Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଦ୍ଵିତୀୟ ବିବାହ କରିବେ ଜେଫ୍‌ ବେଜୋସ୍‌

ଦ୍ଵିତୀୟ ବିବାହ କରିବେ ଜେଫ୍‌ ବେଜୋସ୍‌

2024-12-24 10:38:18
15817
Share:
Facebook
Twitter
E-Mail
WhatsApp
Telegram
 ଦ୍ଵିତୀୟ ବିବାହ କରିବେ ଜେଫ୍‌ ବେଜୋସ୍‌

ନୂଆଦିଲ୍ଲୀ : ଖୁବ୍‌ ଶୀଘ୍ର ୨ୟ ବିବାହ କରିବାକୁ ଯାଉଛନ୍ତି ବିଶ୍ୱର ୨ୟ ଧନୀ ତଥା ଇ-କମର୍ସ କମ୍ପାନୀ ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌। ସେ ନିଜ ବାନ୍ଧବୀ ଲରେନ୍‌ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି।
ଏହି ବିବାହରେ ଅନେକ ନାମୀଦାମୀ ସେଲିବ୍ରିଟି ଯୋଗ ଦେବେ । ଜେଫ୍‌ ବେଜୋସ୍‌ଙ୍କ ବାନ୍ଧବୀ ଲରେନ୍‌ ସାଞ୍ଚେଜ୍‌ ହେଉଛନ୍ତି ମେକ୍ସିକୋ-ଆମେରିକୀୟ ପରିବାରର । ସେ ପ୍ରଥମେ ଏକ ଗଣମାଧ୍ୟମରେ କାମ କରୁଥିଲେ ।

୨୦୧୮ରେ ଜେଫ୍‌ ବେଜୋସ୍‌ଙ୍କ ସହ ତାଙ୍କ ସମ୍ପର୍କ ଗଢି ଉଠିଥିଲା । ୨୦୧୯ରେ ଉଭୟ ସମ୍ପର୍କରେ ଥିବା ନେଇ ଘୋଷଣା ମଧ୍ୟ କରିଥିଲେ। ବିବାହରେ ସାରା ବିଶ୍ୱର ବିଭିନ୍ନ ସ୍ଥାନରୁ ଅନେକ ମହଙ୍ଗା ଜିନିଷ ଅଣାଯାଇ ବ୍ୟବହାର ହେବ । ଏହି ବିବାହରେ ପ୍ରାୟ ୬୦୦ ମିଲିୟନ ଡଲାର ଖର୍ଚ୍ଚ ହେବ ବୋଲି ଆଲୋଚନା ହେଉଛି। ପୂର୍ବରୁ ଉଭୟଙ୍କ ନିର୍ବନ୍ଧ ହୋଇସାରିଛି । ୬୦ ବର୍ଷିୟ ଜେଫ୍ ବେଜୋସ୍ ୫୦୦ ମିଲିଅନ୍ ଡଲାର୍‌ ମୂଲ୍ୟର ସୁପର୍‌ୟାଚ୍‌ରେ ସମୁଦ୍ର ଭ୍ରମଣ କରୁଥିବା ବେଳେ ଜେଫ୍ ଲରେନ୍‌ଙ୍କୁ ପ୍ରପୋଜ୍ କରିଥିଲେ। ଲରେନ୍‌ଙ୍କ ସମ୍ମତି ପରେ ତାଙ୍କ ହାତରେ ସେ ଏକ ୨୦ କ୍ୟାରେଟ୍ ହୀରା ମୁଦି ପିନ୍ଧାଇଥିଲେ।

Powered by Froala Editor

Tags Jeff bezos

Related articles Odisha News Lens 4.1

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....
    ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13802
    Jul 08, 2025
  • ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଟାରିଫ୍‍ ଚିଠି: ଏହି ୧୪ଟି ଦେଶ ଉପରେ ଲାଗୁ

    13993
    Jul 08, 2025
  • ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ
    ରାଜନୀତି

    ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

    15164
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ
    ବିଶେଷ

    ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15921
    Jul 08, 2025
  • ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ...

    14371
    Jul 09, 2025
  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’
    ମନୋରଞ୍ଜନ

    ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    14203
    Jul 08, 2025
  • ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ ସରକାର ଆଣିଲେ ନୂଆ ନିୟମ, ଜାଣନ୍ତୁ କ’ଣ ?

    13731
    Jul 08, 2025
  • ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ
    ରାଜନୀତି

    ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

    14329
    Jul 09, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି
    ଦେଶ-ଦେଶାନ୍ତର

    ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    14001
    Jul 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଚି ବଜାରରେ ଲାଗିଗଲା ନିଆଁ , ୫ ମୃତ

    15602
    Jul 08, 2025
  • ବିଶେଷ

    ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13802
    Jul 08, 2025
  • ରାଜନୀତି

    ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

    14329
    Jul 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16612
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16729
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17042
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15530
    Apr 03, 2021

ବିଶେଷ

  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    13802
    Jul 08, 2025
  • ଖାଲିପେଟରେ ଜିରା ପାଣି ପିଇଲେ ମିଳିଥାଏ ଏହି ଲାଭ

    15921
    Jul 08, 2025
  • ଭଜା ଚଣା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

    14663
    Jul 07, 2025
  • ଶରୀରକୁ ସୁସ୍ଥ ରଖିବା ପାଇଁ ସହଜ ଟିପ୍ସ....

    15397
    Jul 07, 2025
  • ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହି ୩ ଭିଟାମିନ୍‍

    15570
    Jul 06, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15864
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16405
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14052
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15573
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘କର୍ମ’ ପରେ ଆସୁଛି ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ମନ୍ତ୍ରମୁଗ୍ଧ’

    14203
    Jul 08, 2025
  • ଆଣ୍ଟାର୍କଟିକାରେ ସତର୍କ ସଙ୍କେତ : ତରଳୁଛି ବରଫ, ଲୁଣିଆ ହେଉଛି ପାଣି

    14001
    Jul 08, 2025
  • ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

    14371
    Jul 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In