Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶେଷଯାତ୍ରାରେ ମନମୋହନ ସିଂହଙ୍କ ପାର୍ଥିବ ଶରୀର

ଶେଷଯାତ୍ରାରେ ମନମୋହନ ସିଂହଙ୍କ ପାର୍ଥିବ ଶରୀର

2024-12-28 06:48:28
16426
Share:
Facebook
Twitter
E-Mail
WhatsApp
Telegram
ଶେଷଯାତ୍ରାରେ ମନମୋହନ ସିଂହଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ: ଶେଷଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର। ଶନିବାର ସକାଳୁ ମନମୋହନଙ୍କ ପାର୍ଥିବ ଶରୀରକୁ ତାଙ୍କ ବାସଭବନରୁ ନୂଆଦିଲ୍ଲୀସ୍ଥିତ କଂଗ୍ରେସ କାର୍ୟ୍ୟାଳୟ ଅଭିମୁଖେ ନିଆଯାଇଛି। କଂଗ୍ରେସ କାର୍ୟ୍ୟାଳୟରେ ଦଳୀୟ ସାଂସଦ ଓ ନେତାମାନେ ଶେଷ ଦର୍ଶନ କରିବେ। ଏହା ପରେ ବିରାଟ ଶୋଭାଯାତ୍ରାରେ ପାର୍ଥିବ ଶରୀରକୁ ନିଗମବୋଧ ଘାଟକୁ ନିଆଯିବ। ସେଠାରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ। ଶେଷ ଯାତ୍ରାରେ ହଜାର ହଜାର ଲୋକଙ୍କ ସମାଗମ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯାତ୍ରା ସମୟରେ ଉପସ୍ଥିତ ରହିଛନ୍ତି।

ଗତ ଗୁରୁବାର ରାତିରେ ନୂଆଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ଡ. ସିଂହଙ୍କ ନିଧନ ଘଟିଥିଲା। ତାଙ୍କୁ ୯୨ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟାରେ ସେ ପୀଡ଼ିତ ଥିଲେ। ଗୁରୁବାର ସନ୍ଧ୍ୟାରେ ସ୍ବାସ୍ଥ୍ୟାବସ୍ଥା ହଠାତ ବିଗିଡ଼ି ଯିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନଙ୍କ ବହୁ ଚେଷ୍ଟା ସତ୍ବେ ତାଙ୍କ ଜୀବନ ରକ୍ଷା କରାଯାଇପାରି ନ ଥିଲା। ସାରା ଦେଶ ପାଇଁ ଏହା ଏକ ଦୁଃଖଦ ଘଟଣା ହୋଇଥିବାବେଳେ ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି।

Powered by Froala Editor

Tags Monmohan singh

Related articles Odisha News Lens 4.1

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14953
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14001
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    14026
    Aug 19, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14008
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14127
    Aug 19, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13605
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13599
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14178
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15078
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    14026
    Aug 19, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14727
    Aug 20, 2026
  • ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13599
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17666
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14953
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15974
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13892
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14920
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14693
    Aug 10, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13999
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14263
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15280
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15078
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14127
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13599
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In