Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

Home ›› ››୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି

୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି

2024-12-21 10:05:24
15607
Share:
Facebook
Twitter
E-Mail
WhatsApp
Telegram
୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି

ଭୁବନେଶ୍ବର: ପୂର୍ବ ସରକାର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ରେସନକାର୍ଡ଼ ପ୍ରଦାନ କରିଥିଲେ। ବିଜେପି ରାଜ୍ୟରେ ସରକାର ଗଠନ କରିବା ପରେ ଜାଲ୍‌ ରେସନକାର୍ଡ଼ଧାରୀଙ୍କ ଚିହ୍ନଟ ପ୍ରକ୍ରିୟାକୁ ଜୋରଦାର କରିଛି। ଇ-କେୱାଇସି ଯାଞ୍ଚ ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୪ମାସ ମଧ୍ୟରେ ୧,୭୭,୦୬୮ଜଣ ଭୂତ ରେସନ୍‍କାର୍ଡଧାରୀ ଚିହ୍ନଟ ହେଲେଣି। ଏହି ପ୍ରକ୍ରିୟା ଜାରି ରହିଥିବାରୁ ଭୂତ ରେସନକାର୍ଡ଼ଧାରୀଙ୍କ ସଂଖ୍ୟା ଆହୁରି ଅଧିକ ହେବ ବୋଲି କୁହାଯାଉଛି। ଭୂତ ରେସନକାର୍ଡ଼ଧାରୀଙ୍କ ବଦଳରେ ପ୍ରାୟ ୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୨୪,୫୭୯ଜଣ ପ୍ରବାସୀଙ୍କୁ ରେସନକାର୍ଡ଼ ଦିଆଯାଇଥିବାବେଳେ ମୟୂରଭଞ୍ଜ ଜିଲାରେ ସର୍ବନିମ୍ନ ୧୦୩୫ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଦିଆଯାଇଛି।
ସୂଚନା ଅନୁଯାୟୀ, ନୂଆ ସରକାର କ୍ଷମତାକୁ ଆସିବା ପରେ ଜାଲ୍‌ ରେସନକାର୍ଡ଼ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଥିଲେ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପରାମର୍ଶକ୍ରମେ ଜାଲ୍‌ ହିତାଧିକାରୀଙ୍କୁ ଚିହ୍ନଟ କରିବା ସକାଶେ ରାଜ୍ୟ ସରକାର ରେସନକାର୍ଡ଼ଧାରୀଙ୍କ ଇ-କେୱାଇସି ଯାଞ୍ଚ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୦ଲକ୍ଷ ହିତାଧିକାରୀଙ୍କ ଇ-କେୱାଇସି ଯାଞ୍ଚ ଶେଷ ହୋଇସାରିଲାଣି। ବର୍ତ୍ତମାନ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩,୨୫,୯୩,୮୭୫ ହିତାଧିକାରୀ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦,୨,୧୪୪ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ଜାଲ୍‌ ହିତାଧିକାରୀଙ୍କୁ ଚିହ୍ନଟ କରିବା ସହିତ ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହିକ୍ରମରେ ସରକାର ଇ-କେୱାଇସିରେ ଏ ପର୍ଯ୍ୟନ୍ତ ୧,୭୭,୦୬୮ ଭୂତ ରେସନ କାର୍ଡ଼ଧାରୀଙ୍କୁ
ଚିହ୍ନଟ କରାଯାଇସାରିଲାଣି। ଭୂତ ରେସନକାର୍ଡ଼ଧାରୀଙ୍କ ବଦଳରେ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦେବାକୁ ସରକାର ପ୍ରାଥମିକତା ଦେଉଥିବା ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି। ବାହାର ରାଜ୍ୟକୁ ଯାଉଥିବା ସର୍ବାଧିକ ଦାଦନ ଶ୍ରମିକ ଥିବା ଗଞ୍ଜାମ ଜିଲାରେ ଏ ପର‌୍ୟ୍ୟନ୍ତ ୨୪,୫୭୯ଜଣ ପ୍ରବାସୀଙ୍କୁ ରେସନକାର୍ଡ଼ ଦେବାପାଇଁ ଚିହ୍ନଟ ହୋଇଥିବାବେଳେ ବାଲେଶ୍ବର ଜିଲାରେ ୧୪,୪୩୬ ଜଣ, କଟକ ଜିଲାରେ ୧୨,୧୩୮, ଅନୁଗୋଳରେ ୭୯୬୧, ଭଦ୍ରକରେ ୫୮୧୬, ବଲାଙ୍ଗିରରେ ୬୯୭୩, ବୌଦ୍ଧରେ ୧୦୬୪, ଦେବଗଡ଼ରେ ୧୧୧୬, ଢେଙ୍କାନାଳରେ ୨୫୬୦, ଗଜପତିରେ ୨୩୨୯, ଜଗତସିଂହପୁରରେ ୯୨୫୦, ଯାଜପୁରରେ ୪୬୦୭, ଝାରସୁଗୁଡ଼ାରେ ୩୮୧୬, କଳାହାଣ୍ଡିରେ ୩୨୩୮, କନ୍ଧମାଳରେ ୧୫୨୩, କେନ୍ଦ୍ରାପଡ଼ାରେ ୧୧, ୭୩୬, ଖୋର୍ଦ୍ଧାରେ ୭୪୪୬, କୋରାପୁଟରେ ୧୫୭୨, ମାଲକାନଗିରିରେ ୧୧୦୫, ନବରଙ୍ଗପୁରରେ ୧୦୬୪, ନୟାଗଡ଼ରେ ୫୮୯୭, ନୂଆପଡ଼ାରେ ୬୬୯୨, ପୁରୀରେ ୬୮୭୨, ରାୟଗଡ଼ାରେ ୧୫୫୨, ସମ୍ବଲପୁରରେ ୫୪୭୫, ସୋନପୁରରେ ୨୬୪୧ ଏବଂ ସୁନ୍ଦରଗଡ଼ ଜିଲାରେ ୫୦୪୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦେବାକୁ ବିଭାଗ ଚିହ୍ନଟ କରିଥିବା ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି।

Powered by Froala Editor

Tags Ration card

Related articles Odisha News Lens 4.1

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14362
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14398
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13765
    Mar 12, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15494
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14219
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13882
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14964
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14895
    Mar 11, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13694
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13765
    Mar 12, 2026
  • ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14472
    Mar 12, 2026
  • ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13694
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13882
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15017
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14771
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15216
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15370
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15673
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15132
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14983
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15494
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14362
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14964
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In