Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ବିଶେଷ
Home ›› ବିଶେଷ ››ଶଙ୍ଖ ଫୁଙ୍କିଲେ ଦୂର ହୁଏ ମାନସିକ ଦୁଶ୍ଚିନ୍ତା

ଶଙ୍ଖ ଫୁଙ୍କିଲେ ଦୂର ହୁଏ ମାନସିକ ଦୁଶ୍ଚିନ୍ତା

2024-12-29 10:35:49
15811
Share:
Facebook
Twitter
E-Mail
WhatsApp
Telegram
ଶଙ୍ଖ ଫୁଙ୍କିଲେ ଦୂର ହୁଏ ମାନସିକ ଦୁଶ୍ଚିନ୍ତା

ହିନ୍ଦୁ ଧର୍ମରେ ଶଙ୍ଖର ବିଶେଷ ମହତ୍ୱ ରହିଛି। ଶଙ୍ଖ ଫୁଙ୍କିବା ଏକ ସୁନ୍ଦର ପ୍ରାକୃତିକ କଳା। ଶଙ୍ଖ ସହ ଭଗବାନ ଶ୍ରୀକୃଷ୍ଣଙ୍କ ସମ୍ପର୍କ  ରହିଛି। ନକାରାତ୍ମକ ଶକ୍ତି ଦୂର କରିଥାଏ।  ପ୍ରତିଟି କାମ ଆରମ୍ଭରେ ଶଙ୍ଖର ବ୍ୟବହାରକୁ ଶୁଭ ମନାଯାଇଥାଏ। ଏହା ସହ  ଶଙ୍ଖ ଫୁଙ୍କିବା ଏକ ବ୍ୟାୟାମ ଓ ଏହା ଶରୀରକୁ ସୁସ୍ଥ ରଖେ। ଆସନ୍ତୁ ଜାଣିବା ପ୍ରତିଦିନ ଶଙ୍ଖ ଫୁଙ୍କିଲେ ଶରୀରକୁ କେଉଁ ପ୍ରକାର ଫାଇଦା ମିଳିଥାଏ।

୧. ଶଙ୍ଖ ବଜାଇବା ଦ୍ୱାରା ମୁତ୍ରପଥ ,ମୁତ୍ରାଶୟ ,ତଳି ପେଟ, ଛାତି ଏବଂ ତଣ୍ଟିର ମାସଂପେଶୀ ସୁସ୍ଥ ରହିଥାଏ ।ଏହା ମଳଦ୍ୱାରର ମାସଂପେଶୀ ମଜଭୁତ  ରହିଥାଏ ।

୨. ଶଙ୍ଖ ଫୁଙ୍କିବା ଦ୍ୱାରା ଆପଣଙ୍କ ଥାଏରଏଡ୍ ଗ୍ରନ୍ଥି ଏବଂ ଭୋକାଲ କର୍ଡସ୍‌ର ସଠିକ ବ୍ୟାୟାମ ହୋଇଥାଏ ।  ଠିକ୍‌ଭାବେ କଥା କହିପାରୁ ନଥିଲେ ପାଟି ଲାଗୁଥିଲେ ଶଙ୍ଖ ଫୁଙ୍କିବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ ।

୩. ଶଙ୍ଖ ଫୁଙ୍କିବା ଦ୍ୱାରା  ମାସଂପେଶୀ ପ୍ରସାରଣ  ସଠିକ ଭାବେ ହୋଇଥାଏ ।ଏହା ଚେହେରାର କୁଞ୍ଚନ ଦୂର କରିଥାଏ।

୪. ରାତିରେ ଶଙ୍ଖରେ ପାଣି ଭର୍ତ୍ତି କରି ସକାଳୁ ସେହି ପାଣିକୁ ମୁଁହରେ ମାଲିସ କଲେ  ତ୍ୱଚା ସମ୍ବଦ୍ଧୀୟ ସମସ୍ୟା ଦୂର ହୋଇଥାଏ ।

୫. ଶଙ୍ଖ ଫୁଙ୍କିବା ଦ୍ୱାରା ମାନସିକ ଦୁଶ୍ଚିନ୍ତା ଦୂର ହୋଇଥାଏ । ଶଙ୍ଖ ବଜାଇବା ସମୟରେ ମୁଣ୍ଡରୁ  ଖରାପ ଚିନ୍ତା ଚାଲିଯାଇଥାଏ। ଏହା ଅନେକ ରୋଗକୁ ମଧ୍ୟ ଦୂର କରିଥାଏ।

୬. ନିୟମିତ ଶଙ୍ଖ ବଜାଉଥିବା ଲୋକଙ୍କୁ ହାର୍ଟଆର୍ଟାକ୍‌ର  ଆଶଙ୍କା ରହେନାହିଁ। ଶଙ୍ଖ ବଜାଇବା ଦ୍ୱାରା ଯକୃତ ସୁସ୍ଥ ରହିଥାଏ ।

୭. କଥା ସ୍ପଷ୍ଟ କହିପନାରୁନଥବା ଶିଶୁ  ଶଙ୍ଖ ବଜାଇଲେ ଉଚ୍ଚାରଣ ସ୍ପଷ୍ଟ ହୋଇଥାଏ।

Powered by Froala Editor

Tags Sankha

Related articles Odisha News Lens 4.1

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14054
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14857
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13657
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14019
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13626
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15421
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14138
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13834
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14085
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14054
    Oct 17, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14748
    Oct 17, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14138
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15121
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14666
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14769
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15771
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14444
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14604
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14857
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15421
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14054
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In