Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଖୁରୁଡ଼ ନଡ଼ିଆ ଶସର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି

ଖୁରୁଡ଼ ନଡ଼ିଆ ଶସର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି

2024-12-21 10:56:59
15066
Share:
Facebook
Twitter
E-Mail
WhatsApp
Telegram
ଖୁରୁଡ଼ ନଡ଼ିଆ ଶସର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ: ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୫ ଋତୁ ପାଇଁ କୋପ୍ରା(ଖୁରୁଡ଼ ନଡ଼ିଆ ଶସ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି। ତଦନୁଯାୟୀ ୨୦୨୫ ଋତୁ ପାଇଁ ଉପଯୁକ୍ତ ହାରାହାରି ମାନର ମିଲିଂ କୋପ୍ରାର ଏମଏସପି କ୍ୱିଣ୍ଟାଲ ପିଛା ମୂଲ୍ୟ ୧୧,୫୮୨/- ଟଙ୍କା ଏବଂ ବଲ୍ କୋପ୍ରା ପାଇଁ କ୍ୱିଣ୍ଟାଲ ପିଛା ମୂଲ୍ୟ ୧୨,୧୦୦ ଟଙ୍କା ଧାର୍ୟ୍ୟ କରାଯାଇଛି। ୨୦୧୪ ବିପଣନ ଋତୁରେ ମିଲିଂ କୋପ୍ରା ଓ ବଲ୍ କୋପ୍ରାର ଏମଏସପି ଯଥାକ୍ରମେ କୁିଣ୍ଟାଲ ପିଛା ଯଥାକ୍ରମେ ୫୨୫୦ ଟଙ୍କା ଓ ୫୫୦୦ ଟଙ୍କା ଥିଲା। ଏବେ ଏହାକୁ ବୃଦ୍ଧି କରି କ୍ୱିଣ୍ଟାଲ ପିଛା ୧୧,୫୮୨ ଟଙ୍କା ଓ ୧୨,୧୦୦ ଟଙ୍କା କରାଯାଇଛି। ଫଳରେ ଉଭୟ ମୂଲ୍ୟରେ ଯଥାକ୍ରମେ ୧୨୧ ପ୍ରତିଶତ ଏବଂ ୧୨୦ ପ୍ରତିଶତ ବୃଦ୍ଧି ହୋଇଛି। ବର୍ଦ୍ଧିତ ଏମଏସପି କେବଳ ନଡ଼ିଆ ଚାଷୀଙ୍କୁ ଉନ୍ନତ ପାରିଶ୍ରମିକ ସୁନିଶ୍ଚିତ କରିବ ନାହିଁ ବରଂ ଉଭୟ ଘରୋଇ ଏବଂ ଅନ୍ତର୍ଜାତୀୟ ସ୍ତରରେ ନଡ଼ିଆ ଉତ୍ପାଦର ବଢୁଥିବା ଚାହିଦାକୁ ପୂରଣ କରିବା ପାଇଁ କୃଷକମାନଙ୍କୁ କୋପ୍ରା ଉତ୍ପାଦନ ପାଇଁ ଉତ୍ସାହିତ କରିବ। ମୂଲ୍ୟ ସମର୍ଥନ ଯୋଜନା (ପିଏସ୍ଏସ୍) ଅଧୀନରେ କୋପ୍ରା ଏବଂ ଚୋପାମୁକ୍ତ ନଡ଼ିଆ କ୍ରୟ ପାଇଁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଲିମିଟେଡ୍ (ନାଫେଡ୍) ଏବଂ ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନସିସିଏଫ୍) କେନ୍ଦ୍ରୀୟ ନୋଡାଲ ଏଜେନ୍ସି (ସିଏନ୍ଏ) ଭାବରେ କାର୍ଯ୍ୟ ଜାରି ରଖିବ। କୃଷକମାନଙ୍କୁ ଲାଭଜନକ ମୂଲ୍ୟ ପ୍ରଦାନ କରିବା ପାଇଁ ସମସ୍ତ ବାଧ୍ୟତାମୂଳକ ଫସଲର ଏମଏସପିକୁ ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରି ଉତ୍ପାଦନ ମୂଲ୍ୟର ଅତି କମରେ ୧.୫ ଗୁଣ ସ୍ତରରେ ସ୍ଥିର କରାଯିବ ବୋଲି ସରକାର ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରିଥିଲେ।

Powered by Froala Editor

Tags Msp

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14143
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14734
    Sep 13, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14046
    Sep 11, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13312
    Sep 13, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14074
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14091
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14984
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13822
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13780
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14734
    Sep 13, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13312
    Sep 13, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13822
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17764
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17758
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14122
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16081
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14617
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13925
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14733
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14159
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14073
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14697
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13780
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13312
    Sep 13, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14984
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In