Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ...

  • ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?

  • ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ...

  • ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ...

  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ...

  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ...

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

ରାଜ୍ୟ
Home ›› ରାଜ୍ୟ ››କୁମ୍ବିଂବେଳେ IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ

କୁମ୍ବିଂବେଳେ IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ

2025-01-08 20:19:24
13994
Share:
Facebook
Twitter
E-Mail
WhatsApp
Telegram
କୁମ୍ବିଂବେଳେ IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ

କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି । ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍‌ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରିଛନ୍ତି। ମାଓବାଦୀ କ୍ୟାମ୍ପରୁ ବହୁ ମାଓବାଦୀ ସାମଗ୍ରୀ ସହ ଦେଶୀ ବନ୍ଧୁକ ଜବତ କରାଯାଇଛି। ଏପରି ଚିତ୍ର ଆସିଛି କନ୍ଧମାଳ ଜିଲ୍ଲାରୁ।

ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍‌ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା। କ୍ୟାମ୍ପରୁ ଗୋଟିଏ ଦେଶୀ ବନ୍ଧୁକ ଓ ବହୁ ମାଓ ସାମଗ୍ରୀ ଜବତ ହୋଇଛି। ବୋମା ନିଷ୍କ୍ରିୟକାରି ଦଳ ଦୁଇଟି IED ବୋମାକୁ ନିଷ୍କ୍ରିୟ କରିଛି। ତେବେ କ୍ୟାମ୍ପରୁ ମିଳିଥିବା ସାମଗ୍ରୀକୁ ଦେଖିଲେ ଲାଗୁଛି, ସେଠାରେ ପ୍ରାୟ ୧୫ ଜଣ ନକ୍ସଲ ରହୁଥିଲେ। ଏନେଇ ସୂଚନା ଦେଇଛନ୍ତି କନ୍ଧମାଳ ଏସ୍‌ପି ହରିଶ ବି. ସି। ବର୍ତ୍ତମାନ ମଧ୍ୟ କୁମ୍ବିଂ ଅପରେଶନ ଜାରି ରହିଛି ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। 


Powered by Froala Editor

Tags ied blast

Related articles Odisha News Lens 4.1

  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ
    ଦେଶ-ଦେଶାନ୍ତର

    ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15460
    Jul 21, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ...

    14817
    Jul 21, 2026
  • ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?

    15512
    Jul 21, 2026
  • ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ...

    14975
    Jul 21, 2026
  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...

    14870
    Jul 21, 2026
  • ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ୧୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ୧୨ ଜଣଙ୍କ ମୃତ୍ୟୁ

    15559
    Jul 21, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା
    ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15622
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13630
    Jul 20, 2026
  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ
    ଦେଶ-ଦେଶାନ୍ତର

    CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ

    14095
    Jul 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14293
    Jul 20, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15460
    Jul 21, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ୧୨ ଜଣଙ୍କ ମୃତ୍ୟୁ

    15559
    Jul 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16989
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17596
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18052
    Sep 06, 2023

ବିଶେଷ

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15622
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14131
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14411
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14754
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15041
    Jul 10, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ପ୍ରକଳ୍ପ ସହଯୋଗ ମାଧ୍ୟମରେ ଅନ୍ତର୍ଭୁତ ଗୋଷ୍ଠୀ ବିକାଶକୁ ଆଗେଇ ନେଉଛି, ଯାହା ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ପ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13630
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14097
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13919
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14176
    Jul 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ

    14095
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14293
    Jul 20, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15622
    Jul 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In