Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟ ଶପଥ ନେଇ ଆଶଙ୍କା, ୧୧୮ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

Home ›› ››ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ

ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ

2024-12-31 06:50:27
15601
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ

ପୁରୀ : ବିଦାୟ ନେବ ୨୦୨୪ । ୨୦୨୫ ନୂଆବର୍ଷକୁ ସ୍ଵାଗତ କରିବା ଲାଗି ସବୁଠି ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଶିଷ ନେବାକୁ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଡିସେମ୍ବର ୩୧ , ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ  ଦର୍ଶନ ଲାଗି  ଲମ୍ବା ଧାଡ଼ିରେ ଛିଡା ହୋଇ ଭକ୍ତମାନେ ଅପେକ୍ଷା କରି ରହିଛନ୍ତି। ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ କେବଳ ସିଂହଦ୍ଵାର ପଟେ ଭକ୍ତମାନେ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଛି। ୩୧ ତାରିଖ ରାତିଠାରୁ ୧ ତାରିଖ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଶୃଙ୍ଖଳିତ ଦର୍ଶନ ସହିତ ସହରରେ ଟ୍ରାଫିକ ସୁପରିଚାଳନା, ଆଇନଶୃଙ୍ଖଳା ରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।

Powered by Froala Editor

Tags Puri temple

Related articles Odisha News Lens 4.1

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13790
    May 05, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13936
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14911
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15230
    May 06, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14172
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15164
    May 05, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15585
    May 05, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15394
    May 07, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13616
    May 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13790
    May 05, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15230
    May 06, 2026
  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13616
    May 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14911
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15090
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13881
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14103
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14294
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15379
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13928
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13616
    May 06, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15230
    May 06, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13936
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In