Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ବିଶେଷ
Home ›› ବିଶେଷ ›› ଏମିତି ମୁଣ୍ଡ କୁଣ୍ଡାଇଲେ ଝଡ଼ିବ ନାହିଁ କେଶ

ଏମିତି ମୁଣ୍ଡ କୁଣ୍ଡାଇଲେ ଝଡ଼ିବ ନାହିଁ କେଶ

2024-11-30 00:51:11
15710
Share:
Facebook
Twitter
E-Mail
WhatsApp
Telegram
 ଏମିତି ମୁଣ୍ଡ କୁଣ୍ଡାଇଲେ ଝଡ଼ିବ ନାହିଁ କେଶ

କେଶ କୁଣ୍ଡାଇବା ସମୟରେ ଆମେ କେତୋଟି ଛୋଟମୋଟ ଭୁଲ୍‌ କରିଥାଉ,ଯାହା ଆମ କେଶ ଝଡ଼ିବାରେ ସମସ୍ୟା ହୋଇଥାଏ। ଆସନ୍ତୁ, ଜାଣିବା ଠିକ୍‌ ଉପାୟରେ କିପରି ମୁଣ୍ଡ କୁଣ୍ଡାଇଲେ କେଶ ଝଡ଼ିବ ନାହିଁ।
ଅପରିଷ୍କାର ପାନିଆରେ ମୁଣ୍ଡ କୁଣ୍ଡାନ୍ତୁନାହିଁ: ଅପରିଷ୍କାର ପାନିଆରେ ବ୍ୟାକ୍ଟେରିଆ ଥାନ୍ତି। ଯେତେବେଳେ ଏହି ଅପରିଷ୍କାର ପାନିଆ ବ୍ୟବହାର କରାଯାଏ ତେବେ ଏଥିରେ ଥିବା ବ୍ୟାକ୍ଟେରିଆ ସ୍କାଲ୍ପରେ ସଂକ୍ରମଣ ସୃଷ୍ଟି କରନ୍ତି। ଫଳରେ କେଶ ନିସ୍ତେଜ ହେବା ସହ ଝଡ଼ିବାକୁ ଲାଗିଥାଏ।
ଓଦା କେଶକୁ କୁଣ୍ଡାନ୍ତୁ ନାହିଁ: ଓଦା କେଶ ବହୁ ଦୁର୍ବଳ ହୋଇଥାଏ। ଏହି ସମୟରେ କେଶକୁ ଜମାବି କୁଣ୍ଡାନ୍ତୁ ନାହିଁ। ଯଦି କେଶ ଓଦା ଥିବା ସମୟରେ ଏହାକୁ ସଜାଡ଼ିବାକୁ କୁଣ୍ଡାନ୍ତି ତେବେ ଏହା ଶୀଘ୍ର ଝଡ଼ିବା ଆରମ୍ଭ କରିଥାଏ। ଏଥିପାଇଁ କେଶ ଶୁଖିଲା ପରେ ମୁଣ୍ଡ କୁଣ୍ଡାନ୍ତୁ।
କେଶକୁ ଟାଣିବାରୁ ଦୂରେଇ ରୁହନ୍ତୁ: ଅଡୁଆତଡୁଆ ହୋଇଥିବା କେଶକୁ ଜବରଦସ୍ତି ଟାଣିବା ଦ୍ୱାରା ମୂଳ ଦୁର୍ବଳ ହୋଇଯାଏ। ଏଥିପାଇଁ ଧୀରେ ଧୀରେ କେଶକୁ ସଜାଡ଼ିବାକୁ ଚେଷ୍ଟାକରନ୍ତୁ।
କେଶ ମୂଳରୁ କୁଣ୍ଡାନ୍ତୁ ନାହିଁ: କେଶକୁ କୁଣ୍ଡାଇବା ସମୟରେ ସ୍କାଲ୍ଫରୁ ଆରମ୍ଭକରି କେଶକୁ ଟାଣିବା କେଶ ପାଇଁ କ୍ଷତିକାରକ। ଏହା କେଶ ମୂଳକୁ ଦୁର୍ବଳ କରିବା ସହ ହେୟାରଫଲ୍‌ ହୋଇଥାଏ। ଧୀରେ ଧୀରେ କେଶ କୁଣ୍ଡାନ୍ତୁ।
ପାନିଆ ଚୟନ
କେଶ ପାଇଁ ଭଲ ପାନିଆ ଚୟନ କରନ୍ତୁ। କେବେହେଲେ ଦାନ୍ତ ଭାଙ୍ଗିଯାଇଥିବା ପାନିଆ ବ୍ୟବହାର କରନ୍ତୁ ନାହିଁ। ଏପରି ପାନିଆ କେଶକୁ କ୍ଷତି ପହଞ୍ଚାଇପାରନ୍ତି। ସବୁବେଳେ ସଫ୍ଟ ଦାନ୍ତ ଥିବା ପାନିଆ କିମ୍ବା ଚଉଡ଼ା ଦାନ୍ତ ଥିବା ପାନିଆ ବ୍ୟବହାର କରନ୍ତୁ।
ବାରମ୍ବାର ମୁଣ୍ଡ କୁଣ୍ଡାଇବାଠାରୁ ଦୂରେଇ ରୁହନ୍ତୁ। ଦିନରେ ବାରମ୍ବାର ମୁଣ୍ଡ କୁଣ୍ଡାଇବା ଦ୍ୱାରା ସ୍କାଲ୍ଫରେ ପ୍ରେସର ପଡ଼ିଥାଏ ଏବଂ କେଶ ଦୁର୍ବଳ ହେବାକୁ ଲାଗେ। ଦିନରେ କେବଳ ୧-୨ଥର ହାଲୁକା ହାତରେ ମୁଣ୍ଡ କୁଣ୍ଡାଇବା ଯଥେଷ୍ଟ।

Powered by Froala Editor

Tags Hair care

Related articles Odisha News Lens 4.1

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14468
    Oct 01, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14055
    Sep 30, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14198
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14309
    Oct 01, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15338
    Oct 01, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14794
    Oct 03, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14484
    Oct 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15338
    Oct 01, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16759
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16861
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17218
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15673
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15579
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14675
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15105
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14249
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14047
    Sep 16, 2025
  • ଶସ୍ତା ହେଲା ସୁନା

    14376
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14948
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    16022
    Sep 30, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14055
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In