Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ରିଲ୍‌ରେ ରିୟଲ୍ ଲାଇଫ୍ ଛୁଙ୍କ : ଆସୁଛନ୍ତି ‘ୱାଇଫ୍‌’

ରିଲ୍‌ରେ ରିୟଲ୍ ଲାଇଫ୍ ଛୁଙ୍କ : ଆସୁଛନ୍ତି ‘ୱାଇଫ୍‌’

2024-12-31 20:27:39
16983
Share:
Facebook
Twitter
E-Mail
WhatsApp
Telegram
ରିଲ୍‌ରେ ରିୟଲ୍ ଲାଇଫ୍ ଛୁଙ୍କ : ଆସୁଛନ୍ତି ‘ୱାଇଫ୍‌’

ଜାନୁଆରୀ ୩ ତାରିଖରେ ବଡ଼ ଦରଦାକୁ ଆସିବ ବର୍ଷା ପ୍ରିୟଦର୍ଶିନୀଙ୍କ ‘ୱାଇଫ୍‌’। ଏହି ଫିଲ୍ମରେ ବର୍ଷା ମୁଖ୍ୟ ଚରିତ୍ରରେ ଥିବା ବେଳେ ନିଜେ ସହ ପ୍ରଯୋଜିକା ଅଛନ୍ତି। ଏହାର କାହାଣୀ ସତ ଘଟଣା ଉପରେ ଆଧାରିତ ନା କାଳ୍ପନିକ, ତାକୁ ନେଇ ନାନା ଚର୍ଚ୍ଚା ହେଉଛି। ଗୋଟିଏ ପଟେ ଅନୁଭବଙ୍କ ଜୀବନକୁ ନେଇ ଦିଲ୍ଲୀର ଖବରଦାତା ଜାଗୃତି ଶୁକ୍ଳା ‘ବ୍ଲକବଷ୍ଟର ଟୁ ବାଲାଟ ବକ୍ସ’ ନାମକ ଏକ ପୁସ୍ତକ ରଚନା କରୁଥିବା ବେଳେ ଏବେ ବର୍ଷା ନିଜର ଅପକମିଂ ଫିଲ୍ମକୁ ନେଇ ଖବର ଚର୍ଚ୍ଚାକୁ ଆସିଛନ୍ତି।

ଫିଲ୍ମରେ ହିରୋ ଜୟଜିତଙ୍କୁ ବିବାହ କରୁଛନ୍ତି ମାହି ଚରିତ୍ରରେ ଥିବା ବର୍ଷା। ସ୍ୱାମୀ ତାଙ୍କର ଜଣେ ବିଜ୍‌ନେସ୍‌ ମ୍ୟାନ୍‌। କିଛିଦିନ ବେଶ ହସଖୁସିରେ ରୋମାଣ୍ଟିକ ଜୀବନ ବିତୁଥିବା ବେଳେ ହଠାତ ସ୍ବାମୀସ୍ତ୍ରୀଙ୍କ ସମ୍ପର୍କରେ ତୃତୀୟ ମହିଳାଙ୍କ ଏଣ୍ଟ୍ରୀ ହେଉଛି। ସେ ପେସାରେ ଜଣେ ମହିଳା ଖବରଦାତା। ସ୍ବାମୀ ତାଙ୍କ ପ୍ରେମରେ ଉବୁଟୁବୁ ହେବା ଯୋଗୁ ବୈବାହିକ ଜୀବନରେ ଝଡ଼ ଉଠୁଛି । ଶେଷରେ ବର୍ଷାଙ୍କ ସ୍ବାମୀ ତାଙ୍କଠାରୁ ଛାଡ଼ପତ୍ର ଚାହୁଁଛନ୍ତି। ବିଚ୍ଛେଦର ସବୁ କାରଣ ସେ ସ୍ତ୍ରୀଙ୍କ ମୁଣ୍ଡରେ ଠେଲିଦେଇ ଦୋଷୀ କରିବାକୁ ପଛାଉ ନାହାନ୍ତି।

ଏହାକୁ ଦେଖିଲେ ହଠାତ ଏହା ବର୍ଷା ଅନୁଭବଙ୍କ ଜୀବନ କାହାଣୀ ବୋଲି ଦର୍ଶକେ ଭାବିବାକୁ ବାଧ୍ୟ ହେବେ। ତେବେ ଏହା କେବଳ ଏକ କାହାଣୀ ବୋଲି ବର୍ଷା କହିଛନ୍ତି।

Powered by Froala Editor

Tags wife

Related articles Odisha News Lens 4.1

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13613
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15139
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14208
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13721
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15425
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15300
    Oct 03, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13460
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14683
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14806
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13721
    Oct 04, 2026
  • ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15425
    Oct 04, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14806
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17151
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17842
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18220
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14205
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15438
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14111
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15849
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15416
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14349
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15300
    Oct 03, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13721
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13460
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In