Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ...

  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ...

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ...

  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ...

  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ...

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ...

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ...

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ...

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

ବିଶେଷ
Home ›› ବିଶେଷ ›› କେଶରେ ତେଲ ଲଗାଇବା ପାଇଁ କେଉଁ ଦିନ ଶୁଭ ଜାଣନ୍ତୁ.....

କେଶରେ ତେଲ ଲଗାଇବା ପାଇଁ କେଉଁ ଦିନ ଶୁଭ ଜାଣନ୍ତୁ.....

2024-12-27 01:30:11
15570
Share:
Facebook
Twitter
E-Mail
WhatsApp
Telegram
 କେଶରେ ତେଲ ଲଗାଇବା ପାଇଁ କେଉଁ ଦିନ ଶୁଭ ଜାଣନ୍ତୁ.....

କେଶକୁ ସୁସ୍ଥ ରଖିବା ପାଇଁ ତେଲର ବ୍ୟବହାର କରାଯାଏ । ତେଲ ଲଗାଇବା ଦ୍ୱାରା କେଶ ମଜଭୁତ ହୋଇଥାଏ । ମହିଳାଙ୍କ ତୁଳନାରେ ପୁରୁଷମାନେ ନିୟମିତ ତେଲର ବ୍ୟବହାର କରି ଥାଆନ୍ତି । କେଶ ବ୍ୟତୀତ ଶରୀରରେ ମଧ୍ୟ ତେଲ ମାଲିସ କରିବା ଦ୍ୱାରା ଶରୀର ସୁସ୍ଥ, ଚିକ୍କଣ ରହିଥାଏ । ବିଶେଷ କରି ଶୀତ ଦିନରେ ଶରୀରରେ ତେଲ ମାଲିସ୍‌ କରିବା ଦ୍ୱାରା ଶୁଷ୍କତା ସମସ୍ୟା ଦୂର ହୋଇଥାଏ ।
ମାତ୍ର ଜ୍ୟୋତିଷ ଶାସ୍ତ୍ର ଅନୁସାରେ ତେଲ ସହ ଜଡିତ କିଛି ନିୟମ ବର୍ଣ୍ଣନା କରାଯାଇଛି । ଜାଣନ୍ତୁ..
ଯେପରି କେଶ କାଟିବା ପାଇଁ ବାରର ମହତ୍ତ୍ୱ ରହିଛି, ସେହିପରି ତେଲ ଲଗାଇବା ପାଇଁ ମଧ୍ୟ ବାରର ମହତ୍ତ୍ୱ ରହିଛି । ଶାସ୍ତ୍ରରେ ତେଲ ଲଗାଇବା ପାଇଁ ଶୁଭ ଦିନ ବର୍ଣ୍ଣନା କରାଯାଇଛି । କେଉଁ ବାରରେ ତେଲ ଲଗାଇଲେ ଧନ ଅଭାବ, ଆର୍ଥିକ ସମସ୍ୟା ଲାଗି ରହେ, ତାହା ମଧ୍ୟ ମାନ୍ୟତା ରହିଛି । ନିୟମର ପାଳନ ନକରିବା ଦ୍ୱାରା ଜାତକରେ ଗ୍ରହଙ୍କ କୁପ୍ରଭାବ ସହ କାଙ୍ଗାଳ କରି ଦେଇଥାଏ ।

ମଙ୍ଗଳବାର – ମଙ୍ଗଳବାର କେଶରେ ତେଲ ଲଗାଇଲେ ଜୀବନରେ ସର୍ବଦା ଦୁଃଖ ଲାଗି ରହିଥାଏ । କିଛି ନା କିଛି ସମସ୍ୟା ଜୀବନରେ ଲାଗି ରହିଥାଏ ।

ଶୁକ୍ରବାର – ଏହି ଦିନ ତେଲ ଲଗାଇଲେ କର୍ମକ୍ଷେତ୍ରରେ ସମସ୍ୟା ହୋଇଥାଏ । ଗୋଟିଏ କାମ ଦୀର୍ଘ ଦିନ ଧରି ଅଟକି ରହିଥାଏ ।

ଗୁରୁବାର – ଏହି ଦିନ ତେଲ ଲଗାଇଲେ ସୌଭାଗ୍ୟ ଦୂର ହୋଇଯାଏ । ଜୀବନରେ ସମସ୍ୟା ଲାଗି ରହିଥାଏ ।

ରବିବାର – ଧାର୍ମିକ ମାନ୍ୟତା ଅନୁସାରେ ରବିବାର ତେଲ ଲଗାଇଲେ ସବୁବେଳେ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିଥାଏ ।

ମାନ୍ୟତା ଅନୁସାରେ, ସୋମବାର ତେଲ ଲଗାଇବା ଦ୍ୱାରା ସୌନ୍ଦର୍ୟ୍ୟ ବୃଦ୍ଧି ହୋଇଥାଏ ।

ବୁଧବାର ତେଲ ଲଗାଇବା ଦ୍ୱାରା ସୌଭାଗ୍ୟ ବୃଦ୍ଧି ସହ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିଥାଏ ।

ଶନିବାର ତେଲ ଲଗାଇବା ଦ୍ୱାରା ସଦ୍‌ବୁଦ୍ଧି ସହ ଧନ ସମ୍ପତ୍ତି ବୃଦ୍ଧି ହୋଇଥାଏ ।

Powered by Froala Editor

Tags Oil

Related articles Odisha News Lens 4.1

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14392
    Jul 15, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ
    ବିଶେଷ

    ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13810
    Jul 15, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13694
    Jul 16, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15272
    Jul 15, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...
    ଦେଶ-ଦେଶାନ୍ତର

    ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...

    15026
    Jul 15, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା
    ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13885
    Jul 15, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14213
    Jul 14, 2026
  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15448
    Jul 15, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ
    ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14966
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15448
    Jul 15, 2026
  • ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13885
    Jul 15, 2026
  • ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14392
    Jul 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16978
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17588
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18042
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13810
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14603
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14888
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15639
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15746
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15794
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13743
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14661
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15849
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13810
    Jul 15, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ବିଲ୍‌ରେ ବଡ ପରିବର୍ତ୍ତନ, ଜାଣନ୍ତୁ କ’ଣ?

    15026
    Jul 15, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13694
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In