Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଏ କେଉଁଠି ଆଗରେ ଜାଣନ୍ତୁ

  • ଆଜି କୋଲକାତାରେ ବିଜୟ ସେଲିବ୍ରେସନ ...

  • ବିଜୟ ଥାଲାପତିଙ୍କ ଘର ବାହାରେ ...

  • ୯୮ଟି ଆସନରେ ଆଗୁଆ କଂଗ୍ରେସ

  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ...

  • ଥିଏଟରକୁ ଆସିପାରେ ‘ସନା’

  • ଦୋଳି ଫାଶରେ ଚାଲିଗଲା ଜୀବନ

  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ...

  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

  • ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଆଜିଓ ନେଇଆସିଛି ଭାରତର ହଟେଷ୍ଟ ଫେସନ ସେଲ୍‌: ଆଜିଓ ବିଗ୍ ବୋଲ୍ଡ ସେଲ୍‌

ଆଜିଓ ନେଇଆସିଛି ଭାରତର ହଟେଷ୍ଟ ଫେସନ ସେଲ୍‌: ଆଜିଓ ବିଗ୍ ବୋଲ୍ଡ ସେଲ୍‌

2021-07-01 11:16:42
28786
Share:
Facebook
Twitter
E-Mail
WhatsApp
Telegram
ଆଜିଓ ନେଇଆସିଛି ଭାରତର ହଟେଷ୍ଟ ଫେସନ ସେଲ୍‌: ଆଜିଓ ବିଗ୍ ବୋଲ୍ଡ ସେଲ୍‌

ମୁମ୍ବାଇ / ଭୁବନେଶ୍ୱର : ଆଜିଓ (AJIO), ଯାହାକି ଭାରତର ଅଗ୍ରଣୀ ଅନଲାଇନ୍ ଫେସନ ଇ-ରିଟେଲର ଏବଂ ନୂତନ ଟ୍ରେଣ୍ଡ୍‌, ସଦ୍ୟତମ ଷ୍ଟାଇଲ୍ ଓ ହାଇ-ଅନ୍ ଫେସନ ପାଇଁ ବେଶ୍ ଲୋକପ୍ରିୟ, ଏବେ ନେଇଆସିଛି ବିଗ୍ ବୋଲ୍ଡ ସେଲ୍‌, ଯାହା ୧ ରୁ ୫ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ଜାରି ରହିବ ଏବଂ ଅନ୍‌ଲାଇନ୍ ସପିଙ୍ଗ୍ ପାଇଁ ଏକ ଉତ୍କୃଷ୍ଟ ସୁଯୋଗ ପ୍ରଦାନ କରିବ ।  

ଆଜିଓ ବିଗ୍ ବୋଲ୍ଡ ସେଲ୍ ହେଉଛି ଏପର୍ଯ୍ୟନ୍ତ ଫେସନର ସବୁଠାରୁ ବୃହତ୍ ଓ ଆକର୍ଷଣୀୟ ସେଲ୍ ଯେଉଁଥିରେ ୬,୦୦,୦୦୦ ରୁ ଅଧିକ ଷ୍ଟାଇଲ୍ ଓ ୨୫୦୦ରୁ ଅଧିକ ବ୍ରାଣ୍ଡ୍ ରହିଥିବା ବିଶାଳ କ୍ୟଟ୍‌ଲଗ୍ ସହିତ ୫୦% ରୁ ୯୦% ପର୍ଯ୍ୟନ୍ତ ରିହାତି ଉପଲବ୍ଧ ହେଉଛି ।  

ଏହି ଆକର୍ଷଣୀୟ ସେଲରେ ଅନେକ ଗୁଡ଼ିଏ ଅତୁଳନୀୟ ଅଫର ପ୍ରଦାନ କରାଯାଉଛି । ସ୍ୱଳ୍ପ ମୂଲ୍ୟ, ସ୍ୱତନ୍ତ୍ର ଘଣ୍ଟିକିଆ ଡିଲ୍‌, ଉପହାର ଓ ପଏଂଟ ଅର୍ଜନ ସହିତ ସାରା ଦେଶର ଗ୍ରାହକମାନଙ୍କ ପାଇଁ ଏହି ଆଜିଓ ବିଗ୍ ବୋଲ୍ଡ ସେଲ୍‌ରେ ବିଶ୍ୱର ଲୋକପ୍ରିୟ ବ୍ରାଣ୍ଡ୍ ଯଥା ନାଇକ୍‌, ପ୍ୟୁମା, ଆଦିଦାସ୍‌, ଲିଭାଇସ୍‌, ୟୁନାଇଟେଡ୍ କଲର୍ସ ଅଫ୍ ବେନେଟନ୍ ଏବଂ ଆହୁରି ଅନେକ ବ୍ରାଣ୍ଡ୍ ଆକର୍ଷଣୀୟ ଅଫର ସହିତ ଉପଲବ୍ଧ ରହିଛି ।

ଏହି ବିଶାଳ ଉତ୍ସବରେ ପ୍ରସିଦ୍ଧ ଫାସନିଷ୍ଟା ଅଭିନେତ୍ରୀ ସୋନମ୍ କପୁର ଓ ଲୋକପ୍ରିୟ ତାରକା ଗୁରୁ ରନ୍ଧାୱା, ଶ୍ରୁତି ହସନ୍‌, କାଜଲ ଅଗ୍ରୱାଲ୍ ଓ ମୌନି ରଏ ଆଦି ଫେସନ୍ କୁ ଆହୁରି ଆକର୍ଷଣୀୟ କରୁଥିବା ଦେଖିବାକୁ ମିଳିବ ।  

ଏହି ସେଲ୍‌ରେ ସଭିଙ୍କ ପାଇଁ କିଛି ନା କିଛି ରହିଛି । ଆପଣ ନୂତନ ଷ୍ଟାଇଲକୁ କମ୍ ମୂଲ୍ୟରେ ପାଇପାରିବେ ଓ ଏଥିରେ ୫୦% ରୁ ୯୦% ପର୍ଯ୍ୟନ୍ତ ଛାଡ଼ ରହିଛି । ଏହା ସହିତ ଲୋକପ୍ରିୟ ବର୍ଗ ଯଥା ଟି-ସାର୍ଟ, ଜିନ୍ସ, କୁର୍ତା ଓ ସ୍ନିକରରେ ଅତୁଳନୀୟ ଡିଲ୍‌ର ସୁଯୋଗ ମଧ୍ୟ ରହିଛି । ଆକର୍ଷଣୀୟ ମୂଲ୍ୟ ବ୍ୟତୀତ, ଆଜିଓ ମଧ୍ୟ ଏହି ସେଲ୍ ଅବଧିରେ ଅନେକ ଗୁଡ଼ିଏ ଆନ୍ତର୍ଜାତିକ ବ୍ରାଣ୍ଡର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ଆଜିଓ ଦେଶର ଲୋକପ୍ରିୟ ଫେସନ୍ ପ୍ଲାଟଫର୍ମରେ ପରିଣତ ହୋଇଛି ଏବଂ ଏଥିରେ ପୁରୁଷ ଓ ମହିଳାମାନଙ୍କର ଅନେକ ଗୁଡ଼ିଏ ସ୍ୱତନ୍ତ୍ର ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀ କଲେକ୍ସନର ସମ୍ଭାର ରହିଛି ।

Powered by Froala Editor

Tags reliance jio , jio news , ajio

Related articles Odisha News Lens 4.1

  • ଥିଏଟରକୁ ଆସିପାରେ ‘ସନା’
    ମନୋରଞ୍ଜନ

    ଥିଏଟରକୁ ଆସିପାରେ ‘ସନା’

    14125
    May 04, 2026
  •  ୯୮ଟି ଆସନରେ ଆଗୁଆ କଂଗ୍ରେସ
    ଦେଶ-ଦେଶାନ୍ତର

    ୯୮ଟି ଆସନରେ ଆଗୁଆ କଂଗ୍ରେସ

    13695
    May 04, 2026
  • ବିଜୟ ଥାଲାପତିଙ୍କ ଘର ବାହାରେ ସେଲିବ୍ରେସନ୍
    ଦେଶ-ଦେଶାନ୍ତର

    ବିଜୟ ଥାଲାପତିଙ୍କ ଘର ବାହାରେ ସେଲିବ୍ରେସନ୍

    15191
    May 04, 2026
  • ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ଅଙ୍କ କଲା ପାର୍
    ଦେଶ-ଦେଶାନ୍ତର

    ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ଅଙ୍କ କଲା ପାର୍

    14759
    May 04, 2026
  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ
    ଦେଶ-ଦେଶାନ୍ତର

    ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ

    14414
    May 04, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ
    ଦେଶ-ଦେଶାନ୍ତର

    କିଏ କେଉଁଠି ଆଗରେ ଜାଣନ୍ତୁ

    14108
    May 04, 2026
  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ
    ଜିଲ୍ଲା ପରିକ୍ରମା

    ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ

    15448
    May 04, 2026
  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା
    ଦେଶ-ଦେଶାନ୍ତର

    ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

    14576
    May 04, 2026
  •  ଆଜି କୋଲକାତାରେ ବିଜୟ ସେଲିବ୍ରେସନ କରିବାକୁ ମନା
    ଦେଶ-ଦେଶାନ୍ତର

    ଆଜି କୋଲକାତାରେ ବିଜୟ ସେଲିବ୍ରେସନ କରିବାକୁ ମନା

    15137
    May 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୯୮ଟି ଆସନରେ ଆଗୁଆ କଂଗ୍ରେସ

    13695
    May 04, 2026
  • ଦେଶ-ଦେଶାନ୍ତର

    ଆଜି କୋଲକାତାରେ ବିଜୟ ସେଲିବ୍ରେସନ କରିବାକୁ ମନା

    15137
    May 04, 2026
  • ଜିଲ୍ଲା ପରିକ୍ରମା

    ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ

    15448
    May 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17455
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17506
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17861
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16335
    Apr 03, 2021

ବିଶେଷ

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14885
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13817
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14038
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14229
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16095
    Apr 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15374
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15109
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15605
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13918
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ

    14414
    May 04, 2026
  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

    14576
    May 04, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ

    14108
    May 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In