ଚାଲୁପାରୁନାହିଁ ବିଧାନସଭା, ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ
ଭୁବନେଶ୍ୱର:ଚାଲୁପାରୁନାହିଁ ବିଧାନସଭା । ଯାହା ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି । ପ୍ରଶ୍ନକାଳରେ ଏଏସଓ ଚାକିରି ବିବୃତ୍ତି ନେଇ ବିଜେଡି ପକ୍ଷରୁ ହଙ୍ଗାମା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବିରେ ବିଜେଡି ସଦସ୍ୟମାନେ ହୋହାଲ୍ଲା କରିବା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ।
Powered by Froala Editor