Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କୋଲେଷ୍ଟରଲ କମାଏ ଅଁଳାରସ

ରାଜ୍ୟ
Home ›› ରାଜ୍ୟ ››୧୩ ରୁ ଖୋଲା ରହିବ ରାଜଭବନ ଉଦ୍ୟାନ

୧୩ ରୁ ଖୋଲା ରହିବ ରାଜଭବନ ଉଦ୍ୟାନ

2025-01-12 11:07:59
13508
Share:
Facebook
Twitter
E-Mail
WhatsApp
Telegram
୧୩ ରୁ ଖୋଲା ରହିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର: ରାଜଭବନ ଉଦ୍ୟାନ  ସୋମବାର ଅର୍ଥାତ୍ ଆସନ୍ତା ୧୩ ତାରିଖରୁ ଖୋଲା ରହିବ । ସର୍ବସାଧାରଣ  ଜାନୁଆରୀ ୨୨ ତାରିଖ ପର୍ୟ୍ୟନ୍ତ ରାଜଭବନ ଉଦ୍ୟାନ ବୁଲି ଦେଖିପାରିବେ । କିନ୍ତୁ ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ  ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ  ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ ।  ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ  ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ  କରାଯାଇପାରିବ ।  

ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ବୁଲିବାର ସମୟ ଅପରାହ୍ନ ୨ଟା ୩୦ମି ରୁ ୫ଟା ପର୍ୟ୍ୟନ୍ତ ରହିଛି ।  ସେହିପରି ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ  ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଏ.ଡ଼ି.ସିଚିଫ୍‌ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କତ୍ତୃର୍ପକ୍ଷ ‘ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ  ପତ୍ର’ ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ  ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ୟ୍ୟନ୍ତ ଧାର୍ୟ୍ୟ  କରାଯାଇଛି । ଏ ସଂପର୍କରେ ଅଧିକ ବିବରଣୀ  ପାଇଁ ବିଦ୍ୟାଳୟ କତ୍ତୃର୍ପକ୍ଷ ରାଜଭବନ ୱେବ୍‌ସାଇଟ୍‌  ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ  ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ  ଶିକ୍ଷକ, ଶିକ୍ଷୟିତ୍ରୀ, ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ  ଆସିବେ । ଉଦ୍ୟାନ ପରିଦର୍ଶନରେ ଆସିବାକୁ ଥିବା  ପର୍ୟ୍ୟଟକ ପାଇଁ ନ୍ୟୁ ଅଭିଷେକ ହଲ୍‌ ନିକଟସ୍ଥ ୩ ନମ୍ବର  ଗେଟ୍‌ରେ ପ୍ରବେଶ ଏବଂ ସିକ୍ୟୁରିଟି ବାରାକ ନିକଟସ୍ଥ  ଗେଟ୍‌ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି।

Powered by Froala Editor

Tags Raj bgawan

Related articles Odisha News Lens 4.1

  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13275
    Jun 03, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13650
    Jun 02, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    13978
    Jun 03, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14014
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15432
    Jun 02, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14873
    Jun 03, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15157
    Jun 02, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13416
    Jun 03, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14066
    Jun 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15157
    Jun 02, 2025
  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14873
    Jun 03, 2025
  • ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14014
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16931
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • କୋଲେଷ୍ଟରଲ କମାଏ ଅଁଳାରସ

    13275
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14873
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15049
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15422
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15217
    Jun 01, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16301
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14163
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15432
    Jun 02, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14014
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In