Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››‘ପୁଷ୍ପା ୨’ ପ୍ରିମିୟର ଶୋ’ରେ ଅଘଟଣ; ଦଳାଚକଟାରେ ମହିଳା ମୃତ

‘ପୁଷ୍ପା ୨’ ପ୍ରିମିୟର ଶୋ’ରେ ଅଘଟଣ; ଦଳାଚକଟାରେ ମହିଳା ମୃତ

2024-12-05 13:55:50
15676
Share:
Facebook
Twitter
E-Mail
WhatsApp
Telegram
‘ପୁଷ୍ପା ୨’ ପ୍ରିମିୟର ଶୋ’ରେ ଅଘଟଣ; ଦଳାଚକଟାରେ ମହିଳା ମୃତ

ଅଲ୍ଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା ୨’  ରିଲିଜ ବେଳେ ବଡ ଅଘଟଣ ଘଟିଛି । ଦଳାଚକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି ।

ହାଇଦ୍ରାବାଦ୍‌ରେ ପୁଷ୍ପା-୨ ପ୍ରିମିୟର୍ ଶୋ’ ହୋଇଥିଲା। ଏଥିରେ ପୁଷ୍ପା ଅର୍ଥାତ ଅଲ୍ଳୁ ଅର୍ଜୁନ୍ ଓ ରଶ୍ମିକା ମନ୍ଦନା ସାମିଲ ହୋଇଥିଲେ। ତାଙ୍କୁ ଦେଖିବାକୁ ଏଠାରେ ବହୁ ସଂଖ୍ୟାର ପ୍ରଶଂସକ ଭିଡ଼ ଜମିଥିଲା। ଫିଲ୍ମକୁ ନେଇ ଲୋକଙ୍କ ମଧ୍ୟରେ ପୁର୍ବରୁ ବହୁତ ଉତ୍ସାହ ଥିବା ବେଳେ ପ୍ରିମିୟର ଶୋ ଦେଖିବା ପାଇଁ ହଲ୍ ସାମ୍ନାରେ ରାତି ଅଧରୁ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଏହାସହ ଅଲ୍ଲୁ ଅର୍ଜୁନଙ୍କ ଆସିବା ଖବର ଭିଡକୁ ଆହୁରି ଦୁଇ ଗୁଣିତ କରିଥିଲା। ଅଭିନେତାଙ୍କ ଗୋଟିଏ ଝଲକ ପାଇବା ପାଇଁ ଲୋକଙ୍କ ମଧ୍ୟରେ ଦଳାଚକଟା ପରିସ୍ଥିତି ଉପୁଜିଥିଲା। 

ଦଳାଚକଟାରେ ଅନେକ ଲୋକ ଆହତ ହୋଇଥିବା ବେଳେ ଜଣେ ୩୯ ବର୍ଷୀୟ ମହିଳା ତାଙ୍କ ପୁଅ ସହ ତଳେ ପଡିଯାଇଥିଲେ । ଗୁରୁତର ଅବସ୍ଥାରେ ଉଭୟେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତରଖାନାରେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ହାଇଦ୍ରାବାଦ୍‌ ଦିଲସୁଖନଗରର ରେବତୀ ବୋଲି ଜଣାପଡିଛି। ପରିସ୍ଥିତି ଅସମ୍ଭାଳ ହେବାରୁ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠୀ ଚାର୍ଜ ମଧ୍ୟ କରିଥିଲା ।

ସୂଚନା ମୁତାବକ, ପୁଷ୍ପା-୨ ପ୍ରିମିୟର ଶୋ' ଦେଖିବା ପାଇଁ ରେବତୀ ତାଙ୍କ ସ୍ୱାମୀ ଭାସ୍କର ଓ ଦୁଇ ପିଲାଙ୍କୁ ନେଇ ଆସିଥିଲେ। ଏହି ସମୟରେ ଥିଏଟର ବାହାରେ ପ୍ରବଳ ଭିଡ ଜମିଥିଲା। ଲୋକେ ଫିଲ୍ମ ହଲ୍‌ର ଗେଟ୍‌ ଭାଙ୍ଗି ଦେଇଥିଲେ। ପ୍ରବଳ ଉତ୍ତେଜନା ଭିତରେ ରେବତୀ ଓ ତାଙ୍କ ପୁଅ ଚେତାଶୂନ୍ୟ ହୋଇପଡିଥିଲେ। ଏହାପରେ ଉଭୟଙ୍କୁ ଚିକିତ୍ସା ପାଇଁ ଦୁର୍ଗା ବାଇ ଦେଶମୁଖ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ରେବତୀଙ୍କୁ ମୃତ ଘୋଷଣା କରିଛନ୍ତି। 

Powered by Froala Editor

Tags puspa

Related articles Odisha News Lens 4.1

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15174
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15422
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15284
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15403
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14063
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13856
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13604
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15521
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13732
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15422
    May 07, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15537
    May 07, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13732
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16342
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13856
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15028
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15106
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13897
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14122
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15537
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15403
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14063
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In