Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

Home ›› ››ଗର୍ଭବତୀଙ୍କ କିଛି ତ୍ରୁଟି କାରଣରୁ ଜନ୍ମ ନିଅନ୍ତି ଦିବ୍ୟାଙ୍ଗ ଶିଶୁ

ଗର୍ଭବତୀଙ୍କ କିଛି ତ୍ରୁଟି କାରଣରୁ ଜନ୍ମ ନିଅନ୍ତି ଦିବ୍ୟାଙ୍ଗ ଶିଶୁ

2021-07-04 02:25:33
15146
Share:
Facebook
Twitter
E-Mail
WhatsApp
Telegram
ଗର୍ଭବତୀଙ୍କ କିଛି ତ୍ରୁଟି କାରଣରୁ ଜନ୍ମ ନିଅନ୍ତି ଦିବ୍ୟାଙ୍ଗ ଶିଶୁ

ପ୍ରତ୍ୟେକ ଗର୍ଭବତୀ ମା’ ଚାହେଁ ଯେ ତା ଗର୍ଭରେ ଥିବା ସନ୍ତାନଟି କିଭଳି ସୁସ୍ଥସବଳ ଜନ୍ମ ହେଉ । କୌଣସି ମା’ ଚାହିଁବନି ଯେ ଆସୁଥିବା ପିଲାଟି ଦିବ୍ୟାଙ୍ଗ ହୋଇ ଜନ୍ମ ହେଉ କିନ୍ତୁ ଡାକ୍ତରଙ୍କ କହିବାନୁସାରେ କିଛି କାରଣବଶତଃ ଏଭଳି ଘଟଣା ଘଟିଯାଏ ଯେଉଁଥିରେ ପିଲାଟି ଦିବ୍ୟାଙ୍ଗ ହୋଇ ଜନ୍ମ ନିଏ । ଅଧିକାଂଶ କ୍ୟାଲସିୟମ୍ ଏବଂ ଭିଟାମିନ୍ ଡି ର ଅଭାବରେ ଜନ୍ମିଥିବା ପିଲାଟି ଦିବ୍ୟାଙ୍ଗ ହୋଇଯାଏ । ବିଶିଷ୍ଟ ଗାଇନିକ୍ ଡାକ୍ତର ମତରେ ଗର୍ଭବତୀ ଥିବା ସମୟରେ ଜଣେ ମହିଳାଙ୍କ ମଧ୍ୟରେ ଅନେକ ପରିବର୍ତ୍ତନ ଦେଖାଯାଏ । ହର୍ମୋନରେ ପରିବର୍ତ୍ତନ ଦେଖାଯାଏ । ଏହି ସମୟରେ ମହିଳା ଜଣକ ଅନେକ କିଛି ଖାଇବାକୁ ମନସ୍ଥ କରିଥାନ୍ତି । ଯାହା ମା’ ପାଟିକୁ ତ ସୁଆଦିଆ ଲାଗିଥାଏ କିନ୍ତୁ ପେଟରେ ଥିବା ଶିଶୁ ଉପରେ ଏହାର ଖରାପ ପ୍ରଭାବ ପଡିଥାଏ । ତେବେ ଆସନ୍ତୁ ଜାଣିବା ଯେ ଗର୍ଭବତୀ ସମୟରେ କିଭଳି ନିଜକୁ ସୁରକ୍ଷା ଦେବେ ଯେଉଁଥିରେ ଛୁଆଟି ଦିବ୍ୟାଙ୍ଗ ହୋଇ ଜନ୍ମ ନେବ ।


୧ . ଗର୍ଭବତୀ ଜାଣିବା ପରଠାରୁ ହିଁ ମହିଳାଙ୍କୁ ନିଜ ଖାଦ୍ୟପେୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଆବଶ୍ୟକ । ତଟକା ଫଳ ସହ ସବୁଜ ପନିପରିବା ଖାଇବା ଆବଶ୍ୟକ । ଫାଷ୍ଟପୁଡ୍ ର ବର୍ଜନ କରିବା ଆବଶ୍ୟକ ଏବଂ ଫଲିକ୍ ଏସିଡ୍ ଯୁକ୍ତ ଖାଦ୍ୟ ଖାଇବା ଦରକାର । ଯାହାଦ୍ୱାରା ମା’ ଏବଂ ପିଲା ମଧ୍ୟରେ ରକ୍ତ ଅଭାବର କୌଣସି ଲକ୍ଷଣ ଦେଖାଯିବ ନାହିଁ ।

୨ . ଗର୍ଭବତୀ ଥିବା ସମୟରେ ମହିଳାଙ୍କୁ ସଂକ୍ରମଣଯୁକ୍ତ ଲୋକଙ୍କ ଠାରୁ ଦୂରେଇ ରହିବା ନିତାନ୍ତ ଜରୁରୀ । ଏଥିପାଇଁ ମହିଳାମାନଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନକୁ ଯିବାକୁ ବାରଣ କରାଯାଏ । ଯାହାର ପ୍ରଭାବ ଉଭୟ ମା’ ଏବଂ ଛୁଆର ସ୍ୱାସ୍ଥ୍ୟ ଉପରେ ପଡିଥାଏ ।

୩ . ଗର୍ଭବତୀ ମହିଳା ଜନଗହଳି ପୂର୍ଣ୍ଣ ସ୍ଥାନ ତଥା ଗାଡିର ପେଁ ପାଁ ଶୋରଶବ୍ଦରୁ ଦୂରେଇ ରହିବା ଆବଶ୍ୟକ । ସହରଠାରୁ ଦୂରରେ ରହିଲେ ଗର୍ଭରେ ଥିବା ଛୁଆଟି ସୁସ୍ଥ ହୋଇଥାଏ । କିନ୍ତୁ ଅଧିକ ଶବ୍ଦ ଛୁଆଟି ଉପରେ ପଡିଲେ ସେ କାଲା ହୋଇ ଜନ୍ମ ହୋଇଥାଏ ।

୪ . ଫାଷ୍ଟଫୁଡ୍ ଏବଂ ମଦ,ସିଗାରେଟ୍ ଭଳି କିଛି ବି ନିଶାକୁ ସେବନ କରନ୍ତୁ ଏହାର ସିଧାସଳଖ ପ୍ରଭାବ ଛୁଆର ମସ୍ତିଷ୍କ ଉପରେ ପଡିବ । ତେଣୁ ସୁସ୍ଥ ଛୁଆଟିଏ ପାଇବା ପାଇଁ ଅଧିକ ସତର୍କତା ଏବଂ ସୁରକ୍ଷାକୁ ଧ୍ୟାନରେ ରଖନ୍ତୁ ।

Powered by Froala Editor

Tags Pregnant

Related articles Odisha News Lens 4.1

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13678
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14738
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15674
    May 31, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14057
    Jun 01, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14386
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14091
    May 31, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14033
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14851
    May 30, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14612
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13678
    May 30, 2026
  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14386
    May 30, 2026
  • ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14091
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16898
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17518
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17567
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17955
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14738
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14848
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14566
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15369
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14950
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15442
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15187
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15670
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14009
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14057
    Jun 01, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14738
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15674
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In