Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ବିମାନ ଆକ୍ରମଣ, ମୃତ୍ୟୁ ସଂଖ୍ୟା ୪୬କୁ ବୃଦ୍ଧି

ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ବିମାନ ଆକ୍ରମଣ, ମୃତ୍ୟୁ ସଂଖ୍ୟା ୪୬କୁ ବୃଦ୍ଧି

2024-12-26 06:44:31
14794
Share:
Facebook
Twitter
E-Mail
WhatsApp
Telegram
ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ବିମାନ ଆକ୍ରମଣ, ମୃତ୍ୟୁ ସଂଖ୍ୟା ୪୬କୁ ବୃଦ୍ଧି

କାବୁଲ: ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ୪୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ କେତେକ ପ୍ରଶିକ୍ଷଣ ଶିବିର ନଷ୍ଟ ହୋଇଛି। ଆଫଗାନିସ୍ତାନର ପାକ୍‌ଟିକା ପ୍ରଦେଶର ବରମାଲ ଜିଲାର ପାର୍ବତ୍ୟ ଅଞ୍ଚଳରେ ଥିବା ତାଲିବାନ ଶିବିର ଉପରେ ମଙ୍ଗଳବାର ରାତିରେ ପାକିସ୍ତାନ ଏହି ଆକ୍ରମଣ କରିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ପାକିସ୍ତାନର ଆକ୍ରମଣରେ ମୁଗ ବଜାର ଗ୍ରାମ ପୋଡି ଯାଇଥିବାବେଳେ ସାଧାରଣ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନେକ ସମ୍ପତ୍ତିବାଡି ନଷ୍ଟ ହୋଇଛି। ତାଲିବାନ ଶିବିରି ଉପରେ ଆକ୍ରମଣ କରାଯିବା ସମ୍ପର୍କରେ ପାକିସ୍ତାନ ସେନା ପକ୍ଷରୁ କିଛି କୁହାଯାଇ ନାହିଁ। ମାତ୍ର ପାକିସ୍ତାନ ସେନା ସହିତ ଜଡିତ ସୁରକ୍ଷା ଏଜେନ୍ସି କହିଛି ଯେ ସୀମାନ୍ତ ଅଞ୍ଚଳର ତାଲିବାନ ଶିବିରକୁ ନିଶାଣ କରି ବିମାନ ଆକ୍ରମଣ କରାଯାଇଛି।
ଖାମା ପ୍ରେସର ରିପୋର୍ଟ ଅନୁଯାୟୀ ଡିସେମ୍ବର ୨୪ରେ ହୋଇଥିବା ଆକ୍ରମଣରେ ଆଫଗାନିସ୍ତାନର ୭ଟି ଗ୍ରାମ ନଷ୍ଟ ହୋଇଛି। ଏଥିରେ ଗୋଟିଏ ପରିବାର ୫ଜଣ ସଦସ୍ୟ ପ୍ରାଣ ହରାଇଛନ୍ତି। ଉଦ୍ଧାର କାର୍ୟ୍ୟ ଜାରି ରହିଥିବାବେଳେ ସବିଶେଷ ତଥ୍ୟ ମିଳିନାହିଁ। ଏହି ଆକ୍ରମଣ ପାଇଁ ଆଫଗାନିସ୍ତାନର ତାଲିବାନ ସରକାର କାହାକୁ ଦାୟୀ କରି ନଥିବାବେଳେ ଏହାର ଦୃଢ ଜବାବ ଦିଆଯିବ ବୋଲି କୁହାଯାଇଛି। ଆଫଗାନିସ୍ତାନ ତାଲିବାନ ସରକାରର ପ୍ରତିରକ୍ଷା ମନ୍ତ୍ରଣାଳୟ ପାକଟିକାରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛି। ମନ୍ତ୍ରଣାଳୟ କହିଛି ଯେ ଆଫଗାନିସ୍ତାନର ସାର୍ବଭୌମତ୍ବ ଓ ଅଖଣ୍ଡତାକୁ ସୁରକ୍ଷା ଦେବା ଲାଗି ତାଲିବାନ ସରକାର ପ୍ରତିଶ୍ରୁତିବଦ୍ଧ। ତେଣୁ ଆଫଗାନିସ୍ତାନ ଉପରେ ଯେଉଁ ଆକ୍ରମଣ ହୋଇଛି ତାର ଦୃଢ ଜବାବ ଦିଆଯିବ। ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିମାନେ ୱାଜିରିସ୍ତାନର ଶରଣାର୍ଥୀ। ଆଫଗାନିସ୍ତାନ ପାଇଁ ପାକିସ୍ତାନର ସ୍ବତନ୍ତ୍ର ପ୍ରତିନିଧି ସାଦିକ ମହମ୍ମଦ କାବୁଲ ଗସ୍ତରେ ଆସି ଫେରିବା ପରେ ଏହି ଆକ୍ରମଣ ହୋଇଛି। ସାଦିକ ତାଙ୍କ ଗସ୍ତ କାଳରେ ଦ୍ବିପାକ୍ଷିକ ବାଣିଜ୍ୟ କାରବାର ସହିତ ସମ୍ପର୍କ ବୃଦ୍ଧି ଉପରେ ଆଲୋଚନା କରିଥିଲେ। ପାକିସ୍ତାନ ସେନା ଉପରେ ତେହରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି)ର ନିୟମିତ ଆକ୍ରମଣକୁ ନେଇ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନ ଅଭିଯୋଗ କରୁଛି ଯେ ଆଫଗାନିସ୍ତାନ ସରକାର ଟିଟିପି ଆତଙ୍କବାଦୀଙ୍କୁ ପ୍ରଶ୍ରୟ ଦେଉଛି। ମାତ୍ର ପାକିସ୍ତାନର ଏପରି ଅଭିଯୋଗକୁ ଆଫଗାନିସ୍ତାନ ସରକାର ଖଣ୍ଡନ କରୁଛନ୍ତି।

Powered by Froala Editor

Tags Airstrike

Related articles Odisha News Lens 4.1

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15151
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14975
    Feb 13, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14127
    Feb 13, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15362
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15262
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14911
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15260
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15324
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14798
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15260
    Feb 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14975
    Feb 13, 2026
  • ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15262
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15260
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15711
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16195
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14053
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14698
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16067
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14911
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14975
    Feb 13, 2026
  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14127
    Feb 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In