Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ବଢି ଚାଲୁଛି ଏଚ୍‌ଏମ୍‌ପିଭି ସଂକ୍ରମିତଙ୍କ ସଂଖ୍ୟା, ଆଉ ୨ ଚିହ୍ନଟ

ଦେଶରେ ବଢି ଚାଲୁଛି ଏଚ୍‌ଏମ୍‌ପିଭି ସଂକ୍ରମିତଙ୍କ ସଂଖ୍ୟା, ଆଉ ୨ ଚିହ୍ନଟ

2025-01-07 10:11:24
16175
Share:
Facebook
Twitter
E-Mail
WhatsApp
Telegram
ଦେଶରେ ବଢି ଚାଲୁଛି ଏଚ୍‌ଏମ୍‌ପିଭି ସଂକ୍ରମିତଙ୍କ ସଂଖ୍ୟା, ଆଉ ୨ ଚିହ୍ନଟ

ମୁମ୍ବାଇ : ଚୀନରେ କାୟା ମେଲାଉଥିବା ଏଚ୍‌ଏମ୍‌ପିଭି ଭୂତାଣୁ ଭାରତରେ ଧିରେ ଧିରେ ବ୍ୟାପିବା ଆରମ୍ଭ କଲାଣି । ଗତ ୨ ଦିନ ମଧ୍ୟରେ ବଢି ଚାଲୁଛି ସଂକ୍ରମିତଙ୍କ ସଂଖ୍ୟା । କର୍ଣ୍ଣାଟକ ଓ ଗୁଜରାଟ ପରେ ମହାରାଷ୍ଟ୍ରର ନାଗପୁରରେ ମଧ୍ୟ ଏଚ୍‌ଏମ୍‌ପିଭି ଭୂତାଣୁରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରୁର ନାଗପୁରରେ ମଙ୍ଗଳବାର ଚିହ୍ନଟ ହୋଇଥିବା ପଜିଟିଭ୍‌ ମଧ୍ୟ ୨ ଜଣ ଶିଶୁ । ଏହି ଭୂତାଣୁର ଲକ୍ଷଣ ଏହି ୨ ଶିଶୁଙ୍କ ନିକଟରେ ଦେଖାଯାଇଛି। ୨ ଶିଶୁଙ୍କ ବୟସ ଯଥାକ୍ରମେ ୭ ଓ ୧୩ ବର୍ଷ ।
ନାଗପୁରର ହସ୍ପିଟାଲରେ ୨ ଶିଶୁଙ୍କୁ ଚିକିତ୍ସା ପାଇଁ ଅଣାଯାଇଥିଲା । ଶିଶୁଙ୍କ ନିକଟରେ କାଶ, ଜ୍ୱର ସମସ୍ୟା ଦେଖାଦେଇଛି ।
ମହାରାଷ୍ଟ୍ର ସରକାର ଏଚ୍‌ଏମ୍‌ପିଭି ଭୂତାଣୁକୁ ନେଇ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ତୁରନ୍ତ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ଯାଏଁ ଥିବା ସ୍ଥିତି ଅନୁଯାୟୀ, କେନ୍ଦ୍ର ସରକାର ସୂଚନା ଦେଇଛନ୍ତି, ଏଚ୍‌ଏମ୍‌ପିଭି ଭୂତାଣୁ ବୃଦ୍ଧି ପାଇବା ପରେ କରୋନା ଭଳି ସ୍ଥିତି ହେବାର ସମ୍ଭାବନା ନାହିଁ । ପ୍ରଥମ ଥର ଏହି ଭୂତାଣୁ ୨୦୦୧ରେ ନେଦରଲ୍ୟାଣ୍ଡରେ ମିଳିଥିଲା ।
ରିପୋର୍ଟ ଅନୁଯାୟୀ, କର୍ଣ୍ଣାଟକ, ତାମିଲନାଡୁ, ଗୁଜରାଟ ଓ ମହାରାଷ୍ଟ୍ରରେ ପ୍ରାୟ ୮ ଜଣ ସଂକ୍ରମିତ ଏଯାଏଁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବେଙ୍ଗାଲୁରୁ, ନାଗପୁର ଓ ତାମିଲନାଡୁରୁ ୨ ଲେଖାଏଁ ସାମିଲ ରହିଛି। ଗୁଜରାଟ ଓ ଅହମ୍ମଦାବାଦ୍‌ରେ ଗୋଟିଏ ମାମଲା ସାମ୍ନାକୁ ଆସିଛି।

Powered by Froala Editor

Tags Hmpv virous

Related articles Odisha News Lens 4.1

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14678
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15114
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15546
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13476
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14833
    May 20, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13847
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14420
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15575
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13558
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14139
    May 21, 2026
  • ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15114
    May 21, 2026
  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13847
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17487
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17923
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14420
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14185
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14424
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15487
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15095
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15413
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15152
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15645
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13976
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13558
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13476
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14420
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In