Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

Home ›› ››ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

2025-01-06 20:18:11
16052
Share:
Facebook
Twitter
E-Mail
WhatsApp
Telegram
ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ନିଜ ସରକାର ଏବଂ ବ୍ୟକ୍ତିଗତ ସମାଲୋଚନା ମଧ୍ୟରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଦେଶକୁ ସମ୍ବୋଧିତ କରି ୫୩ ବର୍ଷୀୟ ଟ୍ରୁଡୋ ନିଜର ଇସ୍ତଫା ଘୋଷଣା କରିଛନ୍ତି।

୨୦୧୫ରୁ ଜଷ୍ଟିନ ଟ୍ରୁଡୋ କାନାଡାର ପ୍ରଧାନମନ୍ତ୍ରୀ ଥିଲେ । ତେବେ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରେ ସେ ପର୍ଯ୍ୟନ୍ତ ରହିବେ ଯେ ପର୍ଯ୍ୟନ୍ତ ନୂତନ ପ୍ରଧାନମନ୍ତ୍ରୀ ଚୟନ ହୋଇନାହାନ୍ତି। ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଟ୍ରୁଡୋ ଲିବରାଲ ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ନେତୃତ୍ୱ ପ୍ରସଙ୍ଗରେ ନିଷ୍ପତ୍ତି ନେବ । ଚଳିତ ସପ୍ତାହରେ ଏହି ବୈଠକ ହେବାର କାର୍ଯ୍ୟକ୍ରମ ରହିଛି।

ଗତ କିଛି ବର୍ଷ ହେଲା କାନାଡାରେ ଟ୍ରୁଡୋଙ୍କ ଲୋକପ୍ରିୟତା କମିଚାଲିଥିଲା । ନିଜର ବିଭିନ୍ନ ପଦକ୍ଷେପ ନେଇ ସେ ନିଜ ଦେଶରେ ଓ ବାହାରେ ବିବାଦୀୟ ଥିଲେ । ଫଳରେ ଲିବରାଲ ପାର୍ଟି ପାଇଁ ସେ ଏକ ବୋଝ ସଦୃଶ ହୋଇଯାଇଥିଲେ ।

ଜଷ୍ଟିନ ଟ୍ରୁଡୋ ସାମ୍ବାଦିକ ସମ୍ମିଳନୀରେ କହିଥିଲେ,  ‘ମୁଁ ପାର୍ଟିର ନୂତନ ନେତା ଚୟନ କରିବାକୁ କହିଛି ଏବଂ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଉଛି। ” ଆସନ୍ତା ୨୪ ମାର୍ଚ୍ଚ ପର୍ଯ୍ୟନ୍ତ ସଂସଦ କାର୍ଯ୍ୟ ସ୍ଥଗିତ ରହିବ। 

Powered by Froala Editor

Tags trudo

Related articles Odisha News Lens 4.1

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14697
    May 15, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14735
    May 16, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14483
    May 16, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13763
    May 16, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15302
    May 15, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14736
    May 15, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14422
    May 16, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14611
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14691
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14736
    May 15, 2026
  • ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14422
    May 16, 2026
  • ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15302
    May 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17477
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14697
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15198
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16026
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16194
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14636
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15402
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13961
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13763
    May 16, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15535
    May 15, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14697
    May 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In