Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ...

ଖେଳ ଖବର
Home ›› ଖେଳ ଖବର ››ସର୍ବକନିଷ୍ଠ ବିଶ୍ୱ ଚେସ୍ ଚାମ୍ପିୟନ ଡି ଗୁକେଶ

ସର୍ବକନିଷ୍ଠ ବିଶ୍ୱ ଚେସ୍ ଚାମ୍ପିୟନ ଡି ଗୁକେଶ

2024-12-12 19:48:51
18981
Share:
Facebook
Twitter
E-Mail
WhatsApp
Telegram
ସର୍ବକନିଷ୍ଠ ବିଶ୍ୱ ଚେସ୍ ଚାମ୍ପିୟନ ଡି ଗୁକେଶ

ଚେସର ନୂଆ ବିଶ୍ୱ ଚାମ୍ପିୟନ ହୋଇଛନ୍ତି ୧୮ ବର୍ଷୀୟ ଡି ଗୁକେଶ। ଗୁରୁବାର ବିଶ୍ୱ ଚେସ୍ ଚାମ୍ପିୟନସିପ୍ ର ୧୪ତମ ତଥା ଅନ୍ତିମ ରାଉଣ୍ଡରେ ଭାରତୀୟ ଗ୍ରାଣ୍ଡମାଷ୍ଟର ଡି ଗୁକେଶ  ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱ ଚେସ୍ ଚାମ୍ପିୟନସିପ୍ ଟାଇଟଲ ହାସଲ କରିବାରେ ସେ ହେଉଛନ୍ତି ସର୍ବକନିଷ୍ଠ। ଏହା ସହିତ ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ ଭାରତୀୟ ଭାବେ ଚେସରେ ବିଶ୍ୱ ଚାମ୍ପିୟନ ହୋଇଛନ୍ତି।

ଗୁରୁବାର ଖେଳାଯାଇଥିବା ଫାଇନାଲ୍ ମ୍ୟାଚ୍‌ରେ ଭାରତୀୟ ଗ୍ରାଣ୍ଡମାଷ୍ଟର ଡି ଗୁକେଶ ଏବଂ ତଙ୍କ ପ୍ରତିଦ୍ୱନ୍ଦ୍ୱୀ ଚୀନର ଡିଙ୍ଗ୍ ଲିରେନଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ଖେଳ ୬.୫ ପଏଣ୍ଟ ସହ ଆରମ୍ଭ ହୋଇଥିଲା। ଫାଇନାଲ ମ୍ୟାଚ୍ ମଧ୍ୟ ଡ୍ର ଆଡ଼କୁ ଅଗ୍ରସର ହେଉଥିବା ବେଳେ ଲିରେନଙ୍କ ଏକ ଭୁଲ୍ ତାଙ୍କ ପାଇଁ ଭାରି ପଡ଼ିଥିଲା। ଯାହାର ଫାଇଦା ଉଠାଇବାରେ ସଫଳ ହୋଇଥିଲେ ଗୁକେଶ। ସଫଳ ରଣନୀତି ଏବଂ ପ୍ରତିଦ୍ୱନ୍ଦ୍ୱୀଙ୍କ ଉପରେ ଚାପ ପକାଇବାରେ ସଫଳ ହୋଇ ୭.୫- ୬.୫ ପଏଣ୍ଟ ସହ ଏହି ମ୍ୟାଚକୁ ଜିତି ନେଇଥିଲେ ଗୁକେଶ।

Powered by Froala Editor

Tags gukesh

Related articles Odisha News Lens 4.1

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14317
    Jun 17, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15587
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15487
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13487
    Jun 17, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14847
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15857
    Jun 16, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15373
    Jun 17, 2025
  • ଚାରିଧାମ ପାଇଁ  ହେଲିକପ୍ଟର ସେବା ପୁନଃ ଆରମ୍ଭ
    ଦେଶ-ଦେଶାନ୍ତର

    ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13524
    Jun 17, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14662
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14317
    Jun 17, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14528
    Jun 16, 2025
  • ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14662
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16668
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16972
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14317
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15487
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15857
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14528
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14753
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15378
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16337
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15373
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15487
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15857
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In