Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

Home ›› ››ବିଜୁଳି ଚୋରି ଧରିବାକୁ ଯାଇଥିଲା ପୁଲିସ, ମିଳିଲା ବହୁ ପୁରାତନ ହନୁମାନ ମନ୍ଦିର

ବିଜୁଳି ଚୋରି ଧରିବାକୁ ଯାଇଥିଲା ପୁଲିସ, ମିଳିଲା ବହୁ ପୁରାତନ ହନୁମାନ ମନ୍ଦିର

2024-12-14 17:05:36
14289
Share:
Facebook
Twitter
E-Mail
WhatsApp
Telegram
ବିଜୁଳି ଚୋରି ଧରିବାକୁ ଯାଇଥିଲା ପୁଲିସ, ମିଳିଲା ବହୁ ପୁରାତନ ହନୁମାନ ମନ୍ଦିର

ଉତ୍ତରପ୍ରଦେଶର ସମ୍ଭଲ ବିବାଦ ମଧ୍ୟରେ ଏକ ବହୁ ପୁରାତନ ଶିବ-ହନୁମାନ ମନ୍ଦିରର ସନ୍ଧାନ ମିଳିଛି। ବିଦ୍ୟୁତ୍ ଚୋରି ନେଇ ସ୍ଥାନୀୟ ପ୍ରଶାସନ ଏବଂ ପୁଲିସର ମିଳିତ ଚଢ଼ାଉବେଳେ ଏହି ମନ୍ଦିର ଦେଖିବାକୁ ମିଳିଥିଲା। ଏହାପରେ ପ୍ରଶାସନ ଉପସ୍ଥିତିରେ ପୁଲିସ ମନ୍ଦିର ଦ୍ୱାର ଖୋଲିଥିଲା। ଦୀର୍ଘ ବର୍ଷ ଧରି ଏହି ମନ୍ଦିରରେ ପୂଜାପାଠ ହୋଇନାହିଁ। ସାମ୍ପ୍ରଦାୟିକ କାରଣରୁ ଏହି ମନ୍ଦିର ବନ୍ଦ ହୋଇ ରହିଥିବା କୁହାଯାଉଛି। 

ଉତ୍ତରପ୍ରଦେଶର ସମ୍ଭଲ ହିଂସା ପରେ ଉପଦ୍ରବୀମାନଙ୍କ ବିରୋଧରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ଏହି ସମୟରେ ବିଜୁଳି ଚୋରି ଘଟଣା ସାମ୍ନାକୁ ଆସିଥିଲା। ଯାହାକୁ ଦେଖି ଏସପି କୃଷ୍ଣା କୁମାର ବିଷ୍ଣୋଇ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଏହି ଘଟଣାକୁ ନେଇ ଏସପି ବିଜୁଳି ବିଭାଗର ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ଆଲୋଚନାରେ ବିଜୁଳି ବିଭାଗ ଅଧିକାରୀ ଏସପିଙ୍କୁ କହିଥିଲେ, ‘ଆମେ ଯେତେବେଳେ ବି ବିଜୁଳି ଯାଞ୍ଚ ପାଇଁ ଯାଉଥିଲୁ ଲୋକମାନେ ଆମକୁ ଅଟକାଇବା ସହିତ ମାଡ଼ ମାରିବା ଆରମ୍ଭ କରି ଦେଉଥିଲେ।  ମସଜିଦ ଓ ଘରଗୁଡ଼ିକର ଯାଞ୍ଚ କରିବା ପରେ ବିପୁଳିମାତ୍ରାରେ ବିଜୁଳି ଚୋରି ହୋଇଥିବା ମାମଲା ସାମ୍ନାକୁ ଆସିଥିଲା। ଏହି ଯାଞ୍ଚ ସମୟରେ ଶନିବାର ସକାଳେ ପୁଲିସ ଦୀପା ରାଏ ଅଞ୍ଚଳରେ ଏକ ପୁରୁଣାମନ୍ଦିର ଥିବା ଦେଖିବାକୁ ପାଇଥିଲା।

କୁହାଯାଉଛି ଯେ ୧୯୭୮ ମସିହାରେ ସାମ୍ପ୍ରଦାୟିକ ବିବାଦ ପରେ ଏହି ମନ୍ଦିର ବନ୍ଦ ହୋଇଯାଇଥିଲା। ଯେତେବେଳେ ପୁଲିସ କର୍ମଚାରୀମାନେ ମନ୍ଦିରର ଭିତର ସଫା କରିଥିଲେ, ମନ୍ଦିରର ଗର୍ଭ ଗୃହରେ ଶିବଲିଙ୍ଗ ଏବଂ ହନୁମାନଙ୍କ ମୂର୍ତ୍ତି ରହିଥିବା ଦେଖିବାକୁ ମିଳିଥିଲା। ଜଣେ ପୂଜକଙ୍କ କହିବା ଅନୁଯାୟୀ ଏହି ମନ୍ଦିରରେ ପୂଜା କରିବା ପାଇଁ କାହାର ସାହସ ନଥିଲା। ପୂଜକମାନେ ନିଜ ନିଜର ଘର ବିକ୍ରି କରି ମନ୍ଦିର ବନ୍ଦ କରି ଚାଲିଯାଇଥିଲେ। 

ଅନ୍ୟପଟେ ପୁଲିସ ଅଧିକ୍ଷକ କହିଛନ୍ତି ଯେ ଶନିବାର ସକାଳେ ସମ୍ଭଲରେ ଲାଉଡ ସ୍ପିକର ଯାଞ୍ଚ କରାଯାଉଥିବାବେଳେ ବେଆଇନ ବିଦ୍ୟୁତ ସଂଯୋଗ ମାଧ୍ୟମରେ ସମଗ୍ର ଅଞ୍ଚଳକୁ ବିଦ୍ୟୁତ ଯୋଗାଣ କରାଯାଉଥିବା ଜଣାପଡିଥିଲା। ଯେତେବେଳେ ବିଦ୍ୟୁତ୍ ବିଭାଗ ଯାଞ୍ଚ କଲେ, ସେଠାରେ ଶତାଧିକ ବେଆଇନ ସଂଯୋଗ ଥିବା ଜାଣିବାକୁ ପାଇଥିଲେ। 

Powered by Froala Editor

Tags mandir

Related articles Odisha News Lens 4.1

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15573
    Mar 01, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14700
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13767
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14937
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14167
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14530
    Mar 03, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15836
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14558
    Mar 03, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15299
    Mar 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15573
    Mar 01, 2026
  • ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14700
    Mar 02, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14278
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14558
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13767
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15000
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14621
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14422
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16106
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14558
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14937
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14700
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In