Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କାୟା ମେଲାଉଛି ଭାଇରସ୍‌, ଉହାନରେ ସ୍କୁଲ୍ ବନ୍ଦ ନିର୍ଦ୍ଦେଶ

କାୟା ମେଲାଉଛି ଭାଇରସ୍‌, ଉହାନରେ ସ୍କୁଲ୍ ବନ୍ଦ ନିର୍ଦ୍ଦେଶ

2025-01-07 20:10:13
15539
Share:
Facebook
Twitter
E-Mail
WhatsApp
Telegram
କାୟା ମେଲାଉଛି ଭାଇରସ୍‌, ଉହାନରେ ସ୍କୁଲ୍ ବନ୍ଦ ନିର୍ଦ୍ଦେଶ

ଗତକାଲି ଭାରତରେ ସ୍ୱାସ୍ଥ୍ୟମନ୍ତ୍ରୀ ନୂଆ 'ହ୍ୟୁମାନ୍ ମେଟାପ୍ନୁମୋ' ଭାଇରସକୁ ନେଇ ଭୟଭୀତ ହେବାର ନାହିଁ ବୋଲି ଅଭୟବାଣୀ ଶୁଣାଇଥିଲେ । କିନ୍ତୁ ମଙ୍ଗଳବାର ଚାଇନା ଉହାନରେ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯାହାକୁ ନେଇ ଭୟ ଦ୍ୱିଗୁଣିତ ହେବାରେ ଲାଗିଛି ।

ଚାଇନାରେ ଏହି ଭୂତାଣୁ  ସଂକ୍ରମଣ ଯୋଗୁ ପରିସ୍ଥିତି ବିଗିଡିବା ଆରମ୍ଭ କରିଛି। ଉହାନରେ ସ୍କୁଲ ବନ୍ଦ ରହିଛି। ଚୀନ୍‌ରେ ଗତ ୧୦ ଦିନରେ ଏଚଏମପିଭି ମାମଲା ୫୨୯% ବୃଦ୍ଧି ପାଇଛି।ପିଲାମାନଙ୍କ ମଧ୍ୟରେ ବଢୁଥିବା ମାମଲାକୁ ଦୃଷ୍ଟିରେ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।

ପରିସ୍ଥିତି ଏପରି ହୋଇଛି ଯେ, ଆଣ୍ଟିଭାଇରାଲ୍ ଔଷଧଗୁଡିକ  ୪୧ ଡଲାରରେ ବିକ୍ରି ହେଉଛି। ଡବ୍ଲୁଏଚଓ ଚୀନ୍‌ଠାରୁ ଏଚଏମପିଭି ବିଷୟରେ ସମ୍ପୂର୍ଣ୍ଣ ସୂଚନା ମାଗିଛି। ଚୀନ୍ ଏପର୍ଯ୍ୟନ୍ତ ଏଚଏମପିଭି ମାମଲାର ତଥ୍ୟ ଲୁଚାଉଥିବା ଅଭିଯୋଗ ହୋଇଛି।

ଏବେ ଭାରତରେ ପଶିଛି ଭୂତାଣୁ । ଦେଶରେ ୬ ଏଚଏମ୍ପିଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କର୍ନାଟକରେ ୨ ଶିଶୁଙ୍କଠାରେ ଏଭଳି ଭୂତାଣୁ ଚିହ୍ନଟ ହେବା ପରେ ରାଜ୍ୟ ସରକାର ସର୍ବସାଧାରଣରେ ମାସ୍କ ବ୍ୟବହାର ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଗୁଜରାଟରୁ ଜଣେ ଏବଂ କୋଲକାତାରୁ ୧ ଏବଂ ଚେନ୍ନାଇରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସଂକ୍ରମଣକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଭାରତର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଚ୍ୟାଲେଞ୍ଜକୁ ମୁକାବିଲା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା କହିଛନ୍ତି।


Powered by Froala Editor

Tags virus

Related articles Odisha News Lens 4.1

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14703
    Jul 14, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15038
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15284
    Jul 13, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15698
    Jul 13, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14555
    Jul 14, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15283
    Jul 12, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14107
    Jul 13, 2025
  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...
    ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...

    13972
    Jul 14, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13942
    Jul 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14107
    Jul 13, 2025
  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15284
    Jul 13, 2025
  • ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13942
    Jul 14, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14107
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14927
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15793
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14782
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14939
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15283
    Jul 12, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13942
    Jul 14, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15010
    Jul 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In