Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

Home ›› ››ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହଙ୍କୁ ଗୁଳିମାଡ଼

ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହଙ୍କୁ ଗୁଳିମାଡ଼

2024-12-04 10:09:42
15499
Share:
Facebook
Twitter
E-Mail
WhatsApp
Telegram
ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ: ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ସ୍ୱର୍ଣ୍ଣ ମନ୍ଦିର ଫାଟକ ନିକଟରେ ଆଜି ସକାଳେ ଘଟିଛି ଏହି ଘଟଣା। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। 

ଗୁଳି ମାରିଥିବା ବ୍ୟକ୍ତି ଧରାପଡ଼ିଛନ୍ତି। ତାଙ୍କ ନାଁ ନାରାୟଣ ସିଂହ ଚୋରହା। ସେ ବାବର ଖାଲସା ଇଣ୍ଟରନ୍ୟାସନାଲର ଜଣେ ପୂର୍ବତନ ଆତଙ୍କବାଦୀ ବୋଲି ଜଣାପଡ଼ିଛି। ସେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରକୁ ଲକ୍ଷ୍ୟ କରି ଗୁଳି ଚଳାଇବା ପରେ ସେଠାରେ ଉପସ୍ଥିତ ସ୍ୱର୍ଣ୍ଣ ମନ୍ଦିର କର୍ମଚାରୀ ଓ ଶ୍ରଦ୍ଧାଳୁମାନେ ତାଙ୍କୁ କାବୁ କରିଥିଲେ ଓ ସେ ଧରିଥିବା ପିସ୍ତଲ ଛଡ଼ାଇ ନେଇଥିଲେ। ଏହା ପରେ ତାଙ୍କୁ ପୁଲିସକୁ ହସ୍ତାନ୍ତର କରାଯାଇଛି। ପୁଲିସ ତାଙ୍କୁ ଗିରଫ କରିଛି। 

Powered by Froala Editor

Tags Gun shoot

Related articles Odisha News Lens 4.1

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15422
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13876
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15439
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13624
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14082
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15541
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15303
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15193
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13752
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13876
    May 07, 2026
  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15303
    May 07, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15557
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16342
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13876
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15048
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15108
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13899
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14125
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15541
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13624
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15193
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In