Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ମନମୋହନ ସିଂହଙ୍କ ପରଲୋକ

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ମନମୋହନ ସିଂହଙ୍କ ପରଲୋକ

2024-12-26 20:24:30
16143
Share:
Facebook
Twitter
E-Mail
WhatsApp
Telegram
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ମନମୋହନ ସିଂହଙ୍କ ପରଲୋକ

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ପରଲୋକ। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ପରପାରିକୁ ଚାଲି ଯାଇଛନ୍ତି। ଅଚାନକ ସ୍ୱାସ୍ଥ୍ୟ ଖରାପ ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। AIIMSର ଏକ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ। ହେଲେ ଡାକ୍ତରୀ ଟିମର ସବୁ ଚେଷ୍ଟା ସତ୍ତ୍ୱେ ରାତି ୯.୫୧ରେ ଶ୍ରୀ ସିଂହ ଆଖି ବୁଜି ଦେଇଛନ୍ତି। ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ। 

ମନମୋହନଙ୍କ ମୃତ୍ୟୁ ଖବରକୁ ନେଇ ବରିଷ୍ଠ କଂଗ୍ରେସ ନେତା କେ. ସି ଭେନୁଗୋପାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସିଂ ଚଳିତ ବର୍ଷ ପ୍ରାରମ୍ଭରେ ରାଜ୍ୟ ସଭାରୁ ଅବସର ନେଇଥିଲେ । ସଂସଦର ଅପର ହାଉସରେ ୩୩ବର୍ଷ କାର୍ଯ୍ୟ ଶେଷ କରିଥିଲେ।

ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ।  ଦୁଇ ଥର ପ୍ରଧାନମନ୍ତ୍ରୀ ହୋଇଥିଲେ ମନମୋହନ ସିଂହ। ଏହାସହ ଅର୍ଥ ମନ୍ତ୍ରଣାଳୟରେ ସଚିବ, ଯୋଜନା କମିଶନର ଉପାଧ୍ୟକ୍ଷ, ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ଅର୍ଥମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା ଏବଂ ୟୁଜିସିର ଅଧ୍ୟକ୍ଷ ପଦ ସମ୍ଭାଳିଥିଲେ ମନମୋହନ ସିଂହ।

ତାଙ୍କ ବିୟୋଗରେ ପୂରା ଦେଶରେ ଶୋକରଚ୍ଛାୟା ଖେଳି ଯାଇଛି। ତାଙ୍କ ମୃତ୍ୟୁ ଖବର ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ଏମ୍ସରେ ପହଞ୍ଚିଛନ୍ତି। 

Powered by Froala Editor

Tags manmohan

Related articles Odisha News Lens 4.1

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15163
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15311
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14371
    Nov 05, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14909
    Nov 06, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13461
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13846
    Nov 07, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13957
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15755
    Nov 06, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13514
    Nov 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15311
    Nov 06, 2026
  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13461
    Nov 07, 2026
  • ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    13957
    Nov 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13846
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14194
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14899
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15877
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15058
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15311
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14143
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14422
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13461
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15755
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14909
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In