ଘୋଷଣା ହେଲା କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର, କାହାକୁ ମିଳିବ ଜାଣନ୍ତୁ
ଭୁବନେଶ୍ୱର: କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି । ଘୋଷଣା ଅନୁଯାୟୀ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ । ‘ଭୂତି ଭକ୍ତି ବିଭୂତି’ ପ୍ରବନ୍ଧ ପୁସ୍ତକ ପାଇଁ ଶ୍ରୀ ସାମଲଙ୍କୁ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ।
Powered by Froala Editor