Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୩୩ବର୍ଷର କ୍ୟାରିଅରରେ ପ୍ରଥମ ଜାତୀୟ ...

  • ଭୂସ୍ଖଳନ ପରେ ଅମରନାଥ ଯାତ୍ରା ସ୍ଥଗିତ

  • ଓଡ଼ିଆ ଫିଚର ଫିଲ୍ମ ‘ପୁଷ୍କରା’କୁ ଜାତୀୟ ...

  • ରୋଷେୟାଙ୍କ ରୋଜଗାର ଶୁଣି ହୋସ୍ ଉଡିଯିବ: ...

  • ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ...

  • ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ ...

  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ...

  • ବହୁ ଉପାଦେୟ ମେଥିପାଣି

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ...

ରାଜ୍ୟ
Home ›› ରାଜ୍ୟ ››ପୁରୁଲିଆରେ ଲୁଚିଛି ଜିନତ, ଟ୍ରାଙ୍କୁଲାଇଜ୍ ପାଇଁ ଜଗିଛି ଟିମ୍

ପୁରୁଲିଆରେ ଲୁଚିଛି ଜିନତ, ଟ୍ରାଙ୍କୁଲାଇଜ୍ ପାଇଁ ଜଗିଛି ଟିମ୍

2024-12-28 20:11:07
15473
Share:
Facebook
Twitter
E-Mail
WhatsApp
Telegram
ପୁରୁଲିଆରେ ଲୁଚିଛି ଜିନତ, ଟ୍ରାଙ୍କୁଲାଇଜ୍ ପାଇଁ ଜଗିଛି ଟିମ୍

ଶିମିଳିପାଳରୁ ଜିନତ ପଳାଇବା ପରେ ବନବିଭାଗକୁ ନିଦ ଆସୁନି । ସେପଟେ ପଶ୍ଚିମବଙ୍ଗରେ ଯାଇ ବୁଲୁଛି ବାଘୁଣୀ ‘ଜିନତ’ । ୩-୪ଦିନ ହେବ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲା ଅନ୍ତର୍ଗତ ରାଇକିଆ ପାହାଡ଼ ଗୁମ୍ଫାରେ ଲୁଚି ରହିଥିବା ଜଣାପଡ଼ିଛି । ତେଣୁ ପଶ୍ଚିମବଙ୍ଗ ଓଡ଼ିଶାର ଟ୍ରାଙ୍କୁଲାଇଜ୍ ଟିମ୍ ବାଘର ଗତିବିଧି ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି । ପିସିସିଏଫ୍ ବନ୍ୟପ୍ରାଣୀ ପ୍ରକାଶ କୁମାର ଝା କହିଛନ୍ତି, ପୂର୍ବରୁ ଜିନ୍ନତ ରାଇକିଆ ପାହାଡ଼ର ଗୁମ୍ଫାରେ ଲୁଚିଥିଲା । ବର୍ତ୍ତମାନ ସେ ଏକ ପୁରୁଲିଆ ଜିଲ୍ଲାର ଡ୍ୟାମ୍ ସ୍ଥାନରେ ବୁଲୁଛି ।

ଶୁକ୍ରବାର ଜିନ୍ନତ ଉକ୍ତ ଗୁମ୍ଫାରୁ ବାହାରି ସ୍ଥାନୀୟ ମନବଜାର ଫରେଷ୍ଟ ବ୍ଲକ ଅଞ୍ଚଳରେ ଥିବା ଏକ ବାଉଁଶ ବୁଦା ଓ ଡ୍ୟାମ୍ ଏରିଆରେ ବୁଲୁଥିବା ଲୋକେ ଦେଖିଥିଲେ । ବାଉଁଶବୁଦାରେ ବାଘକୁ ଦେଖି ଲୋକେ ଭୟଭୀତ ହୋଇପଡିଥିଲେ । ଖବର ପାଇ ବନବିଭାଗ ପହଞ୍ôଚଥିଲା । କିନ୍ତୁ ପୁଣି ଚକ୍‌ମା ଦେଇ ଲୁଚି ଯାଇଥିଲା ବାଘୁଣୀ । ଏପଟେ ଗାଁର ୨ରୁ ୩ଟି ଛେଳି ସହ କିଛି ଗୋରୁଙ୍କୁ ଜିନ୍ନତ ଆକ୍ରମଣ କରିବାକୁ ଚେଷ୍ଟା କରିଛି ଜିନତ । ତେଣୁ ଜଙ୍ଗଲକୁ ନଯିବା ପାଇଁ ବନବିଭାଗ ବାରମ୍ବାର ପ୍ରଚାର ମଧ୍ୟ କରୁଛି । ଶନିବାର ଦିନ ତମାମ ଉଭୟ ପଶ୍ଚିମବଙ୍ଗ ଓ ଓଡ଼ିଶାର ୪ଟି ଟ୍ରାଙ୍କୁଲାଇଜ୍ ଟିମ୍ ଜିନତକୁ ଧରିବା ପାଇଁ କୌଶଳ ଲଗାଇଥିଲେ । ମାତ୍ର ବିଫଳ ହୋଇଥିଲେ ।

ପ୍ରକାଶ ଥାଉକି, ଜିନତକୁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣା ଯାଇଥିଲା । ପ୍ରଥମେ ତାଙ୍କୁ ଶିମିଳିପାଳରେ ଏନକ୍ଲୋଜରରେ ରଖାଯାଇଥିଲା । ପରେ ଶିମିଳିପାଳର କୋର ଏରିଆ ଭିତରେ ଛାଡ଼ି ଦିଆଯାଇଥିଲା । ହେଲେ ଗତ ୧୦ ତାରିଖରେ ଜିନ୍ନତ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ପଳାଇଛି ।


Powered by Froala Editor

Tags zeenat

Related articles Odisha News Lens 4.1

  • ୩୩ବର୍ଷର କ୍ୟାରିଅରରେ ପ୍ରଥମ ଜାତୀୟ ପୁରସ୍କାର
    ମନୋରଞ୍ଜନ

    ୩୩ବର୍ଷର କ୍ୟାରିଅରରେ ପ୍ରଥମ ଜାତୀୟ ପୁରସ୍କାର

    14547
    Aug 02, 2025
  •  ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା

    13944
    Aug 02, 2025
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....
    ବିଶେଷ

    ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14972
    Aug 02, 2025
  • ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ଜାଣନ୍ତୁ କ’ଣ?

    15464
    Aug 02, 2025
  •  ବହୁ ଉପାଦେୟ ମେଥିପାଣି
    ବିଶେଷ

    ବହୁ ଉପାଦେୟ ମେଥିପାଣି

    15004
    Aug 02, 2025
  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ
    ଦେଶ-ଦେଶାନ୍ତର

    ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14785
    Aug 02, 2025
  • ରୋଷେୟାଙ୍କ ରୋଜଗାର ଶୁଣି ହୋସ୍ ଉଡିଯିବ: ପ୍ରତିଦିନ ୩୦ ମିନିଟ୍‌, ଘର ପିଛା ୧୮ ହଜାର ...
    ଦେଶ-ଦେଶାନ୍ତର

    ରୋଷେୟାଙ୍କ ରୋଜଗାର ଶୁଣି ହୋସ୍ ଉଡିଯିବ: ପ୍ରତିଦିନ ୩୦ ମିନିଟ୍‌, ଘର ପିଛା ୧୮ ହଜାର ...

    15326
    Aug 02, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...
    ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...

    14170
    Aug 01, 2025
  • ଓଡ଼ିଆ ଫିଚର ଫିଲ୍ମ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ଓଡ଼ିଆ ଫିଚର ଫିଲ୍ମ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    13429
    Aug 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୋଷେୟାଙ୍କ ରୋଜଗାର ଶୁଣି ହୋସ୍ ଉଡିଯିବ: ପ୍ରତିଦିନ ୩୦ ମିନିଟ୍‌, ଘର ପିଛା ୧୮ ହଜାର ଟଙ୍କା

    15326
    Aug 02, 2025
  • ବିଶେଷ

    ବହୁ ଉପାଦେୟ ମେଥିପାଣି

    15004
    Aug 02, 2025
  • ମନୋରଞ୍ଜନ

    ଓଡ଼ିଆ ଫିଚର ଫିଲ୍ମ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    13429
    Aug 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16650
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17088
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15569
    Apr 03, 2021

ବିଶେଷ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14972
    Aug 02, 2025
  • ବହୁ ଉପାଦେୟ ମେଥିପାଣି

    15004
    Aug 02, 2025
  • ଏମିତି କଲେ ଘରୁ ଦୂରେଇ ଯିବେ ଝିଟିପିଟି

    14668
    Jul 31, 2025
  • ଉପକାରୀ ଗୁଣରେ ଭରପୁର ଭିଟାମିନ୍‌-ଇ’

    14600
    Jul 31, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    15193
    Jul 30, 2025

ବାଣିଜ୍ୟ

ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

ନୂଆଦିଲ୍ଲୀ: ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନି ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ଭାବରେ ଶ୍ରୀ କେ ଜେ ପଟେଲଙ୍କ ନାମ ଘୋଷଣା କରିଛନ୍ତି । ଶ୍ରୀ ପଟେଲ ଡାଇରେକ୍ଟର, ଟେକ୍‌ନିକାଲ, ଇଫ୍&z ...

  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14258
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14720
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14811
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14157
    Jul 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋଷେୟାଙ୍କ ରୋଜଗାର ଶୁଣି ହୋସ୍ ଉଡିଯିବ: ପ୍ରତିଦିନ ୩୦ ମିନିଟ୍‌, ଘର ପିଛା ୧୮ ହଜାର ଟଙ୍କା

    15326
    Aug 02, 2025
  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14785
    Aug 02, 2025
  • ଓଡ଼ିଆ ଫିଚର ଫିଲ୍ମ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    13429
    Aug 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In