Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ବିଶେଷ
Home ›› ବିଶେଷ ››ଏମିତି ଲକ୍ଷଣ ସବୁକୁ କରନ୍ତୁନି ଅଣଦେଖା

ଏମିତି ଲକ୍ଷଣ ସବୁକୁ କରନ୍ତୁନି ଅଣଦେଖା

2025-01-02 14:36:37
16399
Share:
Facebook
Twitter
E-Mail
WhatsApp
Telegram
ଏମିତି ଲକ୍ଷଣ ସବୁକୁ କରନ୍ତୁନି ଅଣଦେଖା

ଅନେକ ସମୟରେ ଆପଣ ଶରୀରରେ ଯନ୍ତ୍ରଣା ଅନୁଭବ କରୁଥିବେ। ଯାହାକୁ ଆପଣ ଅଣଦେଖା କରିଥାଆନ୍ତି। ଡାକ୍ତରଙ୍କ ପରାମର୍ଶ ମଧ୍ୟ ନେଇନଥାଆନ୍ତି, କିନ୍ତୁ ଏପରି କଲେ ଆପଣଙ୍କ ଯନ୍ତ୍ରଣା ଗୁରୁତର ହେବାର ଆଶଙ୍କା ରହିଛି।

ଆଜି ଆମେ ଆପଣଙ୍କୁ ଏମିତି କିଛି ଲକ୍ଷଣ ବିଷୟରେ କହିବୁ, ଯାହା ଦେଖାଦେଲେ ଭବିଷ୍ୟତରେ ଏହା ଶରୀରକୁ କ୍ଷତି ପହଞ୍ଚାଇଥାଏ। ଆସନ୍ତୁ ଜାଣିବା ସେହି ଲକ୍ଷଣ ଗୁଡ଼ିକ ବିଷୟରେ।

୧. ଅତ୍ୟଧିକ ମୁଣ୍ଡ ବିନ୍ଧିବା
ଆପଣଙ୍କର ଅନେକ ସମୟରେ ମୁଣ୍ଡ ବିନ୍ଧୁଥିବ। କେହି କେହି ଏହାକୁ ଅଣଦେଖା କରି ଦେଇଥାଆନ୍ତି। ଯଦି ଅଚାନକ ଭାବେ ମୁଣ୍ଡ ବିନ୍ଧିବାକୁ ଲାଗେ ଏବଂ ଏପରି ସମସ୍ୟା ପ୍ରତିଦିନ ଦେଖାଦିଏ, ତେବେ ଏହା ଗମ୍ଭୀର ସମସ୍ୟା ଆଡ଼କୁ ଗତି କରେ। ଏହାକୁ ଆମେ ଏନ୍ୟୁରିଜିମ୍‌ ବା ରକ୍ତ ବାହିକାରେ କୌଣସି ସମସ୍ୟା ଥିବା ବୁଝିଥାଉ। ଯଦି ମସ୍ତିଷ୍କର ରକ୍ତ ବାହିକାରେ ଏହି ସମସ୍ୟା ଦେଖାଦିଏ, ତେବେ ଏହା ଆପଣଙ୍କୁ ବିପଦରେ ପକାଇଥାଏ।
୨. ଛାତିରେ ଯନ୍ତ୍ରଣା ହେବା
ଛାତିରେ ଯନ୍ତ୍ରଣା ହେବାର ଅର୍ଥ ନୁହେଁ, ଆପଣଙ୍କର ହୃଦ୍‌ଜନିତ କୌଣସି ସମସ୍ୟା ଅଛି। ଏହାର କାରଣ ରକ୍ତରେ ଜମାଟ ବାନ୍ଧିବା, ଫୁସ୍‌ଫୁସ୍‌ରେ ସମସ୍ୟା କିମ୍ବା ଅନ୍ୟ କୌଣସି କାରଣ ମଧ୍ୟ ହୋଇପାରେ। ବେହୋସ୍‌ ହୋଇଯିବା, ବାନ୍ତି କରିବା ଏବଂ ଝାଳ ବାହାରିବା କାରଣରୁ ମଧ୍ୟ ଛାତିରେ ଯନ୍ତ୍ରଣା ହୋଇଥାଏ।

୩. ଗୋଟିଏ ଆଖିକୁ ଦେଖା ନଯିବା
ଗୋଟିଏ ପାଖ ଆଖିକୁ ଦେଖା ନଯିବାର କାରଣ ଆପଣଙ୍କ ଶରୀରରେ ଷ୍ଟ୍ରୋକ୍‌ ହେଉଛି। ମସ୍ତିଷ୍କରେ ଠିକ୍‌ ଭାବରେ ଅମ୍ଳଜାନ ନ ପହଞ୍ଚିଲେ, ଏହା ଶରୀରର ଗୋଟିଏ ପାଖରେ ସମସ୍ୟା ସୃଷ୍ଟି କରିଥାଏ।

୪. ନିଃଶ୍ୱାସ ନେବାରେ କଷ୍ଟ ହେବା
ଯଦି ଅଚାନକ ଭାବରେ ଆପଣଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ହେଉଛି, ତେବେ ଏହା ଚିନ୍ତାର ବିଷୟ। ଏହାକୁ ଅଣଦେଖା କରନ୍ତୁ ନାହିଁ। ଶରୀରରେ ହୋଇଥିବା ରକ୍ତ ଜମାଟ ଆପଣଙ୍କ ଫୁସ୍‌ଫୁସ୍‌ ଉପରେ ପ୍ରଭାବ ପକାଇଥାଏ। ଏଥିରେ ଆପଣଙ୍କ ପାଇଁ କାର୍ଡିଓଭାସ୍‌କୁଲାର୍‌  ସମସ୍ୟା ହେବାର ଆଶଙ୍କା ରହିଥାଏ।

୫. ଥକା ଅନୁଭବ କରିବା
ଅଧିକ କାମ କରିବା ପରେ ସମସ୍ତଙ୍କୁ ଥକା ଲାଗିଥାଏ। କିନ୍ତୁ ସବୁବେଳେ ଥକା ଲାଗିବାକୁ ହୃଦ୍‌ଘାତର ପ୍ରାରମ୍ଭିକ ସଙ୍କେତ ବୋଲି କୁହାଯାଏ।

୬. ଅଚାନକ ଓଜନ ବଢ଼ିବା ଏବଂ କମିବା
କୌଣସି କାରଣ ନଥାଇ ଯଦି ଆପଣଙ୍କର ଓଜନ କମୁଛି ଏବଂ ଅଚାନକ ଭାବେ ବଢ଼ୁଛି, ତେବେ ଆପଣଙ୍କୁ କ୍ୟାନସର୍‌ ହେବାର ଆଶଙ୍କା ରହିଛି। ଏହା ବ୍ୟତୀତ ଆପଣଙ୍କର ଥାଇରଏଡ୍‌ ଏବଂ ଲିଭର୍‌ ସମସ୍ୟା ମଧ୍ୟ ହୋଇପାରେ।

Powered by Froala Editor

Tags Health problem

Related articles Odisha News Lens 4.1

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15286
    Nov 17, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13831
    Nov 18, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14023
    Nov 17, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14349
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15580
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14276
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14290
    Nov 17, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13606
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14656
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14276
    Nov 17, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15580
    Nov 18, 2025
  • ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13606
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14290
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16110
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15154
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14431
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15289
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14314
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13831
    Nov 18, 2025
  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14349
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14290
    Nov 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In