Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

ରାଜ୍ୟ
Home ›› ରାଜ୍ୟ ››ରୁବେନ ବାନାର୍ଜୀଙ୍କ ବହି ଉପରେ ମନ୍ତବ୍ୟ ଦେଇ ଏହା କହିଲେ ସମୀର

ରୁବେନ ବାନାର୍ଜୀଙ୍କ ବହି ଉପରେ ମନ୍ତବ୍ୟ ଦେଇ ଏହା କହିଲେ ସମୀର

2024-12-22 10:51:27
14935
Share:
Facebook
Twitter
E-Mail
WhatsApp
Telegram
ରୁବେନ ବାନାର୍ଜୀଙ୍କ ବହି ଉପରେ ମନ୍ତବ୍ୟ ଦେଇ ଏହା କହିଲେ ସମୀର

ଭୁବନେଶ୍ୱର: ମୋର ଭୁଲ ନଥିବା ସତ୍ତ୍ୱେ ବିଜେଡି ସରକାର ସମୟରେ  ମୋର ମନ୍ତ୍ରୀ ପଦ ଗଲା । ଏପରିକି ଟିକେଟ ବି କଟିଗଲା । ଏଭଳି କହିଛନ୍ତି ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିବା ସମୀର ରଞ୍ଜନ ଦାସ । ରୁବେନ ବାନାର୍ଜୀଙ୍କ ବହି ଉପରେ ମନ୍ତବ୍ୟ ଦେଇ ଶ୍ରୀ ଦାସ ଏଭଳି କହିଛନ୍ତି ।

ଏହାଛଡ଼ା ଶ୍ରୀ ଦାସ କହିଛନ୍ତି ନବୀନ ପଟ୍ଟନାୟକ ଓ ବିଜେଡିକୁ ରୁବେନ ବାନାର୍ଜୀ ଭଲ ଭାବେ ଜାଣିଛନ୍ତି । ପାଣ୍ଡିଆନଙ୍କ କୋଟେରୀ ବାବଦରେ ରୁବେନ ବାନାର୍ଜୀ ଯାହା ଲେଖିଛନ୍ତି ସେଥିରେ ଦ୍ୱିମତ ନାହିଁ । ମୋର ଭୁଲ ନଥିବା ସତ୍ତ୍ୱେ ମନ୍ତ୍ରୀ ପଦ ଓ ଟିକେଟ କଟିଲା । ଅଫିସରଙ୍କ ଦ୍ୱାରା କୋଟେରୀ ଗ୍ରୁପ ଚାଲିଥିଲା । ରାଜନେତାଙ୍କ ସମ୍ପୃକ୍ତ ନଥିଲା । ପାଣ୍ଡିଆନଙ୍କ ପ୍ରତି ନବୀନ ବାବୁଙ୍କ ସମର୍ଥନ ବି ଥିଲା । କୋଟେରୀ ଗ୍ରୁପ ହିଁ ବିଜେଡି ବିପର୍ଯ୍ୟୟର ବଡ଼ କାରଣ ବୋଲି ସମୀର ରଞ୍ଜନ ଦାସ କହିଛନ୍ତି ।

ପ୍ରକାଶ ଯେ  ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୀବନୀକୁ ନେଇ ଦେଶର ଜଣାଶୁଣା ଲେଖକ ରୁବେନ ବାନାର୍ଜୀଙ୍କ ଆଉ ଏକ ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିର ନାମ ହେଉଛି "Naveen Patnaik- The Authoritative Biography Revised After 2024 Elections'' । 2024 ନିର୍ବାଚନ ପରେ ନବୀନ ପଟ୍ଟନାୟକଙ୍କ ସଂଶୋଧିତ ଜୀବନୀ ଉପରେ ଆଧାରିତ ଏହି ବହି । ବିଶେଷ ଭାବେ "ପାଣ୍ଡିଆନ ପଜଲ" ଶୀର୍ଷକ ବଡ଼ ଅଧ୍ୟାୟରେ ଏହି ବହିରେ ଅଛି । 2024 ନିର୍ବାଚନରେ ନବୀନ ହାରିବାର କାରଣ ବି ବହିରେ ଲେଖା ଅଛି । ଏପରି ଅନେକ ଚାଞ୍ଚଲ୍ୟକର ତଥ୍ୟ ପୁସ୍ତକରେ ଉଲ୍ଲେଖ ରହିଛି ।

ରାଜନୀତିରେ ପ୍ରଶାସକ ଭିକେ ପାଣ୍ଡିଆନଙ୍କ ଆବିର୍ଭାବ ଏବଂ ଦବଦବା ଉପରେ "ପାଣ୍ଡିଆନ ପଜଲ" ଶୀର୍ଷକ ବଡ଼ ଅଧ୍ୟାୟ ରହିଛି । 10 ହାଜର ଶବ୍ଦକୁ ନେଇ ପାଣ୍ଡିଆନଙ୍କ ଅଧ୍ୟାୟ ଲେଖାଯାଇଛି । ପ୍ରଶାସକ ଥିବା ସମୟରେ ଓଡିଶା ରାଜନୀତିରେ 2018 ପରେ ପାଣ୍ଡିଆନଙ୍କ ପ୍ରଭାବ ଅଧିକ ବଢିଥିଲା । ପାଣ୍ଡିଆନଙ୍କ ଆବିର୍ଭାବ କେମିତି ଓ କାହିଁକି ହେଲା ? ପାଣ୍ଡିଆନ ସରକାରକୁ କେମିତି ଅକ୍ତିଆର କରିଥିଲେ । ନବୀନ ପଟ୍ଟନାୟକ ଏହାକୁ ଅନୁମତି କେମିତି ଦେଇଥିଲେ ? ଏହାକୁ ନେଇ ସେତେବେଳେ ବହୁତ ଚର୍ଚ୍ଚା ଓ ଆଲୋଚନା ହେଉଥିଲା । ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା ଯେତେବେଳେ ହସ୍ପିଟାଲରେ ଥିଲେ, କିଛି ଲୋକ ତାଙ୍କୁ ଦେଖା କରିବାକୁ ଯାଉଥିଲେ । ଜଣେ ଦୁଇ ଜଣଙ୍କୁ ଗୀତା ମେହେଟା କହିଛନ୍ତି, ପାଣ୍ଡିଆନ ନବୀନଙ୍କୁ ବିଭ୍ରାନ୍ତ କରୁନାହାନ୍ତି ତ ? ପାଣ୍ଡିଆନ ରାଜ୍ୟର ଅନ୍ୟ ଆଇଏଏସ ଅଧିକାରୀଙ୍କ ମଧ୍ୟରେ ଜଣେ ବ୍ୟତିକ୍ରମ ଥିଲେ । ତେଣୁ ସେ ଆସିଲେ କେମିତି, ତାଙ୍କୁ କିଏ ଚୟନ କରିଥିଲା ? ଏ ବାବଦରେ ପୁସ୍ତକରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି ।

Powered by Froala Editor

Tags Sameer das

Related articles Odisha News Lens 4.1

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13707
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13862
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13992
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13552
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14051
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15453
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14930
    Oct 14, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14836
    Oct 13, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14582
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13862
    Oct 14, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14930
    Oct 14, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13992
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17180
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17823
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18243
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14579
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14684
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15689
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14362
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16098
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15562
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14582
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14051
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15597
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In