Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

  • ଅଲଗା ହେବେ ଗୌରବ-ଆକାଂକ୍ଷା

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ...

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ...

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ...

  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

ରାଜ୍ୟ
Home ›› ରାଜ୍ୟ ››ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ

ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ

2024-12-21 08:16:14
14655
Share:
Facebook
Twitter
E-Mail
WhatsApp
Telegram
ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଟ୍ୱିନ୍ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।  ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଜଗତସିଂହପୁର ୬୧.୨, ପାରାଦୀପ ୬୧.୧, ଗୋପାଳପୁର ୫୮.୬ ମିମି ପାରଳାଖେମୁଣ୍ଡି ୫୩ ମିଲିମିଟର ବର୍ଷା ହୋଇଛି। ସେହିଭଳି ଛତ୍ରପୁରରେ ୫୧.୮, ଭୁବନେଶ୍ୱର ୫୧.୬, ନୟାଗଡ଼ ୪୯, ପୁରୀ ୪୦.୫ , ରାୟଗଡ଼ାରେ ୩୫.୬, କଟକ ୩୩.୪ ଏବଂ ଦାରିଙ୍ଗିବାଡ଼ି ୩୦ ମିମି ବର୍ଷା ରେକର୍ଡ କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍
    ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14472
    Jun 30, 2026
  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14933
    Jun 30, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14204
    Jun 29, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14901
    Jun 30, 2026
  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13300
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା
    ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14982
    Jun 30, 2026
  • ଅଲଗା ହେବେ ଗୌରବ-ଆକାଂକ୍ଷା
    ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15131
    Jun 30, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...
    ବିଶେଷ

    ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...

    13896
    Jun 30, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    15004
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14933
    Jun 30, 2026
  • ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14204
    Jun 29, 2026
  • ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14901
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17569
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17619
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18016
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13896
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14191
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15817
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15683
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15330
    Jun 22, 2026

ବାଣିଜ୍ୟ

ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

କଲ୍ୟାଣ ଜୁଏଲର୍ସର ଲାଇଫ୍‌ଷ୍ଟାଇଲ୍‌ ଗହଣା ବ୍ରାଣ୍ଡ୍‌ କ୍ୟାଣ୍ଡିୟର୍‌ ପକ୍ଷରୁ ମହିଳା କ୍ରିକେଟ୍‌ ତାରକାସ୍ମୃତି ମନ୍ଧାନାଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର୍‌ ଭାବେ ନିଯୁକ୍ତ କରାଯାଇଛି। ବଲିଉଡ୍‌ ତାରକା ଶାହରୁଖ ଖାନଙ୍କ ସହ ସେ ଯୋଗ ଦେଇଛନ୍ତି।

ଏକ ଲାଇଫଷ୍ଟାଇଲ୍&zwn ...

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14891
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15505
    Mar 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14472
    Jun 30, 2026
  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ

    15203
    Jun 30, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13896
    Jun 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In