Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

ଅପରାଧ
Home ›› ଅପରାଧ ››ବାପା, ମା’, ଭଉଣୀକୁ ହତ୍ୟା କରି ପୁଅ ରଚିଥିଲା ନାଟକ

ବାପା, ମା’, ଭଉଣୀକୁ ହତ୍ୟା କରି ପୁଅ ରଚିଥିଲା ନାଟକ

2024-12-05 14:08:47
21541
Share:
Facebook
Twitter
E-Mail
WhatsApp
Telegram
ବାପା, ମା’, ଭଉଣୀକୁ ହତ୍ୟା କରି ପୁଅ ରଚିଥିଲା ନାଟକ

ଦିଲ୍ଲୀର ନବସରାଇରେ ବାପା, ମାଆ ଓ ବଡ଼ ଭଉଣୀଙ୍କୁ ହତ୍ୟା କରିଥିଲେ ଖୋଦ୍ ପୁଅ ଅର୍ଜୁନ । ହତ୍ଯା କରି ମିଛ ନାଟକ ରଚିଥିଲା। ହତ୍ଯାର କିଛି ସମୟ ପରେ ପୁଅକୁ ଗିରଫ କରିଛି ପୁଲିସ। 

ସୂଚନା ଅନୁଯାୟୀ, ଅର୍ଜୁନ କୁମାର (୨୦) ଦିଲ୍ଲୀ ବିଶ୍ବବିଦ୍ୟାଳୟରେ କଳାର ଛାତ୍ର ଥିଲା । ସେ ବକ୍ସିଂରେ ପାରଙ୍ଗମ ଥିଲା । ଅର୍ଜୁନ ପାଠ ପଢ଼ୁ ନଥିବା ଯୋଗୁ ତାଙ୍କ ବାପା ରାଜେଶ କୁମାର (୫୧) ତାଙ୍କୁ ସବୁବେଳେ ଗାଳି କରୁଥିଲେ। ନିକଟରେ ତାଙ୍କ ବାପା ତାଙ୍କୁ ପଡ଼ୋଶୀଙ୍କ ସମ୍ମୁଖରେ ବହୁତ ଗାଳି କରିଥିଲେ। ଏମିତିକି ମାଡ଼ ମଧ୍ୟ ମାରି ଥିଲେ। ଏହାକୁ ନେଇ ଅର୍ଜୁନ ଖୁବ୍ ରାଗି ଯାଇଥିଲେ। 

ବାପାଙ୍କ ସହିତ ସେ ତାଙ୍କ ମା’ କୋମଲ (୪୬) ଓ ବଡ଼ ଭଉଣୀ କବିତା (୨୩) ଙ୍କୁ ମାରିବା ପାଇଁ ଯୋଜନା କରିଥିଲେ। କାରଣ ତାଙ୍କ ମା’ ଓ ଭଉଣୀ ମଧ୍ୟ ତାଙ୍କୁ ସହଯୋଗ କରୁ ନଥିବା ସେ ଭାବୁ ଥିଲେ। ତାଙ୍କୁ ପରିବାରରେ ସମସ୍ତେ ଅବହେଳା କରୁଥିଲେ ବୋଲି ସେ ମନେ କରୁଥିଲେ। ସେହିପରି ତାଙ୍କ ବାପା ତାଙ୍କର ସମସ୍ତ ସମ୍ପତ୍ତି ଝିଅ କବିତା ନାଁରେ କରି ଦେବେ ବୋଲି କାହାକୁ କହିଥିବା ଅର୍ଜୁନ ଶୁଣିଥିଲେ। ତେଣୁ ସେ ପୂରା ଯୋଜନାବଦ୍ଧ ଭାବେ ତାଙ୍କ ବାପା,ମାଆ ଓ ବଡ଼ ଭଉଣୀଙ୍କୁ ହତ୍ୟା କରିଛନ୍ତି। 

ବଡ଼କଥା ହେଉଛି ମର୍ଣ୍ଣିଂଓ୍ବାକରୁ ଫେରି ହତ୍ଯା ସମ୍ପର୍କରେ ପୁଲିସ ଓ ମାମୁଁଙ୍କୁ ଅଭିଯୁକ୍ତ ସୂଚନା ଦେବା ସହ କେହି ଦୁର୍ବୃତ୍ତ ହତ୍ଯାକାଣ୍ଡ ଘଟାଇଛି ବୋଲି ଦର୍ଶାଇଥିଲା ଅର୍ଜୁନ। ସମସ୍ତେ ଶୋଇଥିବା ଅବସ୍ଥାରେ ସେମାନଙ୍କୁ ସେ ହତ୍ଯା କରିଥିଲା । ବାପା, ମାଆଙ୍କ ବିବାହ ବାର୍ଷିକୀ ଦିନ ହିଁ ସେ ଏହି ହତ୍ଯାକାଣ୍ଡ ଘଟାଇବା ଲାଗି ଯୋଜନା କରିଥିଲା। 

ପ୍ରଥମେ ଅର୍ଜୁନ ବିଭିନ୍ନ ନାଟକବାଜି କରିଥିଲା । ତେବେ ପୁଲିସ ସିସିଟିଭି ଯାଞ୍ଚ କରିବା ପରେ ଜଣାଯାଇଥିଲା ଯେ ଘର ଭିତରକୁ କୌଣସି ବାହାର ବ୍ଯକ୍ତି ପ୍ରବେଶ କରିନାହାନ୍ତି । ଜେରା ସମୟରେ ଅର୍ଜୁନ ଅନେକ ବିଭ୍ରାନ୍ତିମୂଳକ ଯୁକ୍ତି କରିଥିବାରୁ ପୁଲିସର ସନ୍ଦେହ ଘନୀଭୂତ ହୋଇଥିଲା। ପରେ ତାକୁ ଗିରଫ କରାଯାଇଥିଲା।

Powered by Froala Editor

Tags murder

Related articles Odisha News Lens 4.1

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15565
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14824
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13637
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15009
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15702
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14831
    Jun 22, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14771
    Jun 24, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13935
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15058
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14824
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15009
    Jun 22, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13935
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14771
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14944
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14811
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15610
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14472
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15565
    Jun 22, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14771
    Jun 24, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15058
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In