Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତ ପାକିସ୍ତାନ ଯିବ ନାହିଁ ପ୍ରସଙ୍ଗରେ ଏହା କହିଲେ ଶେହବାଜ ଶରିଫ

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତ ପାକିସ୍ତାନ ଯିବ ନାହିଁ ପ୍ରସଙ୍ଗରେ ଏହା କହିଲେ ଶେହବାଜ ଶରିଫ

2024-12-09 10:08:47
13917
Share:
Facebook
Twitter
E-Mail
WhatsApp
Telegram
ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତ ପାକିସ୍ତାନ ଯିବ ନାହିଁ ପ୍ରସଙ୍ଗରେ ଏହା କହିଲେ ଶେହବାଜ ଶରିଫ

ନୂଆଦିଲ୍ଲୀ:  ଆଗାମୀ ୨୦୨୫ରେ ପାକିସ୍ତାନରେ ଆୟୋଜନ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତ ପାକିସ୍ତାନ ଯିବ ନାହିଁ ବୋଲି ଘୋଷଣା କରିବା ପରେ ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଦୁଇ ଦେଶର କ୍ରିକେଟ ବୋର୍ଡ ଏବଂ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ମଧ୍ୟରେ ବୁଝାମଣା ଜାରି ରହିଛି। ହେଲେ ଏହି ବିବାଦରେ ଏଣ୍ଟ୍ରି କରିଛନ୍ତି ପାକ୍ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ମୁଖ୍ୟ ମୋହସିନ ନକଭୀ ପ୍ରଧାନମନ୍ତ୍ରୀଙ୍କୁ ଭେଟି ସମସ୍ତ ତଥ୍ୟ ଦେଇଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ଶରିଫ କହିଛନ୍ତି, ପାକିସ୍ତାନକୁ ନିଜ ଆତ୍ମସମ୍ମାନ ସହିତ ବୁଝାମଣା କରିବା ଅନୁଚିତ।

ଶରିଫ କହିଛନ୍ତି, କେବଳ ଟଙ୍କା ବିଷୟରେ ଚିନ୍ତା କରିବା ଉଚିତ ନୁହେଁ। ଜନତାଙ୍କ ଭାବନାକୁ ବି ଧ୍ୟାନରେ ରଖିବା ଆବଶ୍ୟକ। ପାକିସ୍ତାନରେ ପ୍ରଧାନମନ୍ତ୍ରୀ ହିଁ ଜାତୀୟ କ୍ରିକେଟ ବୋର୍ଡର ସଂରକ୍ଷକ। ତେଣୁ ଦୁଇଦେଶ ମଧ୍ୟରେ ବିବାଦ ସମ୍ପର୍କରେ ପିସିପି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ଶରିଫ ଦେଶର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ପିସିବିକୁ ପରାମର୍ଶ ଦେଇଛନ୍ତି।

Powered by Froala Editor

Tags sarif on champions trophy

Related articles Odisha News Lens 4.1

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13995
    Feb 26, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15490
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14166
    Feb 27, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14772
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13601
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14264
    Feb 28, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14543
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15334
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13662
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14264
    Feb 28, 2026
  • ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14733
    Feb 28, 2026
  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13995
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14264
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14166
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14235
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15411
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15923
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15120
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16100
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14166
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13601
    Feb 28, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14543
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In