Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

Home ›› ›› ଆଜି ୩ ଅଭିଯୁକ୍ତଙ୍କ ସରିଲା ରିମାଣ୍ଡ ଅବଧି

ଆଜି ୩ ଅଭିଯୁକ୍ତଙ୍କ ସରିଲା ରିମାଣ୍ଡ ଅବଧି

2024-12-16 09:02:38
13824
Share:
Facebook
Twitter
E-Mail
WhatsApp
Telegram
 ଆଜି ୩ ଅଭିଯୁକ୍ତଙ୍କ ସରିଲା ରିମାଣ୍ଡ ଅବଧି

ଭୁବନେଶ୍ୱର: ରାଜଧାନୀର ତାରକା ହୋଟେଲ ସାମ୍ନାରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ସୋମବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରୁଥିବାରୁ ସେମାନଙ୍କୁ ଅଦାଲତରେ ହାଜର କରାଯିବ ।ରବିବାର ସିବିଆଇ  ଉକ୍ତ ତାରକା ହୋଟେଲର ଜେନେରାଲ  ମ୍ୟାନେଜର ଶୁଭମୟ ବାନାର୍ଜୀଙ୍କୁ ପଚରାଉଚରା କରିଛି । ଉକ୍ତ ହୋଟେଲରେ ଥରେ ଲାଞ୍ଚ  କାରବାର ହୋଇଥିଲା ନା ହୋଟେଲଟି  ଡିଲ୍‌ ପଏଣ୍ଟ ପାଲଟିଥିଲା । ସେନେଇ  ପ୍ରମାଣ ସଂଗ୍ରହରେ ଲାଗିଛି ସିବିଆଇ । 
ଲାଞ୍ଚ କାରବାର ବେଳର ଅଧିକ ତଥ୍ୟ ପାଇଁ ସିବିଆଇ ପକ୍ଷରୁ ଶ୍ରୀ ବାନାର୍ଜୀଙ୍କୁ ସମନ ଜାରି ହୋଇଥିଲା । ରବିବାର ଅପରାହ୍ଣରେ ସେ ସିବିଆଇ ଅଫିସରେ ପହଞ୍ଚିଥିଲେ ।  ବ୍ରିଜ ଆଣ୍ଡ ରୁଫ୍‌ ଗ୍ରୁପ୍‌ ଜେନେରାଲ  ମ୍ୟାନେଜର ଚଞ୍ଚଲ ମୁଖାର୍ଜୀ, ମଧ୍ୟସ୍ଥ ତଥା ‘ଆଦିତ୍ୟଦେବ ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ  ଲିମିଟେଡ’ ମାଲିକ ଦେବଦତ୍ତ ମହାପାତ୍ର  ଓ ପେଣ୍ଟା ଏ ଷ୍ଟୁଡିଓ ପ୍ରାଇଭେଟ୍‌ ଲିମିଟେଡ୍‌  କନ୍‌ଷ୍ଟ୍ରକ୍ସନ ସଂସ୍ଥାର ନିର୍ଦ୍ଦେଶକ ସନ୍ତୋଷ  ମହାରଣାଙ୍କ ସାମ୍ନାରେ ଶ୍ରୀ ବାନାର୍ଜୀଙ୍କୁ ଦୀର୍ଘ  ସମୟ ପାଇଁ ପଚରାଉଚରା କରାଯାଇଛି ।  
ଗତ ୭ ତାରିଖ ସନ୍ଧ୍ୟାରେ ତାରକା ହୋଟେଲରେ ଚାଲିଥିଲା କ’ଣ ? ଡିଲ୍‌ ବେଳେ ୩ ଅଭିଯୁକ୍ତଙ୍କ ବାଦ୍‌ ଅନ୍ୟ କେଉଁମାନେ  ଉପସ୍ଥିତ ଥିଲେ? ଡିଲ୍‌ ଚାଲିଥିବା ଟେବୁଲଟି  କାହା ନାଁରେ ବୁକ୍‌ କରାଯାଇଥିଲା? ଟେବୁଲରେ  ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି  ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ  ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀ  ଉପସ୍ଥିତ ଥିଲେ କି? ଶ୍ରୀ ବାନାର୍ଜୀଙ୍କୁ  ପଚରାଉଚରା ବେଳେ ଏସବୁ ପ୍ରଶ୍ନର ଉତ୍ତର ଖୋଜିଥିଲା ସିବିଆଇ । ଏହି ଡିଲ୍‌ଟି ପ୍ରଥମ  ଥିଲା ନା, ପୂର୍ବରୁ ଏମିତି ଏକାଧିକ ଥର ଲାଞ୍ଚ  କାରବାର ହୋଇଛି । ସେ ସମ୍ପର୍କରେ ତଥ୍ୟ ଜାଣିବାକୁ ଚାହିଁଥିଲା । ରାତି ୭ଟା ବେଳକୁ ସେ ସିବିଆଇ କାର୍ୟ୍ୟାଳୟରୁ ବାହାରିଥିଲେ । 
ଗତ ୧୧ ତାରିଖ ସୁଦ୍ଧା ସିବିଆଇରେ ହାଜର ହେବାକୁ ଶ୍ରୀ ସେଠୀଙ୍କୁ ସମନ ଜାରି କରାଯାଇଥିଲା । ତାଙ୍କ ଦୁଇ ଡ୍ରାଇଭର ନୃସିଂହ ଶତପଥୀ ଏବଂ ତୁଷାର କୁମାରଙ୍କୁ ଗତକାଲି ଦୀର୍ଘ ସମୟ ପାଇଁ ଜେରା କରାଯାଇଛି । ମଧ୍ୟସ୍ଥ ଦେବଦତ୍ତଙ୍କ କାର୍ୟ୍ୟାଳୟର ସବୁ ଅଧିକାରୀଙ୍କୁ ପଚରାଉଚରା ସରିଛି । ଏପରିକି ଦେବଦତ୍ତଙ୍କ ସ୍ତ୍ରୀ ଓ ସନ୍ତୋଷଙ୍କ ବାପାଙ୍କୁ ମଧ୍ୟ ସିବିଆଇ ପଚରାଉଚରା ଚଳିଛି ।

Powered by Froala Editor

Tags Cbi

Related articles Odisha News Lens 4.1

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13653
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13805
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15592
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14035
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14063
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13926
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15475
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15736
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14033
    May 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14035
    May 08, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13805
    May 07, 2026
  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14033
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17511
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17868
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14063
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15218
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15128
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13923
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14145
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15385
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15122
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13934
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14063
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14035
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13926
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In