ଓଡ଼ିଆ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ
ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆ(୮୨)ଙ୍କ ପରଲୋକ ଘଟିଛି। କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ ବିହାରରେ ମଙ୍ଗଳବାର ସକାଳ ୮ଟାରେ ତାଙ୍କର ଦେହାନ୍ତ ଘଟିଛି। ‘ଚିହ୍ନା ଅଚିହ୍ନା’ ଓ ‘ଦେଖ ଖବର ରଖ ନଜର’ ଆଦି ଫିଲ୍ମ ନିର୍ମାଣ କରିଥିଲେ ସୁରେନ୍ଦ୍ର ଖୁଣ୍ଟିଆ।
Powered by Froala Editor