Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 21, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପିଲାଙ୍କ ଠାରେ ଏମିତି ଲକ୍ଷଣ ଦେଖାଗଲେ ...

  • ୪୦୦ ଫୁଟ ଘାଟିରେ ଖସିପଡିଲା ଗାଡ଼ି, ୬ ମୃତ

  • ଡାକ୍ତର ଏବଂ ଇଞ୍ଜିନିୟର ହେବା ପାଇଁ ପାଠ ...

  • ଦ୍ୱିତୀୟ ଗର୍ଭଧାରଣ ଘୋଷଣା କଲେ ସୋନମ

  • ମାହିକାଙ୍କ ସହ ନିର୍ବନ୍ଧ କଲେ ହାର୍ଦ୍ଦିକ !

  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ...

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ...

  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ...

  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ

ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ

2024-12-10 10:03:34
14448
Share:
Facebook
Twitter
E-Mail
WhatsApp
Telegram
ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ: ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। କୋଭିଡ୍ ମହାମାରୀ ସହ ଦୀର୍ଘ ୬ ବର୍ଷ କାଳ ସେ ସଫଳତାର ସହ ଦାୟିତ୍ଵ ତୁଲାଇଛନ୍ତି। ତାମିଲନାଡ଼ୁ କ୍ୟାଡର ଆଇଏଏସ୍‌ ଶକ୍ତିକାନ୍ତଙ୍କ କାର୍ଯ୍ୟକାଳ ଡିସେମ୍ବର ୧୦ରେ ସରୁଥିବାବେଳେ ଆଗକୁ ତାହା ବଢ଼ି ନ ପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା। ୨୦୧୮ ଡିସେମ୍ବର ୧୨ରେ ଉରଜିତ ପଟେଲଙ୍କ କାର୍ଯ୍ୟକାଳ ସରିବା ପରେ ଶକ୍ତିକାନ୍ତ ୨୫ତମ ଆର୍‌ବିଆଇ ଗଭର୍ଣ୍ଣର ହୋଇଥିଲେ। ୨୦୨୧ ଡିସେମ୍ବର ୧୦ରେ ଶକ୍ତିକାନ୍ତଙ୍କ କାର୍ଯ୍ୟକାଳ ସରୁଥିବାବେଳେ ମାସକ ପୂର୍ବରୁ କେନ୍ଦ୍ର ସରକାର ତାହାକୁ ୩ ବର୍ଷ ପାଇଁ ବଢ଼ାଇଥିଲେ। ଫଳରେ ଆର୍‌ବିଆଇର ୯୦ ବର୍ଷର ଇତିହାସରେ ଶକ୍ତିକାନ୍ତ ସର୍ବାଧିକ ସମୟ ପାଇଁ ରହିଥିବା ଗଭର୍ଣ୍ଣର ହିସାବରେ ରେକର୍ଡ କରିଥିଲେ। ୨୦୨୩ ଓ ୨୦୨୪ରେ ଶକ୍ତିକାନ୍ତ ଦୁଇଥର ଆନ୍ତର୍ଜାତିକ ସ୍ତରରେ ‘ଏ+’ ମାନ୍ୟତା ପାଇଥିଲେ। ୬ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଶକ୍ତିକାନ୍ତ କୋଭିଡ୍‌-୧୯ ସମେତ ୟୁକ୍ରେନ୍‌ ଯୁଦ୍ଧ ଓ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଭଳି ଅନେକ ଆହ୍ବାନର ମୁକାବିଲା କରିଥିଲେ। ତେବେ ଶକ୍ତିକାନ୍ତଙ୍କ ପରେ ରାଜସ୍ଵ ସଚିବ ସଞ୍ଜୟ ମାଲହୋତ୍ରା ଆରବିଆଇ ଗଭର୍ଣ୍ଣର ଦାୟିତ୍ଵ ସମ୍ଭାଳିବେ। କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ସଞ୍ଜୟ ପରବର୍ତ୍ତୀ ଆର୍‌ବିଆଇ ଗଭର୍ଣ୍ଣର ଭାବେ ଡିସେମ୍ବର ୧୧ରେ ଯୋଗଦେବେ। ତାଙ୍କ କାର୍ଯ୍ୟକାଳ ୩ ବର୍ଷ ରହିବ। ରାଜସ୍ଥାନ ପାହ୍ୟାର ୧୯୯୦ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ସଞ୍ଜୟ ମାଲହୋତ୍ରା ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ଡିଗ୍ରୀ ହାସଲ କରିବା ପରେ ପ୍ରିନ୍ସଟନ୍ ବିଶ୍ୱବିଦ୍ୟାଳୟରେ ପବ୍ଲିକ ପଲିସି ବିଷୟରେ ସ୍ନାତକୋତ୍ତର ଶିକ୍ଷାଲାଭ କରିଛନ୍ତି। ତାଙ୍କ ବୃତ୍ତିଗତ ଜୀବନରେ ମାଲହୋତ୍ରା ମହାରତ୍ନା କମ୍ପାନୀ ଆରସି ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ, ଆର୍ଥିକ ସେବା ବିଭାଗ ସଚିବ ଭଳି ବହୁ ପ୍ରମୁଖ ପଦରେ ରହିଆସିଛନ୍ତି। ଡିସେମ୍ବର ୨୦୨୨ରେ, ତରୁଣ ବଜାଜଙ୍କ କାର୍ଯ୍ୟକାଳ ସରିବା ପରେ ସେ ଅର୍ଥ ମନ୍ତ୍ରଣାଳୟରେ ରାଜସ୍ୱ ସଚିବ ଭାବରେ ଦାୟିତ୍ବ ଗ୍ରହଣ କରିଥିଲେ। ୨୦୨୩ ଏପ୍ରିଲରେ ତାଙ୍କୁ କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ବ ଦିଆଯାଇଥିଲା। ଆର୍ଥିକ ଓ ଟିକସ ନୀତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଖଣିଜ ଓ ଶକ୍ତି ଆଦି କ୍ଷେତ୍ରରେ ତାଙ୍କର ବିଶେଷ ଅଭିଜ୍ଞତା ରହିଛି। ବର୍ତ୍ତମାନ ପରିସ୍ଥିତିରେ ମୁଦ୍ରାସ୍ଫୀତି ସର୍ବାଧିକ ଥିବାବେଳେ ଆର୍ଥିକ ଅଭିବୃଦ୍ଧିରେ ମନ୍ଥରତା ଦେଖାଦେଇଛି; ତେଣୁ ଏହାର ମୁକାବିଲା କରିବା ସଞ୍ଜୟଙ୍କ ପାଇଁ ଆହ୍ବାନ ହେବ।
Tags Shaktikanta das

Related articles Odisha News Lens 4.1

  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...

    14345
    Nov 20, 2025
  • ପିଲାଙ୍କ ଠାରେ ଏମିତି ଲକ୍ଷଣ ଦେଖାଗଲେ ହୋଇପାରେ ମଧୁମେହର ଲକ୍ଷଣ
    ବିଶେଷ

    ପିଲାଙ୍କ ଠାରେ ଏମିତି ଲକ୍ଷଣ ଦେଖାଗଲେ ହୋଇପାରେ ମଧୁମେହର ଲକ୍ଷଣ

    15002
    Nov 21, 2025
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍
    ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13444
    Nov 20, 2025
  • ଦ୍ୱିତୀୟ ଗର୍ଭଧାରଣ ଘୋଷଣା କଲେ ସୋନମ
    ମନୋରଞ୍ଜନ

    ଦ୍ୱିତୀୟ ଗର୍ଭଧାରଣ ଘୋଷଣା କଲେ ସୋନମ

    13997
    Nov 20, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    14207
    Nov 19, 2025
  • ମାହିକାଙ୍କ ସହ ନିର୍ବନ୍ଧ କଲେ ହାର୍ଦ୍ଦିକ !
    ମନୋରଞ୍ଜନ

    ମାହିକାଙ୍କ ସହ ନିର୍ବନ୍ଧ କଲେ ହାର୍ଦ୍ଦିକ !

    14259
    Nov 20, 2025
  • ଡାକ୍ତର ଏବଂ ଇଞ୍ଜିନିୟର ହେବା ପାଇଁ ପାଠ ପଢ଼ନ୍ତି, ତା'ପରେ ଦେଶ ବିରୋଧୀ ...
    ଦେଶ-ଦେଶାନ୍ତର

    ଡାକ୍ତର ଏବଂ ଇଞ୍ଜିନିୟର ହେବା ପାଇଁ ପାଠ ପଢ଼ନ୍ତି, ତା'ପରେ ଦେଶ ବିରୋଧୀ ...

    15329
    Nov 20, 2025
  • ୪୦୦ ଫୁଟ ଘାଟିରେ ଖସିପଡିଲା ଗାଡ଼ି, ୬ ମୃତ
    ଦେଶ-ଦେଶାନ୍ତର

    ୪୦୦ ଫୁଟ ଘାଟିରେ ଖସିପଡିଲା ଗାଡ଼ି, ୬ ମୃତ

    14274
    Nov 20, 2025
  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
    ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13446
    Nov 20, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14345
    Nov 20, 2025
  • ମନୋରଞ୍ଜନ

    ଦ୍ୱିତୀୟ ଗର୍ଭଧାରଣ ଘୋଷଣା କଲେ ସୋନମ

    13997
    Nov 20, 2025
  • ମନୋରଞ୍ଜନ

    ମାହିକାଙ୍କ ସହ ନିର୍ବନ୍ଧ କଲେ ହାର୍ଦ୍ଦିକ !

    14259
    Nov 20, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17299
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15771
    Apr 03, 2021

ବିଶେଷ

  • ପିଲାଙ୍କ ଠାରେ ଏମିତି ଲକ୍ଷଣ ଦେଖାଗଲେ ହୋଇପାରେ ମଧୁମେହର ଲକ୍ଷଣ

    15002
    Nov 21, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14769
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14642
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16195
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15211
    Nov 15, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14846
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14726
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14317
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13962
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15653
    Nov 20, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    14207
    Nov 19, 2025
  • ଡାକ୍ତର ଏବଂ ଇଞ୍ଜିନିୟର ହେବା ପାଇଁ ପାଠ ପଢ଼ନ୍ତି, ତା'ପରେ ଦେଶ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ହେଉଛନ୍ତି

    15329
    Nov 20, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In