Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ...

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

2024-12-06 19:55:52
14250
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।  

ଓଡ଼ିଶାରେ ଯେଉଁ ୮ଟି ସ୍ଥାନରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନୀତିଗତ ନିଷ୍ପତ୍ତି ହୋଇଛି ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଓ ପାଟଣାଗଡ଼, ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଓ ତାଳଚେର, ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗର, ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, କୋରାପୁଟ ଜିଲ୍ଲାର ଜୟପୁର ଓ ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧାରେ ଖୋଲିବ । ଏହି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ୫୮୭୨ କୋଟି ଟଙ୍କା ଓ ୨୮ଟି ନବୋଦୟ ସ୍କୁଲ ପ୍ରତିଷ୍ଠା ପାଇଁ ୨୩୫୯କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଖର୍ଚ୍ଚ ଭାରତ ସରକାର ବହନ କରିବେ ।

ଏହା ଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଏବଂ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

Powered by Froala Editor

Tags vidyalaya

Related articles Odisha News Lens 4.1

  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14914
    Dec 02, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର
    ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15915
    Nov 30, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14261
    Dec 02, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14105
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15074
    Nov 30, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13914
    Dec 02, 2025
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା
    ମନୋରଞ୍ଜନ

    ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14664
    Dec 02, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14565
    Dec 02, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13721
    Nov 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13721
    Nov 30, 2025
  • ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15074
    Nov 30, 2025
  • ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14914
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16970
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17313
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15785
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14914
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15824
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14759
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14308
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14053
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14868
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14747
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14337
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13984
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14261
    Dec 02, 2025
  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14075
    Nov 30, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15915
    Nov 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In