
    Jun 14, 2026
  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14006
    Jun 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In