Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ଆଜି ଉତ୍ତର ପ୍ରଦେଶରୁ ଆସିବ ୩୦୦ ଟ୍ରକ ଆଳୁ

ଆଜି ଉତ୍ତର ପ୍ରଦେଶରୁ ଆସିବ ୩୦୦ ଟ୍ରକ ଆଳୁ

2024-12-02 05:17:28
15379
Share:
Facebook
Twitter
E-Mail
WhatsApp
Telegram
ଆଜି ଉତ୍ତର ପ୍ରଦେଶରୁ ଆସିବ ୩୦୦ ଟ୍ରକ ଆଳୁ

ଭୁବନେଶ୍ୱର : ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମନମାନି ଯୋଗୁଁ ଓଡ଼ିଶାରେ ବାରମ୍ବାର ଆଳୁ ସଙ୍କଟ ଦେଖାଦେଉଛି। ୫ ମାସ ପରେ ପୁଣି ଥରେ ରାଜ୍ୟରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସଙ୍କଟ ଟାଳିବାକୁ ମୋହନଙ୍କ ସରକାର ପ୍ଲାନ୍‌-ଖ ଜରିଆରେ ଉତ୍ତରପ୍ରଦେଶରୁ ଆଳୁ ଆଣୁଛନ୍ତି। କାରଣ ୨ଦିନ ମଧ୍ୟରେ ଆଳୁ କିଲୋ ୧୦ରୁ ୧୫ଟଙ୍କା ବୃଦ୍ଧି ପାଇ ରବିବାର ଖୋଲା ବଜାରରେ ୪୦ରୁ ୪୫ ଟଙ୍କାରେ ପହଞ୍ଚିଲାଣି। ବଜାରରେ ପର୍ଯ୍ୟାପ୍ତ ଆଳୁ ଉପଲବ୍ଧ ନହେଲେ ଆଳୁ ଦର ଆହୁରି ବଢିବା ସମ୍ଭାବନା ରହିଛି। ପଶ୍ଚିମବଙ୍ଗରୁ ଆଳୁ ଟ୍ରକ୍‌ ଆସିବା ଏକ ପ୍ରକାର ବନ୍ଦ ରହିଥିବାବେଳେ ରାଜ୍ୟ ସରକାର ଉତ୍ତରପ୍ରଦେଶରୁ ଆଳୁ ଆମଦାନୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଆଜି ସୁଦ୍ଧା ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ ଆଳୁ ଗାଡି ଆସି ରାଜ୍ୟରେ ପହଞ୍ଚିବ। ଉତ୍ତରପ୍ରଦେଶ ସହ ପଞ୍ଜାବରୁ ମଧ୍ୟ ଆଳୁ ଆମଦାନୀ କରାଯିବ। ପଶ୍ଚିମବଙ୍ଗ ଠାରୁ ଆଉ ଏଣିକି ଆଳୁ ଆମଦାନୀ କରାଯିବନି। ବାରମ୍ବାର ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ରତ୍ପାନୀ କରିବାରେ ମନମାନି କରୁଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ଯୋଗୁଁ ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଉଛି। ଆସନ୍ତାବର୍ଷରୁ ଏହାର ସ୍ଥାନୀୟ ସମାଧାନ ପାଇଁ ସରକାର ପ୍ରୟାସ କରୁଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗଣମାଧ୍ୟମକୁ କହିଛନ୍ତି।
ରାଜ୍ୟରେ ସମ୍ଭାବ୍ୟ ଆଳୁ ସଙ୍କଟକୁ ମନ୍ତ୍ରୀ ଶ୍ରୀ ପାତ୍ର ଅସ୍ବୀକାର କରିଛନ୍ତି। ଉତ୍ତରପ୍ରଦେଶରୁ ପର୍ଯ୍ୟାପ୍ତ ଆଳୁ ଓଡ଼ିଶାକୁ ଆସୁଛି। ଏଥିସହିତ ନାଫେଡ ଅଧିକାରୀଙ୍କ ସହିତ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇଛି। ଖାଉଟିମାନେ ଯେପରି ସୁଲଭ ମୂଲ୍ୟରେ ଆଳୁ ପାଇବେ, ସେଥିପାଇଁ ବ୍ୟବସାୟୀ ସଂଘକୁ କୁହାଯାଇଛି। ଅପରପକ୍ଷରେ କଟକର ଛତ୍ରବଜାର, ଭୁବନେଶ୍ୱରର ୧ନମ୍ବର ହାଟ ଓ ଆଇଗଣିଆ କୁବେରପୁରୀ ଆଳୁ ଗୋଦାମରେ ପର୍ଯ୍ୟାପ୍ତ ଆଳୁ ମହଜୁଦ ନାହିଁ। କଟକ-ଭୁବନେଶ୍ବରରେ ଆଳୁ କିଲୋ ଦିନକରେ ୧୦ରୁ ୨୦ଟଙ୍କା ବଢ଼ିଗଲାଣି। ଖୁଚୁରା ବଜାରରେ ଆଳୁ କିଲୋ ୪୦ରୁ ୪୫ଟଙ୍କା ରହିଛି। ଆଗାମୀ ଦିନରେ ରାଜ୍ୟକୁ ପର୍ଯ୍ୟାପ୍ତ ଆଳୁ ନ ଆସିଲେ ଏହି ଦର ଆହୁରି ବଢିବାର ସମ୍ଭାବନା ରହିଥିବା ବ୍ୟବସାୟୀ ସଂଘ କର୍ମକର୍ତ୍ତା କହିଛନ୍ତି। ସାଧାରଣତଃ ଆଳୁ ପାଇଁ ଓଡ଼ିଶା ପଡୋଶୀ ପଶ୍ଚିମବଙ୍ଗ ଉପରେ ନିର୍ଭର କରିଆସୁଛି। ବର୍ଷ ତମାମ ପଶ୍ଚିମବଙ୍ଗ ହିଁ ଓଡ଼ିଶାକୁ ଆଳୁ ଯୋଗାଇ ଥାଏ। ଚଳିତବର୍ଷ ପଶ୍ଚିମବଙ୍ଗରେ ବିଳମ୍ବିତ ଉତ୍ପାଦନ ସହ ଚାଷୀଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟକୁ ପର୍ଯ୍ୟାପ୍ତ ଆଳୁ ଟ୍ରକ ଆସିପାରି ନ ଥିଲା। ପଶ୍ଚିମବଙ୍ଗ ସରକାର ମଧ୍ୟ ଓଡ଼ିଶାକୁ ଆଳୁ ରତ୍ପାନୀ ଉପରେ କଟକଣା ଲଗାଇଥିଲେ। ଆଳୁ ଆଣି ଆସୁଥିବା ୨୫୦ରୁ ଅଧିକ ଟ୍ରକକୁ ସେଠାକାର ପୁଲିସ ଓଡ଼ିଶାକୁ ଛାଡି ନ ଥିଲା। ରାଜ୍ୟରେ ଖାଉଟିଙ୍କ ଆଳୁ ଚାହିଦା ମେଣ୍ଟାଇବା ପାଇଁ ସରକାର ଉତ୍ତରପ୍ରଦେଶରୁ ଆଳୁ ଆମଦାନୀ କରୁଛନ୍ତି। ଗତ ଏକ ସପ୍ତାହରେ ପଶ୍ଚିମବଙ୍ଗରୁ ମାତ୍ର ଅଳ୍ପ କେତୋଟି ଆଳୁ ଟ୍ରକ ଛତ୍ରବଜାର ଆସିଛି। ଉତ୍ତରପ୍ରଦେଶରୁ ଆସୁଥିବା ଆଳୁ ଅଧିକ ଦିନ ରହୁନି। ଅଧିକ କ୍ଷତି ହେଉଥିବାରୁ ବହୁ ବ୍ୟବସାୟୀ ୟୁପି ଆଳୁ ବିକ୍ରି କରିବାକୁ ରାଜି ହେଉନାହାନ୍ତି। ଖାଉଟି ଯେପରି ସୁଲଭ ମୂଲ୍ୟରେ ଆଳୁ ପାଇବେ, ‌ସେ ଦିଗରେ ବ୍ୟବସାୟୀମାନେ ଦୃଷ୍ଟି ଦେବାକୁ ମନ୍ତ୍ରୀ ଶ୍ରୀ ପାତ୍ର ପରାମର୍ଶ ଦେଇଛନ୍ତି। ନାଫେଡ ଅଧିକାରୀଙ୍କୁ ବିଭିନ୍ନ ରାଜ୍ୟରେ ଆଳୁ ମୂଲ୍ୟ ଅନୁଧ୍ୟାନ କରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଯୋଗାଣ ଅଧିକାରୀ ଦଳ ମଧ୍ୟ ବିଭିନ୍ନ ସ୍ଥାନରେ ଆଳୁ ଯେଭଳି ଚଢା ମୂଲ୍ୟରେ କଳାବଜାରୀ ନହେବ ସେଥିପାଇଁ ଚଢଉ ଜାରି ରଖିଥିବା ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆଳୁ ରତ୍ପାନୀ ଉପରେ କଟକଣା ଲଗାଇଛନ୍ତି। ଏହା ପ୍ରତିବାଦରେ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ ସଂଘ ଆନ୍ଦୋଳନ ଡାକରା ଦେଇଛି। ବ୍ୟବସାୟୀ ସଂଘର ଆନ୍ଦୋଳନ ଯୋଗୁଁ ମମତା ସରକାର ଅଡୁଆରେ ପଡିଛନ୍ତି। ଜୁଲାଇରେ ମଧ୍ୟ ଅନୁରୂପ ଭାବେ ମମତା ସରକାର ଓଡ଼ିଶାକୁ ଆଳୁ ରତ୍ପାନୀ ବନ୍ଦର ପ୍ରତିବାଦ କରି ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିଲେ। ବ୍ୟବସାୟୀ ସଂଘ ଆନ୍ଦୋଳନ ଯୋଗୁଁ ମମତା ସରକାର ଶେଷରେ ମୁଣ୍ଡ ନୁଆଁଇ ଓଡ଼ିଶାକୁ ଆଳୁ ରତ୍ପାନୀ ସ୍ବାଭାବିକ କରିଥିଲେ।

Powered by Froala Editor

Tags Patato

Related articles Odisha News Lens 4.1

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14061
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15359
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14490
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15794
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15119
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13741
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14164
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15317
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15119
    Oct 14, 2026
  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14061
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14604
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14710
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15713
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14388
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16122
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13877
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15041
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14164
    Oct 15, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15317
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In