Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ...

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

ରାଜ୍ୟ
Home ›› ରାଜ୍ୟ ››ଆଜି ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ ସୁଜିତ୍‌ କୁମାର

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ ସୁଜିତ୍‌ କୁମାର

2024-12-09 06:40:43
15144
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ ସୁଜିତ୍‌ କୁମାର

ଭୁବନେଶ୍ୱର: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ।ଏନେଇ ସେ ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିବା ଜଣାଯାଇଛି । ନାମାଙ୍କନ ପୂର୍ବରୁ ସୁଜିତ କୁମାର ରାଜ୍ୟ ବିଜେପି ଅଫିସରେ ରାଜ୍ୟ ସଭାପତିି ମନମୋହନ ସାମଲଙ୍କ ସହ ଆଲୋଚନା କରୁଥିବା ଜଣାଯାଇଛି । ଦିଲ୍ଲୀ କାର୍ଯ୍ୟାଳୟରୁ ବିଧିବଦ୍ଧ ବିଜ୍ଞପ୍ତି ପରେ ସୁଜିତ କୁମାର ଆଜି ନାମାଙ୍କନ ଭରିବେ । 

ବିଜେଡି ଛାଡ଼ି  ବିଜେପିରେ ମିଶିବା ପରେ ସୁଜିତ୍‌ ଏକ ବିସ୍ଫୋରକ ବୟାନ ବି ଦେଇଥିଲେ। ସେ କହିଥିଲେ, ମୋତେ ଦୁଇ ନେତାଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା। ପ୍ରାୟ ଦେଢ଼ବର୍ଷ ହେଲା ଦଳରେ ମୋତେ ଅଣଦେଖା କରାଯାଉଥିଲା। କୌଣସି ଦଳୀୟ କାର୍ୟ୍ୟରେ ମୋତେ ସାମିଲ କରାଯାଉ ନ ଥିଲା। ଏପରିକି ସଂପୃକ୍ତ ନେତାଙ୍କୁ ମୁଣ୍ଡିଆ ମାରିବାକୁ କିଛି ନେତା ମୋତେ କହୁଥିଲେ। ସେମାନଙ୍କ ଚାମଚାଗିରି କରିବାକୁ କହୁଥିଲେ। ମୁଁ ବିଦେଶରେ ପଢ଼ି ଆସିଛି, ଏହା ମୋ ସ୍ବାଭିମାନକୁ ବାଧିଥିଲା। ଯେଉଁଥିପାଇଁ ମୁଁ ଦଳ ଛାଡ଼ିଛି। ନିର୍ବାଚନ ପୂର୍ବରୁ ମୋତେ ଧମକ ଦିଆଯାଇଥିଲା। ରାଜ୍ୟ ସଭାରୁ କାଢ଼ି ଦିଆଯିବ ବୋଲି ବି ଧମକ ଦେଇଥିଲେ। ମୋ’ ରାଜନୈତିକ କ୍ୟାରିୟର ଶେଷ କରିଦିଆଯିବ କହିଥିଲେ। କଳାହାଣ୍ଡି ଆସି ଜଣେ ରାଜ୍ୟସ୍ତରୀୟ ନେତା ଏକଥା କହିଥିବାର ସୁଜିତ୍‌  ବିଜେପିରେ ମିଶିବାବେଳେ କହିଥିଲେ।

Powered by Froala Editor

Tags Sujit kumar

Related articles Odisha News Lens 4.1

  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା
    ମନୋରଞ୍ଜନ

    ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14652
    Dec 02, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14093
    Dec 02, 2025
  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14902
    Dec 02, 2025
  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ
    ଦେଶ-ଦେଶାନ୍ତର

    କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14063
    Nov 30, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13709
    Nov 30, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14553
    Dec 02, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14249
    Dec 02, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13901
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15062
    Nov 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15062
    Nov 30, 2025
  • ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14902
    Dec 02, 2025
  • ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13901
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16970
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17313
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15785
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14902
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15811
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14758
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14307
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14052
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14868
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14747
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14337
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13984
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13709
    Nov 30, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14093
    Dec 02, 2025
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14652
    Dec 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In