Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

Home ›› ››ଆଜି ସମ୍ବଲପୁରରେ ଏକାଧିକ କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଆଜି ସମ୍ବଲପୁରରେ ଏକାଧିକ କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

2024-12-15 07:27:30
14134
Share:
Facebook
Twitter
E-Mail
WhatsApp
Telegram
ଆଜି ସମ୍ବଲପୁରରେ ଏକାଧିକ କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ବୁର୍ଲା: ଆଜି ବୁର୍ଲା ଏବଂ ସମ୍ବଲପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୁର୍ଲା ଏବଂ ସମ୍ବଲପୁରରେ ଆୟୋଜିତ ଏକାଧିକ କାର୍ୟ୍ୟକ୍ରମରେ ଯୋଗଦାନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତସୂଚୀ ଅନୁସାରେ ରବିବାର  ମଧ୍ୟାହ୍ନ ୧ଟା ସମୟରେ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ ଜମାଦାରପାଲି ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ। ଏହାପରେ  ସେଠାରେ ୧ଟା ୧୫ମି.ରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ସିଧାସଳଖ ବୁର୍ଲା ଅଭିମୁଖେ ବାହାରିବ । ୧ଟା ୪୫ମି. ରେ ବୁର୍ଲା ସରକାରୀ ହାଇସ୍କୁଲ୍‌ରେ ଚାଲିଥିବା ପ୍ଲାଟିନମ୍‌ ଜୁବ୍‌ଲି ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ୨ଟା  ୪୫ମି. ପର୍ୟ୍ୟନ୍ତ ପ୍ଲାଟିନମ୍‌ ଜୁବ୍‌ଲି ସଭାରେ ଉପସ୍ଥିତ  ରହିବେ । ଏହାପରେ ୨ଟା ୪୫ ମି. ରୁ ୩ଟା. ୧୫  ମି. ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ବୁର୍ଲା ହାଇସ୍କୁଲ୍‌ ପରିସରରେ  ମଧ୍ୟହ୍ନ ଭୋଜନ କରିବେ । ଏଥିପାଇଁ ସମସ୍ତ ପ୍ରକାର  ବ୍ୟବସ୍ଥା କରାଯାଇଛି । ଏହାପରେ ୩ଟା ୧୫ ମି. ରେ  ବୁର୍ଲାରୁ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ ସମ୍ବଲପୁର ମନ୍ଦଲିଆ ପଡ଼ିଆରେ ଅୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ । 

ଏହାପରେ ୪ଟା ୩୦ମି.ରେ ମନ୍ଦଲିଆ ପଡ଼ିଆରୁ  ବାହାରି କ୍ଷେତରାଜପୁର ଅଭିମୁଖେ ଯିବେ । ୪ଟା ୪୫  ରୁ ୫ଟା ୧୫ମି. ପର୍ୟ୍ୟନ୍ତ କ୍ଷେତରାଜପୁର ମାରୱାଡି  ଯୁବ ମଞ୍ଚ ଦ୍ୱାରା ଆୟୋଜିତ ମେଗା ରକ୍ତଦାନ ଶିବିରରେ  ଯୋଗଦାନ କରିବେ । ଏହାପରେ ୫ଟା ୧୫ମି. ରେ କ୍ଷେତରାଜପୁରରୁ ବାହାରି ସିନ୍ଦୁରପଙ୍କ ଅଭିମୁଖେ  ଯିବେ । ୫ଟା ୪୫ ରୁ ୬ଟା ୪୫ ପର୍ୟ୍ୟନ୍ତ ସିନ୍ଦୁରପଙ୍କ  ଠାରେ ଜନାର୍ଦନ ପୂଜାରୀ ସରକାରୀ ଉଚ୍ଚ ବିଦ୍ୟାଳୟର  ସୁବର୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ୟ୍ୟକ୍ରମ  ରହିଛି । ଏହାପରେ ସେଠାରୁ ସନ୍ଧ୍ୟା ୭ଟା ସମୟରେ ତାଙ୍କ କାର୍‌କେଡ ବାହାରି ଝାରସୁଗଡ଼ା ବିମାନବନ୍ଦର ଅଭିମୁଖେ ଯିବ । ଝାରସୁଗୁଡାରୁ ବିମାନ ଯୋଗେ  ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ମୁଖ୍ୟମନ୍ତ୍ରୀ । 

Powered by Froala Editor

Tags Cm

Related articles Odisha News Lens 4.1

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14138
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14825
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15744
    Apr 16, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15548
    Apr 18, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14497
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13262
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15459
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15417
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15476
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15548
    Apr 18, 2026
  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15459
    Apr 18, 2026
  • ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14825
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15744
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15767
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16124
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14742
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15718
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13262
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15417
    Apr 18, 2026
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14497
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In