Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ...

ବିଶେଷ
Home ›› ବିଶେଷ ››ଲିଭର ପ୍ରତି ବିପଦ ସୃଷ୍ଟି କରେ ଆଚାର

ଲିଭର ପ୍ରତି ବିପଦ ସୃଷ୍ଟି କରେ ଆଚାର

2024-12-03 09:58:56
15389
Share:
Facebook
Twitter
E-Mail
WhatsApp
Telegram
ଲିଭର ପ୍ରତି ବିପଦ ସୃଷ୍ଟି କରେ ଆଚାର

ଖରା ଦିନ ଆସିବା ମାତ୍ରେ ଘରେ ମହିଳା ମାନେ ଆଚାର ତିଆରି ଆରମ୍ଭ କରି ଦିଅନ୍ତି। ପୁଅ ହୁଅନ୍ତୁ କି ଝିଅ, ସମସ୍ତେ ଆଚାର ଟାକରା ଫୁଟାଇ ଖାଆନ୍ତି। ଆପଣ ବି ଖାଇଥିବେ। କିନ୍ତୁ ଆପଣ ଜାଣିଛନ୍ତି କି ଅଧିକ ଆଚାର ଖାଇବା ଦ୍ୱାରା ଶରୀର ଅସୁସ୍ଥ ହୋଇପାରେ? ଅଧିକ ପରିମାଣର ଆଚାର ଖାଇଲେ ଶରୀର ଉପରେ ତା’ର ଅନେକ କୁପ୍ରଭାବ ପଡ଼ିଥାଏ। ତା’ହେଲେ ଆସନ୍ତୁ ଜାଣିବା ଆଚାର ଖାଇଲେ ଶରୀର କେମିତି କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥାଏ।
ଆଚାରରେ ଅଧିକ ମାତ୍ରାରେ ଲୁଣ ପଡ଼େ। ଏହାକୁ ଅଧିକ ଦିନ ଧରି ସଂରକ୍ଷିତ କରି ରଖିବା ପାଇଁ ଏଥିରେ ଟିକେ ଅଧିକ ଲୁଣ ପକାଯାଏ। ଆମେ ସମସ୍ତେ ଜାଣନ୍ତି ଲୁଣ ଶରୀରକୁ କ୍ଷତି ପହଞ୍ଚାଏ। ଏହା ହାଇପରଟେନସନ୍‌ ଓ ହୃଦ୍‌ରୋଗ ସମ୍ୱନ୍ଧୀୟ ସମସ୍ୟା ସୃଷ୍ଟି କରିପାରେ।
ଗବେଷଣାରୁ ଜଣାପଡିଛି ଅଧିକ ଆଚାର ଖାଇବା ଯୋଗୁ ଗ୍ୟାଷ୍ଟ୍ରିକ ଓ କ୍ୟାନସର ପରି ବିପଦ ରହିଥାଏ। ଅବଶ୍ୟ ଏହି କଥାର କୌଣସି ଯଥାର୍ଥ ପ୍ରମାଣ ମିଳିନି।
ଆଚାରରେ ତେଲର ବ୍ୟବହାର ଅଧିକ ହୋଇଥାଏ। ତେଲ ହିଁ ଆଚାରକୁ ଆର୍ଦ୍ରତାରୁ ରକ୍ଷା କରେ। କିନ୍ତୁ ଆଚାରରେ ତେଲ ଅଧିକ ପରିମାଣରେ ଥିବାରୁ ଏହାକୁ ଖାଇଲେ ଶରୀରରେ କୋଲେଷ୍ଟ୍ରଲ ବଢିବାର ଆଶଙ୍କା ରହିଥାଏ। ଏହା ହୃଦ ସମସ୍ୟା ବଢାଇବା ସହ ଲିଭର ପ୍ରତି ବିପଦ ସୃଷ୍ଟି କରେ।

Powered by Froala Editor

Tags Pickle

Related articles Odisha News Lens 4.1

  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13632
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14256
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13660
    Jun 03, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15449
    Jun 04, 2025
  • ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ
    ଦେଶ-ଦେଶାନ୍ତର

    ବିଜୟ ଉତ୍ସବ ପାଳନ ବେଳେ ଦଳାଚକଟା: ୧୧ ମୃତ, ୧୫୦ ଆହତ

    13702
    Jun 04, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15115
    Jun 03, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14218
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13514
    Jun 03, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13449
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13660
    Jun 03, 2025
  • ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13467
    Jun 04, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14256
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16933
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13632
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13467
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13514
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15115
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15270
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15449
    Jun 04, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14218
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14256
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In