Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

Home ›› ››ଶୀତଦିନେ ଇମ୍ୟୁନିଟି ବୁଷ୍ଟ କରିବା ଖାଦ୍ୟ ବିଷୟରେ ଜାଣନ୍ତୁ...

ଶୀତଦିନେ ଇମ୍ୟୁନିଟି ବୁଷ୍ଟ କରିବା ଖାଦ୍ୟ ବିଷୟରେ ଜାଣନ୍ତୁ...

2025-01-11 10:46:06
15185
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ଇମ୍ୟୁନିଟି ବୁଷ୍ଟ କରିବା ଖାଦ୍ୟ ବିଷୟରେ ଜାଣନ୍ତୁ...

ଶୀତ ଋତୁରେ ଶରୀରର ଅଧିକ ଯତ୍ନ ନେବା ଆବଶ୍ୟକ । ଶୀତ ଦିନେ ଖାଦ୍ୟପେୟର ପରିମାଣ ସାମାନ୍ୟ ବଢ଼ିଯାଇଥାଏ। ଅଧିକ ଖାଇବା ଏବଂ ଶାରୀରିକ କାର୍ଯ୍ୟକଳାପ ହେବା ଫଳରେ ଶୀତ ଦିନେ ଅନେକ ବ୍ୟକ୍ତିଙ୍କ ଓଜନ ବଢ଼ିବା ସମସ୍ୟା ମଧ୍ୟ ଦେଖାଦେଇଥାଏ। ଏହା ବ୍ୟତୀତ ଫ୍ଲୁ ଏବଂ ଭୂତାଣୂ ସଂକ୍ରମଣଠାରୁ ରକ୍ଷା ପାଇବାକୁ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ାଇବା ଆବଶ୍ୟକ। ତେବେ ଆସନ୍ତୁ ଜାଣିବା ଶୀତଦିନିଆ ୫ଟି ଖାଦ୍ୟ ବିଷୟରେ, ଯାହାକୁ ଶୀତଦିନେ ଖାଇବା ଦ୍ୱାରା ଆପଣ ନିଜର ଇମ୍ୟୁନିଟି ବୁଷ୍ଟ କରିପାରିବେ ।

କୋଳଥ ଡାଲି:
ଶୀତଋତୁରେ ପ୍ରାୟତଃ ସର୍ଦି କାଶ ଲାଗି ରହିଥାଏ । ଯଦି ଏପରି ହେଉଛି ତେବେ ଶୀତଋତୁ ରେ କୋଳଥ ଡାଲିର ପ୍ରୟୋଗ ପାରମ୍ପରିକ ଭାବରେ କରାଯାଇଥାଏ । ଗବେଷକ ମାନଙ୍କ ମତରେ କୋଳଥ ଡାଲିର ପାଣି ଥଣ୍ଡା କାଶ ଠାରୁ ଆରାମ ଦେଇଥାଏ । ଏହା ଶରୀରକୁ ଭିତରୁ ଗରମ ପ୍ରଦାନ କରିଥାଏ । ଗଳାର ସଂକ୍ରମଣକୁ ଦୂର କରି କାଶ ଠିକ କରିଥାଏ

ଅଦା ଚା:
ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଶୀତ ଋତୁରେ ଦିନକୁ ଅନେକ ଥର ଆପଣ ଚା ‘ପିଇଥାନ୍ତି। ତେବେ ଯଦି ଆପଣ ଅଦା ଚାକୁ ଭଲ ପାଆନ୍ତି, ତେବେ ଏହା ଶରୀରକୁ ଭଲ ଫାଇଦା ଦେଇଥାଏ। ଅଦାରେ ଭିଟାମିନ୍-ଏ, ଭିଟାମିନ୍-ଡି, ଭିଟାମିନ୍-ଇ ପରି ଅନେକ ଭିଟାମିନ୍ ମିଳିଥାଏ। ଅଦାରେ ଆଣ୍ଟି ଇନ୍‌ଫ୍ଲାମେଟାରୀ ଗୁଣ ଥାଏ। ଯାହା ଶରୀରର ଫୁଲାକୁ ହ୍ରାସ କରିଥାଏ। ଆଣ୍ଟି-ବ୍ୟାକ୍ଟେରିଆ ଗୁଣ ଯାହା ଜୀବାଣୁ ରୋଗରୁ ରକ୍ଷା କରିଥାଏ। ଯଦି ଶୀତ ଋତୁରେ ବାରମ୍ବାର ପରିସ୍ରା କରିବାରେ ଅସୁବିଧା ହୁଏ, ତେବେ ଦିନକୁ ଦୁଇଥର ଅଦା ଚା ପିଇବା ଲାଭଦାୟକ।

ଚିନାବାଦମ:
ଚିନାବାଦାମରେ ପ୍ରଚୁର ପରିମାଣରେ ପ୍ରୋଟିନ୍ ରହିଛି। ଶୀତ ଋତୁରେ ଏହା ସବୁଠାରୁ ସ୍ୱାସ୍ଥ୍ୟକର ଜଳଖିଆ ବୋଲି ଆମେ କହିପାରିବା । ଚିନାବାଦାମ ସିଝା ବା ଭଜା ବା କଞ୍ଚା ଯେମିତି ଖାଇଲେ ବି ପାଟିକୁ ସୁଆଦିଆ ଲାଗେ। । ଏଥିରେ ଭିଟାମିନ୍-ବି, ଆମିନୋ ଏସିଡ୍ ଏବଂ ପଲିଫିନୋଲ ରହିଛି, ଯାହା ଶରୀରକୁ ସୁସ୍ଥ ରଖିଥାଏ। ଚିନାବାଦାମ ଖାଇଲେ ହୃଦରୋଗ ଜନିତ ସମସ୍ୟା ମଧ୍ୟ ଦୂର ହୋଇଥାଏ।

ରାଶି:
ଶୀତ ଦିନେ ହାଡ଼ ଏବଂ ଗଣ୍ଠି ଦରଜ ଯନ୍ତ୍ରଣାଦାୟକ ହୋଇଥାଏ । ଏଥିରୁ ରକ୍ଷା ପାଇବାକୁ ହେଲେ ନିଜ ଖାଦ୍ୟ ସୂଚୀରେ ରାଶିକୁ ସାମିଲ କରନ୍ତୁ। ରାଶିରେ ଭିଟାମିନ୍-ଇ ଭରପୂର ରହିଛି। ଏହା ହାଇପରଟେନସନକୁ ମଧ୍ୟ ଦୂର କରିଥାଏ ।

ଗାଜର:
ଗାଜର ଆମର ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ସହିତ ବିଭିନ୍ନ ଶୀତଋତୁର ରୋଗ ଠାରୁ ଦୂରେଇ ରଖିଥାଏ । ଶୀତଋତୁରେ ପ୍ରତିଦିନ ଗୋଟିଏ ଗ୍ଲାସ୍ ଲେଖାଏଁ ଗାଜର ରସ ପିଇବା ଦ୍ଵାରା ଶରୀରକୁ ଥଣ୍ଡା ଜନିତ ସମସ୍ୟା ଠାରୁ ଦୂରେଇ ରଖିଥାଏ । ଗାଜର ରେ ଭିଟାମିନ ବି ରହିଛି ।

Powered by Froala Editor

Tags Food in winter

Related articles Odisha News Lens 4.1

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15688
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13325
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14032
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14505
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15009
    May 28, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14994
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14492
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15565
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14222
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14994
    May 30, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15009
    May 28, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14222
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14492
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14222
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15326
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14906
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15833
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15439
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15182
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15665
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15688
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14492
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14222
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In