Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

ରାଜ୍ୟ
Home ›› ରାଜ୍ୟ ››ସଂସଦ ସିଢ଼ିରୁ ପଡ଼ି ପ୍ରତାପ ଷଡ଼ଙ୍ଗୀ ଆହତ

ସଂସଦ ସିଢ଼ିରୁ ପଡ଼ି ପ୍ରତାପ ଷଡ଼ଙ୍ଗୀ ଆହତ

2024-12-19 06:14:01
15593
Share:
Facebook
Twitter
E-Mail
WhatsApp
Telegram
ସଂସଦ ସିଢ଼ିରୁ ପଡ଼ି ପ୍ରତାପ ଷଡ଼ଙ୍ଗୀ ଆହତ

ଭୁବନେଶ୍ୱର: ସଂସଦର ସିଢ଼ିରୁ ପଡ଼ିଯାଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହରେ ଥିବାବେଳେ ସିଢ଼ିରୁ ପଡ଼ିଯାଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସେ ପଡ଼ିଯାଇଥିବା ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ।
ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଇଥିଲେ । ମୁଁ ଛିଡ଼ା ହୋଇଥିଲି । ଆଉ ସମ୍ପୃକ୍ତ ସାଂସଦ ମୋ ଉପରେ ପଡ଼ିଗଲେ ବୋଲି ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ।ତେବେ ତଳେ ପଡ଼ିଯିବାରୁ ଶ୍ରୀ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତୁରନ୍ତ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି ।  

ଗୁରୁବାର ସଂସଦ ଭିତରେ ପ୍ରତାପ ଶିଡ଼ିରେ ଯାଉଥିବାବେଳେ ହଠାତ ତଳେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ବାହାରକୁ ଅଣାଯାଇଥିଲା। ପ୍ରତାପଙ୍କ ମୁଣ୍ଡ ଫାଟିଯାଇଥିବାବେଳେ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ ବାହାରକୁ ଆସିବା ପରେ କିପରି ପଡ଼ିଲେ ବୋଲି ପ୍ରତାପଙ୍କୁ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶ୍ନ କରିଥିଲେ। ପ୍ରତାପ କହିଥିଲେ ଯେ ରାହୁଲ ଗାନ୍ଧୀ ତାଙ୍କୁ ଠେଲିଦେଲେ ।

Powered by Froala Editor

Tags Pratap sarangi

Related articles Odisha News Lens 4.1

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15287
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15423
    Jun 27, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15392
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15592
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14319
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15618
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13733
    Jun 27, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15015
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15172
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15392
    Jun 26, 2026
  • ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15015
    Jun 26, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13733
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15392
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15473
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15254
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15083
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15698
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15252
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15015
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15287
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15423
    Jun 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In